ଟାରିଫ ଲାଗୁ ପରେ ବି ଭାରତ ଗସ୍ତରେ ଆସିବେ ଋଷ ରାଷ୍ଟ୍ରପତି ଭ୍ଲାଦିମିର୍ ପୁଟିନ୍

ନୂଆଦିଲ୍ଲୀ: ଭାରତ ଗସ୍ତରେ ଆସିବେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ । ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ତାଙ୍କ ମସ୍କୋ ଗସ୍ତ ସମୟରେ ଏହି ସୂଚନା ଦେଇଛନ୍ତି । ଡୋଭାଲ କହିଛନ୍ତି, ରାଷ୍ଟ୍ରପତି ପୁଟିନ ଏହି ବର୍ଷ ଶେଷରେ … Read More

୨୦୨୫-୨୬ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାର ଶୁଭାରମ୍ଭ; ଜୁଲାଇ ୧୭ରୁ ଅଗଷ୍ଟ ୧୫ ଯାଏଁ ପଞ୍ଜିକରଣ

ଭୁବନେଶ୍ୱର: ରାଜ୍ୟର ବରିଷ୍ଠ ନାଗରିକମାନଙ୍କୁ ତୀର୍ଥଯାତ୍ରାର ସୁଯୋଗ ଦେବା ପାଇଁ ରାଜ୍ୟ ପର୍ଯ୍ୟଟନ ବିଭାଗ ୨୦୨୫ -୨୬ ଆର୍ଥିକ ବର୍ଷ ପାଇଁ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି । ଆଜି ଭୁବନେଶ୍ୱରସ୍ଥିତ ପାନ୍ଥନିବାସର ଅଡିଟରିୟମରେ ଆୟୋଜିତ ଏକ … Read More

ସରକାରଙ୍କ ବଡ ନିଷ୍ପତ୍ତି: ଇରାନ ପରେ ଇସ୍ରାଏଲରୁ ଭାରତୀୟଙ୍କୁ କରିବେ ଉଦ୍ଧାର

ନୂଆଦିଲ୍ଲୀ,୧୯।୬: ବୈଦେଶିକ ମନ୍ତ୍ରଣାଳୟ (ଏମଇଏ) ଗୁରୁବାର ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ପରେ ଉତ୍ତେଜନା ବୃଦ୍ଧି ପାଇବାରୁ ‘ଅପରେସନ ସିନ୍ଧୁ’ ଅଧୀନରେ ଇସ୍ରାଏଲରୁ ଭାରତୀୟ ନାଗରିକମାନଙ୍କୁ ଉଦ୍ଧାର କରିବା ପାଇଁ ଯୋଜନା ଘୋଷଣା କରିଛି। ଏକ ବିବୃତିରେ, ଏମଇଏ … Read More

କାଲି ଆସିବେ ମୋଦି: ଟ୍ରାଫିକ ପରାମର୍ଶ ଜାରି

ଭୁବନେଶ୍ୱର,୧୯।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆସନ୍ତା ଶୁକ୍ରବାର, ଜୁନ ୨୦ ଭୁବନେଶ୍ୱର ଗସ୍ତ ନେଇ କମିଶନରେଟ ପୋଲିସ ପକ୍ଷରୁ ଏକ ବିସ୍ତୃତ ଟ୍ରାଫିକ ପରାମର୍ଶ ଜାରି କରାଯାଇଛି। ଏହା ସହିତ ସାଧାରଣ ଲୋକଙ୍କ ସୁରକ୍ଷା ଓ ଯାନବାହାନ ଚଳାଚଳରେ ସୁବିଧା ପାଇଁ … Read More

ବିପର୍ଯ୍ୟୟ ପ୍ରଶମନ ପାଇଁ ଭାରତ ପ୍ରତିଶ୍ରୁତିବଦ୍ଧ: ପି. କେ. ମିଶ୍ର

ଜେନେଭା: ସ୍ବିଜରଲ୍ୟାଣ୍ଡର ଜେନେଭାଠାରେ ଜାତିସଂଘ ପକ୍ଷରୁ ବିପର୍ଯ୍ୟୟ ବିପଦ ହ୍ରାସ ପାଇଁ ଅଷ୍ଟମ ବୈଶ୍ବିକ ମଞ୍ଚର ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଯୋଗ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରମୁଖ ସଚିବ ଡକ୍ଟର ପି.କେ ମିଶ୍ର ବିପର୍ଯ୍ୟୟ ପ୍ରଶମନ ପ୍ରତି … Read More

