ଆଇପିଏଲ ୨୦୨୫ ପୂର୍ବରୁ ନିୟମରେ ପରିବର୍ତ୍ତନ କଲା ବିସିସିଆଇ

ମାର୍ଚ୍ଚ ୨୨ରୁ ଆରମ୍ଭ ହେବାକୁ ଥିବା ଆଇପିଏଲ ୨୦୨୫ ପୂର୍ବରୁ ବିସିସିଆଇ କେତେକ ପରିବର୍ତ୍ତନ କରିଛି। ଗୁରୁବାର ମୁମ୍ବାଇରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରି-ସିଜନ ବୈଠକରେ ସମସ୍ତ ୧୦ ଅଧିନାୟକ ଏବଂ ଟିମ୍ ମ୍ୟାନେଜରଙ୍କୁ ଭେଟି କ୍ରିକେଟ୍ ବଲରେ ଲାଳ ବ୍ୟବହାରକୁ ପ୍ରତ୍ୟାହାର … Read More

ଚାମ୍ପିଅନ୍ସ ଟ୍ରଫିର ଆୟୋଜନ କରି ୮୫୫କୋଟିର କ୍ଷତି ସହିଲା ପିସିବି

ନୂଆଦିଲ୍ଲୀ: ଆୟୋଜକ ହୋଇ କ୍ଷତି ସହିଲା ପାକିସ୍ତାନ। ଲାଭ ଆଶା ରଖି ସହିଲା କ୍ଷତି। ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି) ବହୁତ ଆଶା ଏବଂ ବଡ଼ ସ୍ୱପ୍ନ ସହିତ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଆୟୋଜନ କରିଥିଲା। କିନ୍ତୁ ଏହି ମେଗା ଟୁର୍ଣ୍ଣାମେଣ୍ଟ ପାଇଁଦେଶ … Read More

ଆଗାମୀ ୮ ବର୍ଷ ପର୍ଯ୍ୟନ୍ତ ଭାରତର ଆଧିପତ୍ୟ ରହିବ: କୋହଲି

ନୂଆଦିଲ୍ଲୀ: ବିଶ୍ବ କ୍ରିକେଟ୍‌ରେ ଆଗାମୀ ୮ ବର୍ଷ ପର୍ଯ୍ୟନ୍ତ ଭାରତୀୟ କ୍ରିକେଟ ଦଳ ଆଧିପତ୍ୟ ଜାହିର କରିବ ବୋଲି ଆଶାବ୍ୟକ୍ତ କରିଛନ୍ତି ବରିଷ୍ଠ ବ୍ୟାଟସମ୍ୟାନ ବିରାଟ କୋହଲି। ଦୁବାଇରେ ନ୍ୟୁଜିଲାଣ୍ଡକୁ ଫାଇନାଲରେ ହରାଇ ଚମ୍ପିଆନ୍‌ସ ଟ୍ରଫି ଜିତିଥିଲା ଭାରତ। ଭାରତୀୟ ଦଳର … Read More

ଚମ୍ପିଆନ୍ସ ଟ୍ରଫିର ଚମ୍ପିଆନ୍ ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

ଦୁବାଇ: ଚମ୍ପିଆନ୍ସ ଟ୍ରଫିର ଫାଇନାଲ ମ୍ୟାଚ୍‌ରେ ଟିମ୍ ଇଣ୍ଡିଆ ନ୍ୟୁଜିଲାଣ୍ଡକୁ ୪ୱିକେଟ୍‌ରେ ପରାସ୍ତ କରିଛି। ଟିମ୍ ଇଣ୍ଡିଆ ୪୯ ଓଭରରେ ୬ ୱିକେଟ ହରାଇ ଧାର୍ଯ୍ୟ ୨୫୨ ରନ୍ ବିଜୟ ଲକ୍ଷ୍ୟର ପିଛା କରି ୨୫୪ ରନ୍ ସଂଗ୍ରହ କରି ବିଜୟୀ … Read More

୧୨ ବର୍ଷ ପରେ ଆଇସିସି ଟ୍ରଫି ଚାମ୍ପିଅନ ହେଲା ଭାରତ

ପର ସଣ୍ଡେରେ ସୁପର ସୋ’। ଦୁବାଇ ଇଣ୍ଟର ନ୍ୟାସନାଲ ଷ୍ଟାଡିୟମରେ ହାଇଭୋଲଟେଜ୍ ମ୍ୟାଚରେ ବିଜୟ ହାସଲକରି ନ୍ୟୁଜିଲ୍ୟାଣ୍ଡକୁ ଧୂଳି ଚଟାଇଲା ଭାରତ। ଆଜିର ଏହି ଫାଇନାଲ ମ୍ୟାଚ୍‌ରେ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲା ନ୍ୟୁଜିଲାଣ୍ଡ । କିନ୍ତୁ ଭାରତୀୟ ସ୍ପିନର … Read More

