‘୪ନମ୍ବର ସ୍ଥାନ ବହୁଦିନର ସମସ୍ୟା’: ଭାରତ ଜର୍ସିରେ ପାକିସ୍ତାନ!

ନୂଆଦିଲ୍ଲୀ: ବିଶ୍ବକପ୍‌ ପୂର୍ବରୁ ଭାରତ ଗୁରୁତର ସମସ୍ୟାରେ ପଡ଼ିବା ଆଶଙ୍କା ଦେଖାଦେଇଛି। ଯୁବରାଜ ସିଂହଙ୍କ ଅବସର ପରଠୁ ୪ ନମ୍ବର ସ୍ଥାନରେ କେହି ଯୋଗ୍ୟ ହୋଇପାରୁନାହାନ୍ତି। ଏହି ସ୍ଥାନ ପାଇଁ ଅନେକ ପରୀକ୍ଷାନିରୀକ୍ଷା କରାଯାଇଛି, ହେଲେ ପୂର୍ଣ୍ଣ ଫଳାଫଳ କାହାଠୁ ଆସିପାରୁନଥିବାରୁ … Read More

ଏସୀୟ ଚାମ୍ପିଅନ୍ସ ଟ୍ରଫି ହକି : ମାଲେସିଆକୁ ହରାଇ ଭାରତ ଶୀର୍ଷରେ

ଚେନ୍ନାଇ: ଚଳିତ ଏସୀୟ ଚାମ୍ପିଅନ୍ସ ଟ୍ରଫି ହକି ପ୍ରତିଯୋଗିତାର ପଏଣ୍ଟ ଟେବୁଲର ଶୀର୍ଷରେ ଥିବା ମାଲେସିଆକୁ ଗାଦିଚ୍ୟୁତ କରିଛି ଆୟୋଜକ ଭାରତ। ରବିବାର ମ୍ୟାଚ୍‌ରେ ଭାରତ ୫-୦ ଗୋଲ୍‌ରେ ମାଲେସିଆକୁ ହରାଇ ଦେଇଛି। ଫଳରେ ଭାରତ ୩ ମ୍ୟାଚ୍‌ରୁ ୨ ବିଜୟ … Read More

ବିଶ୍ବ ତୀରନ୍ଦାଜି: ଇତିହାସ ରଚିଲା ଭାରତ, ସ୍ବର୍ଣ୍ଣ ଜିତିବାରେ ଅଦିତି ସର୍ବକନିଷ୍ଠ, ଜ୍ୟୋତିଙ୍କୁ କାଂସ୍ୟ, ଓଜାସଙ୍କୁ ପୁରୁଷ ମୁକୁଟ

ବର୍ଲିନ: ଏଠାରେ ଚାଲିଥିବା ବିଶ୍ବ ତୀରନ୍ଦାଜି ପ୍ରତିଯୋଗିତାରେ ଶନିବାର ଭାରତ ଇତିହାସ ରଚିଛି। ଉଭୟ ପୁରୁଷ ଓ ମହିଳା କମ୍ପାଉଣ୍ଡ ବ୍ୟକ୍ତିଗତରୁ ଭାରତକୁ ୨ ସ୍ବର୍ଣ୍ଣ ସହ ଗୋଟିଏ କାଂସ୍ୟ ଆସିଛି। ଭାରତର ଅଦିତି ଗୋପୀଚାନ୍ଦ ସ୍ବାମୀ ଓ ଜ୍ୟୋତି ସୁରେଖା … Read More

ଚେସ୍ ପ୍ରତିଯୋଗିତାରେ କିମ୍ବଦନ୍ତୀ କ୍ରୀଡ଼ାବିତ୍ ବିଶ୍ୱନାଥ ଆନନ୍ଦଙ୍କ ରେକର୍ଡ ଭାଙ୍ଗିଲେ ଡି ଗୁକେଶ

