‘ନବ ଦାସ ହତ୍ୟା ମାମଲାରେ ପ୍ରକୃତ ଦୋଷୀଙ୍କୁ ଧରାଯାଇ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ ହେବ’
ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ନବ ଦାସଙ୍କ ହତ୍ୟାକାଣ୍ଡ ସମ୍ପର୍କରେ ଉଚିତ୍ ତଦନ୍ତ କରାଯାଇ ପ୍ରକୃତ ଦୋଷୀକୁ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ ଦଣ୍ଡବିଧାନ କରାଯିବ। ସ୍ୱର୍ଗତ ଦାସଙ୍କ ପରିବାରଙ୍କୁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ମର୍ମରେ ଭରସା ଦେଇଛନ୍ତି। … Read More