ଚମ୍ପିଆନ୍ସ ଟ୍ରଫି ଫାଇନାଲ ଲଢେଇ: ଦିନିକିଆରେ ଲଗାତର ୧୫ତମ ଟସ୍‌ ହାରିଲା ଭାରତ

ଦୁବଇ: ଆଇସିସି ଚମ୍ପିଆନ୍ସ ଟ୍ରଫିରେ ଆଜି ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ ଲଢେଇ। ଦୁବଇରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଟସ୍ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଛି ନ୍ୟୁଜିଲାଣ୍ଡ। ଫାଇନାଲ ମୁକାବିଲାରେ ନ୍ୟୁଜିଲାଣ୍ଡର କ୍ୟାପ୍ଟେନ ମିଚେଲ ସେଣ୍ଟନର ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି … Read More

ଅଷ୍ଟ୍ରେଲିଆକୁ ୪ ଓ୍ବିକେଟରେ ହରାଇ ଚାମ୍ପିଅନ୍ସ ଟ୍ରଫି ଫାଇନାଲ୍‌ରେ ଭାରତ

ଦୁବାଇ: ଚେଜ୍ ମାଷ୍ଟର ବିରାଟ କୋହଲିଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ବଳରେ ଚାମ୍ପିଅନ୍ସ ଟ୍ରଫି ୨୦୨୫ର ପ୍ରଥମ ସେମି ଫାଇନାଲ୍‌ରେ ଅଷ୍ଟ୍ରେଲିଆକୁ ହରାଇଛି ଭାରତ। ବିଜୟ ସହ ଭାରତ ଫାଇନାଲ୍‌ରେ ପହଞ୍ଚିବା ସହ ୨୦୨୩ ଦିନିକିଆ ବିଶ୍ଵକପ୍ ଫାଇନାଲ୍ ପରାଜୟର ମଧୁର ପ୍ରତିଶୋଧ ନେଇଛି। … Read More

ନ୍ୟୁଜିଲାଣ୍ଡକୁ ୪୪ ରନରେ ହରାଇଲା ଭାରତ

ନୂଆଦିଲ୍ଲୀ: ଶେଷ ଲିଗ୍ ମ୍ୟାଚ୍ ତଥା ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ଅନୁଷ୍ଠିତ ମ୍ୟାଚରେ ୪୪ ରନରେ ଜିତିଲା ଭାରତ। ୨୫୦ ରନ୍‌ର ଟାର୍ଗେଟ୍‌ ପିଛା କରି ୪୫.୩ ଓଭରରେ ସମସ୍ତ ଓ୍ୱିକେଟ୍‌ ହରାଇ ୨୦୫ ରନ୍‌ କରିପାରିଛି ନ୍ୟୁଜିଲାଣ୍ଡ। ଚାମ୍ପିଅନ୍ସ ଟ୍ରଫି ୨୦୨୫ର … Read More

ସୁଟଆଉଟରେ ନେଦରଲ୍ୟାଣ୍ଡକୁ ପରାସ୍ତ କଲା ଭାରତ

ଭୁବନେଶ୍ୱର: ମଙ୍ଗଳବାର ଦିନ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ଏଫଆଇଏଚ୍ ହକି ପ୍ରୋ ଲିଗ୍ (ମହିଳା) ଖେଳରେ ୨-୨ ଗୋଲରେ ଏକ ରୋମାଞ୍ଚକର ଡ୍ର ପରେ, ଭାରତ ନେଦରଲ୍ୟାଣ୍ଡକୁ ସୁଟଆଉଟରେ ୨-୧ ଗୋଲରେ ପରାସ୍ତ କରି ବୋନସ୍ ପଏଣ୍ଟ ହାସଲ କରିଛି। … Read More

ପାକିସ୍ତାନକୁ ୬ ୱିକେଟରେ ହରାଇଲା ଭାରତ

ଦୁବାଇ : ମିନି ବିଶ୍ୱକପ୍‌ କୁହାଯାଉଥିବା ଚାମ୍ପିଅନ୍ସ ଟ୍ରଫିର ସବୁଠୁ ବଡ଼ ତଥା ହାଇଭୋଲଟେଜ ମ୍ୟାଚ୍‌ରେ ଦମ୍‌ଦାର ବିଜୟ ହାସଲ କରିଛି ଭାରତ। ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯାଉଥିବା ଚାମ୍ପିଅନ୍ସ ଟ୍ରଫିର ସବୁଠୁ ବଡ଼ ତଥା ହାଇଭୋଲଟେଜ ଭାରତ ଓ … Read More