ଭାରତ-ଶ୍ରୀଲଙ୍କା ୨ୟ ଟେଷ୍ଟ ଅମୀମାଂସିତ
କଲମ୍ବୋ : ଶ୍ରୀଲଙ୍କାର ରାଜଧାନୀ କଲମ୍ବୋଠାରେ ଚାଲିଥିବା ଭାରତ-ଶ୍ରୀଲଙ୍କା ୨ୟ ଟେଷ୍ଟ ଅମୀମାଂସିତ ଭାବେ ଶେଷ ହୋଇଛି । ଶ୍ରୀଲଙ୍କା ୪୨୯/୯ ରନରେ ଦ୍ୱିତୀୟ ପାଳି ଘୋଷଣା କରିବା ପରେ ଉଭୟ ଦଳର ଅଧିନାୟକଙ୍କ ନିଷ୍ପତି କ୍ରମେ ମ୍ୟାଚ୍କୁ ଅମୀମାଂସିତ ଭାବେ … Read More