ଚେସ୍ ପ୍ରତିଯୋଗିତାରେ କିମ୍ବଦନ୍ତୀ କ୍ରୀଡ଼ାବିତ୍ ବିଶ୍ୱନାଥ ଆନନ୍ଦଙ୍କ ରେକର୍ଡ ଭାଙ୍ଗିଲେ ଡି ଗୁକେଶ। କିଶୋର ଗ୍ରାଣ୍ଡମାଷ୍ଟର ଡି ଗୁକେଶ ଗୁରୁବାର ବାକୁରେ ଚାଲିଥିବା ଚେସ୍ ବିଶ୍ୱକପ୍‌ ଚାମ୍ପିଅନସିପର ଦ୍ୱିତୀୟ ରାଉଣ୍ଡରେ ସ୍ଥାନୀୟ ପ୍ରତିଯୋଗୀ ମିସ୍ରାଦ୍ଦିନ ଇସ୍କାଣ୍ଡ୍ରୋଭଙ୍କୁ ପରାସ୍ତ କରିଛନ୍ତି। ଏହି ସଫଳତା … Read More

କ୍ରିକେଟ୍ ବିଶ୍ବକପ୍‌ ସେମିଫାଇନାଲ୍ : ୱାଙ୍ଖଡେରେ ଟିକେଟ୍‌ ମୂଲ୍ୟ ୪୫ ହଜାର !

ମୁମ୍ବାଇ: ଭାରତରେ ଅକ୍ଟୋବର ଓ ନଭେମ୍ବରରେ ଖେଳାଯିବ ଏକଦିବସୀୟ ବିଶ୍ବକପ୍‌। ଏହି ବିଶ୍ବକପ୍‌ର ଗୋଟିଏ ସେମିଫାଇନାଲ୍‌ (ନଭେମ୍ବର ୧୫) ସହ ୫ ମ୍ୟାଚ୍‌ ମୁମ୍ବାଇର ୱାଙ୍ଖଡେ ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚ୍‌ଗୁଡ଼ିକର ଟିକେଟ୍‌ ମୂଲ୍ୟ ନିର୍ଦ୍ଧାରଣ ମଙ୍ଗଳବାର ମୁମ୍ବାଇ କ୍ରିକେଟ୍‌ ସଂଘ … Read More

ବିଶ୍ବକପ୍ : ଅକ୍ଟୋବର ୧୪ରେ ଭାରତ ବିପକ୍ଷରେ ଖେଳିବାକୁ ରାଜି ହେଲା ପାକିସ୍ତାନ

ନୂଆଦିଲ୍ଲୀ : ଅକ୍ଟୋବର ୫ରୁ ଆରମ୍ଭ ହେବ ବିଶ୍ୱକପ୍ ୨୦୨୩ । ଏହାର ସମସ୍ତ ମ୍ୟାଚ୍ ଭାରତରେ ଖେଳାଯିବ। ଏହି ଟୁର୍ଣ୍ଣାମେଣ୍ଟରେ ଅକ୍ଟୋବର ୧୫ରେ ଭାରତ ଓ ପାକିସ୍ତାନ ଦଳ ମୁହାଁମୁହିଁ ହେବାର ଥିଲା। କିନ୍ତୁ ସୁରକ୍ଷା ଏଜେନ୍ସି ଏହି ତାରିଖକୁ … Read More

୨୦୨୩ ଦିନିକିଆ ବିଶ୍ୱକପ୍‌ : ସମସ୍ତ ଷ୍ଟାଡିୟମ୍‌ର ଅନୁଧ୍ୟାନ ପାଇଁ ଭାରତରେ ଆଇସିସି ଦଳ

ନୂଆଦିଲ୍ଲୀ: ଭାରତରେ ଅକ୍ଟୋବର ୫ରୁ ନଭେମ୍ବର ୧୯ ପର୍ଯ୍ୟନ୍ତ ଦିନିକିଆ ବିଶ୍ବକପ୍‌ ଆୟୋଜନ ହେବ। ଏହି ବିଶ୍ବକପ୍‌ର ସମସ୍ତ ମ୍ୟାଚ୍‌ ୧୦ଟି ସହରରେ ଖେଳାଯିବ। ଏହି ୧୦ଟି ସହର ହେଲା- ଅହମ୍ମଦାବାଦ, ବେଙ୍ଗାଲୁରୁ, ଚେନ୍ନଇ, ଦିଲ୍ଲୀ, ଧର୍ମଶାଳା, ହାଇଦରାବାଦ, କଲକାତା, ଲକ୍ଷ୍ନୌ, … Read More

