ଭାରତରେ ପ୍ରଥମଥର ହେବ କଣ୍ଟିନେଣ୍ଟାଲ ଟୁର୍, ବିଶ୍ବ ଆଥଲେଟିକ୍ସ ଚାମ୍ପିଅନସିପ୍ ଲାଗି ଯୋଗ୍ୟତା ଲକ୍ଷ୍ୟ

ଭୁବନେଶ୍ବର: ଭୁବନେଶ୍ବରରେ ଚାଲିଥିବା ୱାର୍ଲଡ ଆଥଲେଟିକ୍ସ କଣ୍ଟିନେଣ୍ଟାଲ୍ ଟୁର୍ ବ୍ରୋଞ୍ଜ ଇଭେଣ୍ଟରେ ଚମକିଲେ ଓଡିଆ ଆଥଲେଟ। ୧୦୦ ମିଟର ପୁରୁଷ ବର୍ଗ ଫାଇନାଲ୍ କୁ ଗଲେ ଲାଲୁ ଭୋଇ। ୨୦୦ ମିଟର ପୁରୁଷ ବର୍ଗ ଫାଇନାଲକୁ ଉନ୍ନୀତ ହୋଇଛନ୍ତି ଅନିମେଶ୍ କୁଜୁର୍। … Read More

୫ମ ଟେଷ୍ଟ : ଇଂଲଣ୍ଡକୁ ୬ ରନରେ ହରାଇଲା ଭାରତ, ସିରିଜ ଡ୍ର

ଓଭାଲରେ ଖେଳାଯାଉଥିବା ଅନ୍ତିମ ଟେଷ୍ଟରେ ବିଜୟୀ ହୋଇଛି ଭାରତ। ଘରୋଇ ଦଳକୁ ଟିମ ଇଣ୍ଡିଆ ୬ ରନରେ ପରାଜିତ କରିଛି। ରୋମାଞ୍ଚଭରା ଏହି ମ୍ୟାଚର ଅନ୍ତିମ ଦିବସରେ ଭାରତକୁ ବିଜୟ ପାଇଁ ୪ ଉଇକେଟ ଆବଶ୍ୟକ ଥିବାବେଳେ ଇଂଲଣ୍ଡକୁ ୩୫ ରନ … Read More

ଦିବ୍ୟା ଦେଶମୁଖ ବିଶ୍ଵ ଚେସ୍‌ ଚମ୍ପିଆନ

ନୂଆଦିଲ୍ଲୀ: ଭାରତୀୟ ଚେସ୍ ପାଇଁ ଐତିହାସିକ ସଫଳତା । ୧୯ ବର୍ଷୀୟା ଦିବ୍ୟା ଦେଶମୁଖ ଫିଡେ୍ ମହିଳା ବିଶ୍ୱକପ ଚାମ୍ପିଅନ ହୋଇଛନ୍ତି । ଜର୍ଜିଆର ବାଟୁମିରେ ସୋମବାର ସେ ଫାଇନାଲ୍ ଜିତିଛନ୍ତି । ରାପିଡ୍ ଟାଇ୍ ବ୍ରେକରରେ ସେ ଭାରତର ଏକ … Read More

ଲିଡ୍‌ସ ଟେଷ୍ଟ: ଭାରତ ୪୭୧ରେ ଅଲଆଉଟ୍‌

ନୂଆଦିଲ୍ଲୀ : ଲିଡ୍ସ ଟେଷ୍ଟରେ ଭାରତ ୪୭୧ ରନରେ ଅଲଆଉଟ୍‌ ହୋଇଯାଇଛି। ଇଂଲଣ୍ଡ ଗସ୍ତରେ ଥିବା ଭାରତୀୟ ଦଳ ଘରୋଇ ଦଳ ବିରୋଧରେ ପ୍ରଥମ ଇନିଂସର ଭଲ ପ୍ରଦର୍ଶନ କରିଛି। ଯଶସ୍ଵୀ ଜୟସଓ୍ବାଲ, ଶୁବମନ ଗିଲ ଏବଂ ରୁଷଭ ପନ୍ତଙ୍କ ୩ଟି … Read More

ଦିନିକିଆ କ୍ରିକେଟରୁ ଅବସର ଘୋଷଣା କଲେ ଗ୍ଲେନ୍ ମାକ୍ସୱେଲ

ନୂଆଦିଲ୍ଲୀ: ଦିନିକିଆ କ୍ରିକେଟରୁ ଅବସର ନେଲେ ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ୍ ଗ୍ଲେନ୍ ମ୍ୟାକ୍ସୱେଲ୍। ହଠାତ୍ ଏହି ଷ୍ଟାର କ୍ରିକେଟର ଅବସର ଘୋଷଣା କରି ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛନ୍ତି। ଦିନିକିଆରୁ ଅବସର ନେଇଥିଲେ ବି ମ୍ୟାକ୍ସୱେଲ୍ ଟି-୨୦ କ୍ରିକେଟ୍ ଖେଳିବା ଜାରି ରଖିବେ। … Read More

ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଟିମ୍‌ ; ଶୁବମନ୍‌ ଗିଲ୍‌ ନୂଆ ଟେଷ୍ଟ ଟିମ୍‌ ଅଧିନାୟକ

ନୂଆଦିଲ୍ଲୀ : ଇଂଲଣ୍ଡ ଗସ୍ତ ପାଇଁ ମେ’ ୨୪ ଅର୍ଥାତ୍‌ ଶନିବାର ଘୋଷଣା ହୋଇଛି ଭାରତୀୟ ଟିମ୍‌ । ଦଳ ଘୋଷଣା ପୂର୍ବରୁ ବିସିସିଆଇର ଅଧିକାରୀଙ୍କ ଏକ ବୈଠକ କରାଯାଇଛି । ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। … Read More

ଆଇପିଏଲ ଏକ ସପ୍ତାହ ଲାଗି ସ୍ଥଗିତ

ନୂଆଦିଲ୍ଲୀ : ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧ ଭଳି ପରିସ୍ଥିତି ସୃଷ୍ଟି ହୋଇଛି । ଏଭଳି ସ୍ଥିତିରେ ଦେଶରେ ଚାଲିଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌ କୁ ୧ ସପ୍ତାହ ଲାଗି ସ୍ଥଗିତ ରଖିଛି ବିସିସିଆଇ | ବିସିସିଆଇ ପକ୍ଷରୁ କୁହାଯାଇଛି … Read More

ତିନିବର୍ଷ ପାଇଁ ବାସନ୍ଦ ହେଲେ ଏସ୍ ଶ୍ରୀସନ୍ଥ

ନୂଆଦିଲ୍ଲୀ: ପୂର୍ବତନ ଭାରତୀୟ କ୍ରିକେଟର ଏସ୍ ଶ୍ରୀସନ୍ଥଙ୍କୁ ୩ ବର୍ଷ ପାଇଁ କ୍ରିକେଟ୍ ଆସୋସିଏସନ୍ ବାସନ୍ଦ କରିଛି। ଏହି ମାମଲା ସଞ୍ଜୁ ସାମସନଙ୍କୁ ଚାମ୍ପିଅନ୍ସ ଟ୍ରଫି ୨୦୨୫ ପାଇଁ ଭାରତୀୟ ଦଳରେ ସାମିଲ ନ କରାଯିବା ସହିତ ଜଡିତ ରହିଛି। କେରଳ … Read More

୧୨୮ ବର୍ଷ ପରେ ଅଲିମ୍ପିକ୍ସରେ କ୍ରିକେଟ: ୬ ଦଳ ଖେଳିବେ

ନୂଆଦିଲ୍ଲୀ: ତିନି ବର୍ଷ ପରେ ହେବାକୁଥିବା ୨୦୨୮ ଲସ୍ ଏଞ୍ଜେଲସ୍ ଅଲିମ୍ପିକ୍ସରେ କ୍ରିକେଟ୍ ଫେରିବାକୁ ଯାଉଛି। ଏବେ କିଛି ନୂତନ ନିୟମ ମଧ୍ୟ ଆସିଛି। କେବଳ ୬ଟି ଦଳ ଅଲିମ୍ପିକ୍ସରେ ଅଂଶଗ୍ରହଣ କରିପାରିବେ। ୨୦୨୮ ଲସ୍ ଆଞ୍ଜେଲସ୍ ଅଲିମ୍ପିକ୍ସ ବହୁତ ସ୍ୱତନ୍ତ୍ର … Read More

ଆଜିଠୁ ଅଲ ଇଣ୍ଡିଆ ପୋଲିସ ହକି ଚାମ୍ପିୟନସିପ, ଉଦଘାଟନ କଲେ ପୋଲିସ ଡିଜି ୱାଇବି ଖୁରାନିଆ

ଭୁବନେଶ୍ୱର :  ଆଜିଠୁ ଅଲ ଇଣ୍ଡିଆ ପୋଲିସ ହକି ଚାମ୍ପିୟନସିପ୍ ।  ୭୩ ତମ ଅଲ ଇଣ୍ଡିଆ ପୋଲିସ ହକି ଚାମ୍ପିୟନସିପକୁ ଉଦଘାଟିତ କଲେ ପୋଲିସ ଡିଜି ୱାଇବି ଖୁରାନିଆ ।  ଏପ୍ରିଲ ୧୫ ଯାଏଁ କଳିଙ୍ଗ ଷ୍ଟାଡିୟମରେ ଖେଳାଯିବ ମ୍ୟାଚ୍ । … Read More