ଆଜିଠାରୁ ଏସୀୟ କ୍ରୀଡ଼ା ମହାକୁମ୍ଭ

ନୂଆଦିଲ୍ଲୀ: ବିଶ୍ବର ଅନ୍ୟତମ ସର୍ବବୃହତ କ୍ରୀଡ଼ା ମହାକୁମ୍ଭ ଏସୀୟ କ୍ରୀଡ଼ାର ୧୯ତମ ସଂସ୍କରଣର ଉଦ୍‌ଘାଟନୀ ଉତ୍ସବ ବିଧିବଦ୍ଧ ଭାବେ ଚୀନର ହ୍ବାଙ୍ଗଝୋରେ ଶନିବାର ସନ୍ଧ୍ୟାରେ ଆୟୋଜିତ ହେବ। ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ଉକ୍ତ ପ୍ରତିଯୋଗିତା ଉଦ୍‌ଘାଟିତ ହେବ। ଅକ୍ଟୋବର … Read More

ଭାରତ ଏସିଆ କପ ଚାମ୍ପିୟନ, ୮ମ ଥର ପାଇଁ ଭାରତ ଏସିଆ କପ୍‌ ବିଜୟୀ

କଲମ୍ବୋ: ଏସିଆ କପ୍‌-୨୦୨୩ ନିଜ ନାଁରେ କରିଛି ଭାରତ। ୧୯ ଦିନର ଏହି ଟୁର୍ନାମେଣ୍ଟରେ ୧୩ଟି ମ୍ୟାଚ୍ ଖେଳାଯାଇଥିଲା। ଫାଇନାଲରେ ଶ୍ରୀଲଙ୍କାକୁ ଶୋଚନୀୟ ଭାବେ ୧୦ ଓ୍ବିକେଟରେ ପରାସ୍ତ କରି ୮ମ ଥର ପାଇଁ ଟାଇଟଲ ହାତେଇଛି ଟିମ୍ ଇଣ୍ଡିଆ। … Read More

ଆଇସିସି ଖେଳାଳି ରାଙ୍କିଂ ପ୍ରକାଶିତ; ଟପ୍ ଟେନ୍‌ରେ ୩ ଭାରତୀୟ

ଦୁବାଇ: ପ୍ରକାଶ ପାଇଲା ଆଇସିସି ବ୍ୟାଟିଂ ରାଙ୍କିଂ । ଏହି ତାଲିକାରେ ଭାରତୀୟ  ଖେଳାଳିଙ୍କ ଉନ୍ନତି ହୋଇଛି । ଗତ  ସପ୍ତାହରେ ତୃତୀୟ ସ୍ଥାନରେ ରହିଥିବା  ଯୁବ ଓପନର ଶୁଭମନ ଗିଲ୍‌ ଦ୍ୱିତୀୟକୁ ଉଠିଛନ୍ତି । ସେହିପରି ଶ୍ରେଷ୍ଠ ୧୦  … Read More

ଭାଗ ନେବେ ମୟୂରଭଞ୍ଜର ୧୧ ଛାତ୍ରଛାତ୍ରୀ

କଟକ: ଓଡିଶା ଯୋଗ ଆସୋସିଏସନ ପକ୍ଷରୁ କଟକ ଠାରେ ଦୁଇ ଦିନିଆ ୨୯ ତମ ରାଜ୍ୟସ୍ତରୀୟ ଯୋଗାସନ ସ୍ପୋଟ୍ସ ଚମ୍ପିଆନସିପ ୨୦୨୩-୨୦୨୪ ଅନୁଷ୍ଠିତ ହୋଇଯାଇଛି । ୨ଦିନ ଧରି ଚାଲିଥିବା ଏହି ରାଜ୍ୟ ସ୍ତରୀୟ ଯୋଗାସନ ପ୍ରତିଯୋଗିତାରେ ୧୭ ରୁ … Read More

କ୍ରିକେଟ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା

ଆଇସିସି ପୁରୁଷ କ୍ରିକେଟ ବିଶ୍ୱକପ୍‌ ୨୦୨୩ ପାଇଁ ଆଜି ଭାରତୀୟ ଦଳ ଘୋଷଣା କରାଯାଇଛି। ଭାରତୀୟ ପୁରୁଷ କ୍ରିକେଟ୍‌ ଟିମ୍‌ର ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର ଓ ଅଧିନାୟକ ରୋହିତ ଶାର୍ମା ଏକ ସାମ୍ବାଦିକ ସମ୍ମିଳନୀରେ ବିଶ୍ୱକପ୍‌ ପାଇଁ ୧୫ ଜଣିଆ … Read More

