ଜାଭେଲିନ ଥ୍ରୋରେ ରୌପ୍ୟ ଜିତି ଇତିହାସ ରଚିଲେ କିଶୋର ଜେନା, ସ୍ବର୍ଣ୍ଣ ଜିତିଲେ ନୀରଜ୍
ହାଙ୍ଗଝୁ : ଚୀନର ହାଙ୍ଗଝୁଠାରେ ଚାଲିଥିବା ଏସୀୟ କ୍ରୀଡ଼ାରେ ଇତିହାସ ରଚିଛି ଭାରତ । ପୁରୁଷ ଜାଭେଲିନ ଥ୍ରୋରେ ଉଭୟ ସ୍ବର୍ଣ୍ଣ ଓ ରୌପ୍ୟ ହାତେଇଛି ଭାରତ । ଭାରତର ଷ୍ଟାର୍ ଖେଳାଳି ନୀରଜ ଚୋପ୍ରା ପୁଣି ଥିରେ ଚାମ୍ପିଅନ … Read More