ପାକିସ୍ତାନ ସହ ବଡ଼ ଡିଲ୍‌ କଲା ଋଷିଆ, ଭାରତକୁ ଜୋରଦାର ଝଟ୍‌କା

ନୂଆଦିଲ୍ଲୀ,୨୭।୫: ଭାରତର ବନ୍ଧୁ ଦେଶ ଋଷିଆ ପାକିସ୍ତାନ ସହିତ ଏକ ଆଧୁନିକ ଇସ୍ପାତ କାରଖାନା ର୍ନିମାଣ ପାଇଁ ଏକ ଚୁକ୍ତିନାମାକୁ ଚୂଡ଼ାନ୍ତ କରିଛି। ଏହି ଚୁକ୍ତି ୨୦୧୫ରେ ବନ୍ଦ ହୋଇଯାଇଥିବା ସୋଭିଏତ-ର୍ନିମିତ ଇସ୍ପାତ କାରଖାନାକୁ ପୁନର୍ଜୀବିତ କରିବ। ପାକିସ୍ତାନୀ ଅଧିକାରୀ ଏବଂ … Read More

ଆର୍‌ଜିଏଚ୍‌ର ନକଲି ଡାକ୍ତରଙ୍କୁ ଆଜୀବନ ଜେଲ୍‌

ରାଉରକେଲା: ରାଉରକେଲା ସରକାରୀ ଡାକ୍ତରଖାନା (ଆର୍‌ଜିଏଚ୍‌)ରୁ ଗିରଫ ନକଲି ଡାକ୍ତର ମାମଲାର ରାୟ ଆଜି ପ୍ରକାଶ ପାଇଛି। ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ବିଚାରପତି ଶର୍ମିଷ୍ଠା ପାଢ଼ୀ ଅଭିଯୁକ୍ତ ନକଲି ଡାକ୍ତର ପଦ୍ମନାଭମୁଖୀ କାରୁଆ (୫୩)ଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ … Read More

ବହୁ ପ୍ରତିକ୍ଷିତ ମୁକ୍ତ ବାଣିଜ୍ୟ ଚୁକ୍ତି ସ୍ଵାକ୍ଷର କଲେ ଭାରତ-ବ୍ରିଟେନ

ନୂଆଦିଲ୍ଲୀ, ୬।୫: ଭାରତ ଏବଂ ବ୍ରିଟେନ ମଧ୍ୟରେ ବହୁ ପ୍ରତୀକ୍ଷିତ ମୁକ୍ତ ବାଣିଜ୍ୟ ଚୁକ୍ତି (FTA) ସ୍ୱାକ୍ଷରିତ ହୋଇଛି। ଯାହା ଉଭୟ ଦେଶ ମଧ୍ୟରେ ଅର୍ଥନୈତିକ ଏବଂ ରଣନୀତିଗତ ସମ୍ପର୍କକୁ ଏକ ନୂଆ ଉଚ୍ଚତାକୁ ନେଇଯିବ ବୋଲି ଆଶା କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର … Read More

“ନୀତୀଶ କୁମାର ଆଉ ମୁଖ୍ୟମନ୍ତ୍ରୀ ହେବେ ନାହିଁ”: ପ୍ରଶାନ୍ତ କିଶୋର

ପାଟନା,୧୦।୪:  ନିର୍ବାଚନ ରଣନୀତିଜ୍ଞରୁ ରାଜନେତା ପାଲଟିଥିବା ପ୍ରଶାନ୍ତ କିଶୋର ନିଜର ଜନ ସୁରାଜ ପାର୍ଟି ଚଳିତ ବର୍ଷ ଶେଷରେ ବିହାର ନିର୍ବାଚନରେ ​​ପ୍ରଥମ ଥର ପାଇଁ ପ୍ରସ୍ତୁତ ହେଉଛି। RJD ର ହେଭିୱେଟ୍ ପ୍ରାର୍ଥୀ ଏବଂ ବିଧାନସଭାରେ ବିରୋଧୀ ଦଳ ନେତା … Read More

ନକ୍ସଲବାଦ ଦ୍ୱାରା ସର୍ବାଧିକ ପ୍ରଭାବିତ ଜିଲ୍ଲା ସଂଖ୍ୟା ୬କୁ ହ୍ରାସ ପାଇଛି: କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ: କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଅମିତ ଶାହ କହିଛନ୍ତି ଯେ ନକ୍ସଲ ମୁକ୍ତ ଭାରତ ଗଠନ ଦିଗରେ ଏକ ବିଶାଳ ପଦକ୍ଷେପ ଗ୍ରହଣ କରି ଆମ ଦେଶ ବାମପନ୍ଥୀ ଉଗ୍ରବାଦ ଦ୍ୱାରା ସର୍ବାଧିକ ପ୍ରଭାବିତ ହୋଇଥିବା ଜିଲ୍ଲା ସଂଖ୍ୟା … Read More