ବିଶ୍ବକପର ଫାଇନାଲ ମ୍ୟାଚ୍ ଦେଖିବା ପାଇଁ ଅହମଦାବାଦ ଯିବେ ପ୍ରଧାନମନ୍ତ୍ରୀ ମୋଦୀ
ନୂଆଦିଲ୍ଲୀ: ଆସନ୍ତାକାଲି ଅହମଦାବାଦରେ ‘ଆଇସିସି ବିଶ୍ବକପ୍ ୨୦୨୩’ର ଫାଇନାଲ୍ ମ୍ୟାଚ ଖେଳାଯିବ। ମୁହାଁମୁହିଁ ହେବେ ଭାରତ ଓ ଅଷ୍ଟ୍ରେଲିଆ। ଏହି ରୋମାଞ୍ଚକର ମ୍ୟାଚ୍ ଦେଖିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅହମଦାବାଦ ଯିବେ ବୋଲି ଜଣାପଡ଼ିଛି। ଗୁଜରାଟର ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର … Read More