ନବକଳେବର ହେବ ବାରବାଟୀ ଷ୍ଟାଡିୟମ; ୬୦ ହଜାରକୁ ବଢିବ ସିଟ୍ ସଂଖ୍ୟା

କଟକ: ଐତିହାସିକ ବାରବାଟୀ ଷ୍ଟାଡିୟମର ନବକଳେବର ହେବ। ଷ୍ଟାଡିୟମର ରୂପରେଖ ବଦଳିଯିବ। ଏନେଇ ଆଜି ସକାଳୁ ୫-ଟି ଅଧକ୍ଷ ଭି କାର୍ତ୍ତିକ ପାଣ୍ଡିଆନ ଷ୍ଟାଡିୟମ ବୁଲି ଦେଖିବା ପରେ ଓସିଏର ସମସ୍ତ କର୍ମକର୍ତ୍ତାଙ୍କ ସହ ଆଲୋଚନା କରିବା ସହ ଷ୍ଟାଡିୟମର ସମସ୍ତ … Read More

ଇଂଲଣ୍ଡକୁ ୪୩୪ ରନରେ ହରାଇ ଭାରତ ସବୁଠାରୁ ବଡ଼ ଟେଷ୍ଟ ବିଜୟ ହାସଲ କଲା

ରାଜକୋଟ୍ : ରାଜକୋଟ ଟେଷ୍ଟରେ ବଡ଼ ବିଜୟ ହାସଲ କରିଛି ଭାରତ । ଇଂଲଣ୍ଡକୁ ୪୩୪ ରନର ବିଶାଳ ବ୍ୟବଧାନରେ ପରାସ୍ତ କରି ସିରିଜରେ ୨-୧ରେ ଆଗୁଆ ହୋଇଯାଇଛି ଟିମ୍ ଇଣ୍ଡିଆ । ଆଜିର ବିଜୟକୁ ଭାରତର ସବୁଠାରୁ ବଡ଼ ଟେଷ୍ଟ … Read More

ହକି ଖେଳାଳି ବରୁଣ କୁମାରଙ୍କ ବିରୋଧରେ ଦୁଷ୍କର୍ମ ଅଭିଯୋଗ, ମାମଲା ରୁଜୁ

ନୂଆଦିଲ୍ଲୀ : ଭାରତୀୟ ହକି ଖେଳାଳି ବରୁଣ କୁମାରଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗ। ବେଙ୍ଗାଲୁରୁର ଜଣେ ୨୨ ବର୍ଷୀୟ ଯୁବତୀ ତାଙ୍କ ବିରୋଧରେ ଦୁଷ୍କର୍ମ ଅଭିଯୋଗ ଆଣିଛନ୍ତି। ପୁଲିସ ସୂଚନା ଅନୁସାରେ, ବରୁଣ କୁମାର ତାଙ୍କୁ ବିବାହର ପ୍ରଲୋଭନ ଦେଖାଇ … Read More

ଭାରତ ବିପକ୍ଷରେ ୨୮ ରନ୍‌ରେ ଇଂଲଣ୍ଡ ବିଜୟୀ

ହାଇଦ୍ରାବାଦ୍‌: ସ୍ଥାନୀୟ ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମ୍‌ରେ ଭାରତ ବିପକ୍ଷରେ ଇଂଲଣ୍ଡ ପ୍ରଥମ ଟେଷ୍ଟ ମ୍ୟାଚ୍‌କୁ ୨୮ ରନ୍‌ରେ ବିଜୟ ହାସଲ କରିଛି। ଚତୁର୍ଥ ଦିନରେ ରବିବାର ଭାରତର ଶେଷ କ୍ରମର ଖେଳାଳି ଶ୍ରୀକର ଭରତ (୨୮),  ରବିଚନ୍ଦ୍ରନ ଅଶ୍ବିନ … Read More

ମାର୍ଚ୍ଚରୁ ଆରମ୍ଭ ହେବ IPL ଫାଇଟ୍ !

ନୂଆଦିଲ୍ଲୀ : ମାର୍ଚ୍ଚରୁ ଆରମ୍ଭ ହୋଇପାରେ ଫଟାଫଟ୍ କ୍ରିକେଟ ଆଇପିଏଲ୍ ସମର୍। ୧୭ତମ ଆଇପିଏଲ୍ ମାର୍ଚ୍ଚ ୨୨ରୁ ଆରମ୍ଭ ହେବାର ସମ୍ଭାବନା ରହିଛି।ଲୋକସଭା ନିର୍ବାଚନ ତାରିଖ ଘୋଷଣା ପରେ ଟୁର୍ନାମେଣ୍ଟ ତାରିଖ ସ୍ପଷ୍ଟ ହୋଇଯିବ।କ୍ରିକବୁଜ୍ ରିପୋର୍ଟ ଅନୁଯାୟୀ, ଆଇପିଏଲ ଟୁର୍ନାମେଣ୍ଟ … Read More