ଏସୀୟ ଯୁବ ଭାରୋତ୍ତୋଳନ: ଜ୍ୟୋତ୍ସ୍ନାଙ୍କୁ କାଂସ୍ୟ

ଭୁବନେଶ୍ବର: ଉତ୍ତରପ୍ରଦେଶ‌ର ଗ୍ରେଟର୍‌ ନୋଏଡ଼ାରେ ଚାଲିଥିବା ଏସୀୟ ଯୁବ ଭାରୋତ୍ତୋଳନ ପ୍ରତିଯୋଗିତାରେ କାଂସ୍ୟ ପଦକ ଜିତିଛନ୍ତି ଓଡ଼ିଆ ଝିଅ ଜ୍ୟୋତ୍ସ୍ନା ସବର। ୪୦ କିଲୋଗ୍ରାମ ଓଜନ୍ ବର୍ଗରେ ଜ୍ୟୋତ୍ସ୍ନା ସ୍ନାଚ୍‌ରେ ୫୫ କିଲୋଗ୍ରାମ, କ୍ଲିନ୍ ଆଣ୍ଡ୍ ଜର୍କରେ ୬୪ କିଲୋଗ୍ରାମ ସହ … Read More

ଇତିହାସ ରଚିଲେ ପାକିସ୍ତାନୀ କ୍ରିକେଟର ସାଉଦ୍ ସକିଲ୍

କଲମ୍ବୋ : ଶ୍ରୀଲଙ୍କା ଓ ପାକିସ୍ତାନ ମଧ୍ୟରେ କଲମ୍ବୋରେ ଖେଳାଯାଉଥିବା ଦ୍ବିତୀୟ ଟେଷ୍ଟରେ ଅର୍ଦ୍ଧଶତକ ହାସଲ କରି ଇତିହାସ ରଚିଛନ୍ତି ପାକିସ୍ତାନୀ ବ୍ୟାଟ୍ସମ୍ୟାନ ସାଉଦ୍ ସକିଲ । ସକିଲ ଟେଷ୍ଟ କ୍ରିକେଟ ଇତିହାସରେ ପ୍ରଥମ ୭ ଟି ଟେଷ୍ଟରେ ଅର୍ଦ୍ଧଶତକ ହାସଲ … Read More

ହର୍ମନପ୍ରୀତ୍‌ ଏସିଆଡ୍‌ର ପ୍ରଥମ ଦୁଇ ମ୍ୟାଚ୍‌ ଖେଳିବା ନେଇ ଆଶଙ୍କା

ମୁମ୍ବାଇ : ଭାରତୀୟ ମହିଳା ଦଳର ଅଧିନାୟିକା ହର୍ମନପ୍ରୀତ୍‌ କୌର ଏସୀୟ କ୍ରୀଡ଼ାର ପ୍ରଥମ ଦୁଇ ମ୍ୟାଚ୍‌ରେ ଖେଳିବାରୁ ବଞ୍ଚିତ ହୋଇପାରନ୍ତି। ନିକଟରେ ବାଂଲାଦେଶ ବିପକ୍ଷ ତୃତୀୟ ଦିନିକିଆ ମ୍ୟାଚ୍‌ ସମୟରେ ୱିକେଟ୍‌କୁ ବ୍ୟାଟ୍‌ରେ ମାରି ଭାଙ୍ଗିବା ଏବଂ ଅମ୍ପାୟାରଙ୍କ ବିରୋଧରେ … Read More