ବେରିଆ ଫୁଟବଲ ଷ୍ଟାଡିୟମରେ ଦଳାଚକଟା; ୧୨ ମୃତ, ୮୦ ଆହତ

ନୂଆଦିଲ୍ଲୀ: ମେଡାଗାସ୍କାର ରାଜଧାନୀ ଅଣ୍ଟାନାନାରିଭୋରେ ଅଘଟଣ । ବେରିଆ ଷ୍ଟାଡିୟମରେ ଦଳାଚକଟାରେ ପ୍ରାୟ ୧୨ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଛି । ସେହିପରି ଏଥିରେ ୮୦ରୁ ଅଧିକ ଲୋକ ଆହତ ହୋଇଛନ୍ତି । ଗୁରୁତରଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି … Read More

୩୮ ଶୃଙ୍ଖଳାରେ ଭାରତରୁ ପ୍ରତିନିଧିତ୍ବ କରିବେ ୬୩୪ ଖେଳାଳି

ନୂଆଦିଲ୍ଲୀ: ହ୍ବାଙ୍ଗଝୋ ଏସୀୟ କ୍ରୀଡ଼ା ଆସନ୍ତା ସେପ୍ଟେମ୍ବର ୨୩ରୁ ଅକ୍ଟୋବର ୮ ପର୍ଯ୍ୟନ୍ତ ଆୟୋଜିତ ହେବ। ଏଥିରେ ଭାରତରୁ ମୋଟ ୬୩୪ଜଣ କ୍ରୀଡ଼ାବିତ୍‌ ୩୮ ଗୋଟି କ୍ରୀଡ଼ା ଶୃଙ୍ଖଳାରେ ଅଂଶଗ୍ରହଣ କରିବେ। ଏସୀୟ କ୍ରୀଡ଼ା ଲାଗି ଭାରତୀୟ ଅଲିମ୍ପିକ୍‌ସ ସଂଘ … Read More

ଭାରତ-ପାକିସ୍ତାନ ମ୍ୟାଚ୍‌ରେ ଏଲିଙ୍ଗୱର୍ଥ, ରୁଚିରା ଅମ୍ପାୟାର

ମୁମ୍ବାଇ: ଏସିଆ କପ୍‌ କ୍ରିକେଟ୍‌ ଟୁର୍ଣ୍ଣାମେଣ୍ଟରେ ଆସନ୍ତା ସେପ୍ଟେମ୍ବର ୨ରେ ଭାରତ ଓ ପାକିସ୍ତାନ ମଧ୍ୟରେ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌କୁ ଅମ୍ପାୟାର ଭାବେ ଇଂଲଣ୍ଡର ରିଚାର୍ଡ ଏଲିଙ୍ଗୱର୍ଥ ଓ ଶ୍ରୀଲଙ୍କାର ରୁଚିରା ପାଲିୟାଗୁରୁ ପରିଚାଳନା କରିବେ। ଅଷ୍ଟ୍ରେଲିଆର ପୂର୍ବତନ … Read More

ଏସିଆ କପ୍ ପାଇଁ ସ୍କ୍ୱାଡ ଘୋଷଣା

ମୁମ୍ବାଇ : ଏସିଆ କପ୍ କ୍ରିକେଟ୍ ପାଇଁ ସ୍କ୍ୱାର୍ଡ ଘୋଷଣା କଲା ବିସିସିଆଇ। ଆଜି 17 ଜଣିଆ ଦଳ ଘୋଷଣା କରିଛି ଭାରତୀୟ କ୍ରିକେଟ୍ ବୋର୍ଡ। ରୋହିତ ଶର୍ମାଙ୍କ ନେତୃତ୍ୱରେ କପ୍ ଖେଳିବ ଦଳ। ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଉପ-ଅଧିନାୟକ ଭାବେ ରଖାଯାଇଛି। 17 … Read More

ଡୋପ୍ ଟେଷ୍ଟରେ ବିଫଳ ହୋଇ ୪ ବର୍ଷ ପାଇଁ ବାସନ୍ଦ ହେଲେ ଦୂତି ଚାନ୍ଦ

ଭୁବନେଶ୍ଵର: ଅଲିମ୍ପିଆନ ଦୂତି ଚାନ୍ଦଙ୍କୁ ଲାଗିଛି ଶକ୍ତ ଧକ୍କା । ଡୋପ ଟେଷ୍ଟ ମାମଲାରେ ବିଫଳ ହୋଇ ଶେଷରେ ସେ ୪ ବର୍ଷ ବାସନ୍ଦ ହୋଇଛନ୍ତି । ଦଣ୍ଡାଦେଶ ଚଳିତ ବର୍ଷ ଜାନୁଆରୀ ୩ତାରିଖରୁ ଲାଗୁ ହୋଇଛି । ତେଣୁ ସେ … Read More