ଶୁଭ୍ରାଂଶୁ ସେନାପତିଙ୍କ ପ୍ରଥମ ରଣଜୀ ଦ୍ବିଶତକ

ଭୁବନେଶ୍ବର: ଇନ୍ଦୋର ରଣଜୀରେ ଉଦୀୟମାନ କ୍ରିକେଟର ଶୁଭ୍ରାଂଶୁ ସେନାପତି ଅପରାଜିତ ଦ୍ବିଶତକ ହାସଲ କରିଛନ୍ତି। ମଧ୍ୟ ପ୍ରଦେଶ ବିପକ୍ଷ ରଣଜୀରେ ଅପରାଜିତ ୨୭୭ ରନ ସଂଗ୍ରହ ସହ ରେକର୍ଡ ସୃଷ୍ଟି କରିଛନ୍ତି। ୧୯ଟି ଚୌକା ଓ ୧୧ଟି ଛକା ଜରିଆରେ … Read More

ଆଫଗାନିସ୍ଥାନ ବିପକ୍ଷ ଟି-୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା

ନୂଆଦିଲ୍ଲୀ: ଆସନ୍ତା ସପ୍ତାହରେ ଆଫଗାନିସ୍ତାନ ବିପକ୍ଷରେ ଖେଳାଯିବାକୁ ଥିବା ୩ ମ୍ୟାଚ୍ ବିଶିଷ୍ଟ ଟି-୨୦ ଶୃଙ୍ଖଳା ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଦଳକୁ ଭେଟେରାନ ରୋହିତ ଶର୍ମା ଓ ବିରାଟ କୋହଲିଙ୍କ ପ୍ରତ୍ୟାବର୍ତ୍ତନ ହୋଇଛି ।  ତେବେ ଆହତଜନିତ … Read More

ମାତ୍ର ୧୨ ବର୍ଷ ବୟସରେ ରଣଜୀ ଟ୍ରଫିରେ କଲେ ଡେବ୍ୟୁ କଲେ ବୈଭବ

ପାଟନା : କ୍ରିକେଟ ଜଗତର ବହୁ କିମ୍ବଦନ୍ତୀ ଖେଳାଳିଙ୍କୁ ପଛରେ ପକାଇ ଇତିହାସ ସୃଷ୍ଟି କରିଛନ୍ତି ବିହାରର ବୈଭବ ସୂର୍ଯ୍ୟବଂଶୀ। ସେ ମାତ୍ର ୧୨ ବର୍ଷ ବୟସରେ ରଣଜୀ ଟ୍ରଫିରେ ଡେବ୍ୟୁ କରି ଚର୍ଚ୍ଚାରେ ଅଛନ୍ତି। ଏହି ସଫଳତା ସହ … Read More

ଆଗକୁ ପ୍ୟାରିସ ଅଲିମ୍ପିକ୍ସ, ରେସଲିଂ ଆରମ୍ଭ କରିବାକୁ ବଜରଙ୍ଗ ପୁନିଆଙ୍କ ଅନୁରୋଧ

ନୂଆଦିଲ୍ଲୀ : ଅଲିମ୍ପିକ୍ସରେ ଭାରତ ପାଇଁ ମେଡାଲ ଜିତିଥିବା ବଜରଙ୍ଗ ପୁନିଆ ତୁରନ୍ତ ଦେଶରେ ରେସଲିଂ କାର୍ଯ୍ୟକ୍ରମ ଆରମ୍ଭ କରିବାକୁ କ୍ରୀଡ଼ା ମନ୍ତ୍ରଣାଳୟକୁ ଅନୁରୋଧ କରିଛନ୍ତି। ବିଶେଷ କରି ଅଲିମ୍ପିକ୍ସକୁ ଆଉ ୭ ମାସ ସମୟ ଥିବାରୁ ସେ ଏପରି … Read More

କିଟ୍ ଓ କିସରେ ଜାତୀୟ ବିଶ୍ୱବିଦ୍ୟାଳୟ ସନ୍ତରଣ ଓ ଯୋଗାସନ ଚାମ୍ପିୟନସିପ୍ ଉଦଯାପିତ

କିଟ୍ ଓ କିସରେ ଜାତୀୟ ବିଶ୍ୱବିଦ୍ୟାଳୟ ସନ୍ତରଣ ଓ ଯୋଗାସନ ଚାମ୍ପିୟନସିପ୍ ଉଦଯାପିତ ହୋଇଯାଇଛି। ଯୋଗାସନ ଚାମ୍ପିୟନସିପରେ ୨ଶହରୁ ଊର୍ଦ୍ଧ୍ୱ ବିଶ୍ୱବିଦ୍ୟାଳୟରୁ ୨ ହଜାର ୫ଶହରୁ ଅଧିକ ପ୍ରତିଯୋଗୀ, ୩ଶହରୁ ଊର୍ଦ୍ଧ୍ୱ କୋଚ ଓ ଅଫିସିଆଲ୍ ଯୋଗ ଦେଇଥିଲେ । … Read More