ଚମ୍ପିଆନ୍ସ ଟ୍ରଫି: ଖେଳାଳିଙ୍କ ସହ ଯିବେନାହିଁ ପରିବାର ସଦସ୍ୟ

ନୂଆଦିଲ୍ଲୀ: ୧୫ରେ ଭାରତୀୟ କ୍ରିକେଟ୍‌ ଦଳ ଚମ୍ପିଆନ୍‌ସ ଟ୍ରଫି ଖେଳିବାକୁ ଦୁବାଇ ଯାତ୍ରାକରିବ। ଏହି ଟୁର୍ଣ୍ଣାମେଣ୍ଟରୁ ବିସିସିଆଇର ନୂତନ ଯାତ୍ରା ନୀତି ଲାଗୁହେବ। ଏହା ଅନୁସାରେ, ଭାରତୀୟ ଖେଳାଳିଙ୍କ ସହ ତାଙ୍କର କୌଣସି ପରିବାର ସଦସ୍ୟ ଯାଇପାରିବେ ନାହିଁ। ଭାରତ ତା’ର … Read More

୩ୟ ଦିନିକିଆରେ ଭାରତର ଦମ୍‌ଦାର ପ୍ରଦର୍ଶନ: ୧୪୨ରନ୍‌ରେ ହାରିଲା ଇଂଲଣ୍ଡ

ଅହମଦାବାଦ: ଚାମ୍ପିଅନ୍ସ ଟ୍ରଫି ପୂର୍ବରୁ ଭାରତ ଓ ଇଂଲଣ୍ଡ ମଧ୍ୟରେ ତିନି ମ୍ୟାଚ୍ ବିଶିଷ୍ଟ ଦିନିକିଆ ଶୃଙ୍ଖଳାର ଅନ୍ତିମ ମୁକାବିଲାରେ ଭାରତ ଦମଦାର ପ୍ରଦର୍ଶନ କରିଛି। ଅହମଦାବାଦ୍‌ସ୍ଥିତ ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଖେଳା ଯାଇଥିବା ଏହି ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଓ … Read More

ଓଡ଼ିଶା ଟୁର୍ ରେ ଆସିବ ଆଇପିଏଲ ଟ୍ରଫି

ଭୁବନେଶ୍ୱର : ଓଡ଼ିଶା ଟୁର୍ ରେ ଆସିବାକୁ ଯାଉଛି ଟାଟା ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ) ଟ୍ରଫି । ଆଇପିଏଲ ମ୍ୟାଚ୍ ଅନୁଷ୍ଠିତ ହୋଇ ନ ଥିଲା ବେଳେ ଏବେ ଏହାର ଟ୍ରଫି ଆସିବାକୁ ଯାଉଛି । ଆଇପିଏଲ ୨୦୨୪ରେ ଏକ … Read More

FIH ପ୍ରୋ ଲିଗ୍: ମ୍ୟାଚ୍ ପାଇଁ ଭୁବନେଶ୍ୱରରେ ପହଞ୍ଚିଲେ ସ୍ପେନର ଉଭୟ ପୁରୁଷ ଓ ମହିଳା ଦଳ

ଭୁବନେଶ୍ବର: ଏଫଆଇଏଚ୍ ପ୍ରୋ ଲିଗ୍ ୨୦୨୪-୨୫ ପାଇଁ ଅତିଥି ଦଳମାନେ ଭୁବନେଶ୍ବର ପହଞ୍ଚୁଛନ୍ତି । ଆଜି (ସୋମବାର)  ସ୍ପେନର ଉଭୟ ପୁରୁଷ ଏବଂ ମହିଳା ଦଳ ଓଡ଼ିଶାର ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି । ଏଫଆଇଏଚ୍ ପ୍ରୋ ଲିଗ୍ … Read More

ଭୁବନେଶ୍ବର ଛାଡ଼ିଲେ ଭାରତ-ଇଂଲଣ୍ଡ ଟିମ୍‌; ୧୨ରେ ଅହମ୍ମଦାବାଦରେ ଖେଳିବେ ଶେଷ ମ୍ୟାଚ୍‌

ଭୁବନେଶ୍ବର ଛାଡ଼ିଲେ ଭାରତ ଓ ଇଂଲଣ୍ଡ ଟିମ୍‌ । ଭୁବନେଶ୍ବର ବିମାନବନ୍ଦରରେ ଭାରତ ଓ ଇଂଲଣ୍ଡ ଟିମ୍‌ । ହୋଟେଲ୍‌ରୁ କଡ଼ା ସୁରକ୍ଷା ମଧ୍ୟରେ ଯାଇ ପହଞ୍ଚିଲେ । ଭୁବନେଶ୍ବରରୁ ସିଧା ଅହମ୍ମଦାବାଦ ଗଲେ ଦୁଇ ଟିମ୍‌ । ୧୨ରେ ଅହମ୍ମଦାବାଦରେ … Read More

ବାରବାଟୀରେ ମ୍ୟାଚ୍‌ ସହ ସିରିଜ୍‌ ଜିତିଲା ଭାରତ

କଟକ : ଭାରତ ଇଂଲଣ୍ଡକୁ ଦ୍ବିତୀୟ ଦିନିକିଆରେ ୪ ଓ୍ବିକେଟରେ ହରାଇଛି । ଏହା ସହିତ ଟିମ୍ ୩ ମ୍ୟାଚର ସିରିଜରେ ୨-୦ରେ ଆଗୁଆ ରହିଛି ।  ଭାରତ ଓ ଇଂଲଣ୍ଡ ମଧ୍ୟରେ ରବିବାର ଐତିହାସିକ ବାରବାଟୀ ଷ୍ଟାଡିୟମରେ ତିନି ମ୍ୟାଚ୍ … Read More

ଏଫଆଇଏଚ୍ ପ୍ରୋ ଲିଗ୍: ଭୁବନେଶ୍ୱରରେ ପହଞ୍ଚିଲେ ଇଂଲଣ୍ଡ ମହିଳା ହକି ଦଳ, ୧୫ରୁ ହକି ଫାଇଟ୍

ଭୁବନେଶ୍ବର: ଇଂଲଣ୍ଡ ମହିଳା ହକି ଦଳ ରବିବାର ଦିନ ଓଡ଼ିଶାର ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି । ଏଫଆଇଏଚ୍ ପ୍ରୋ ଲିଗ୍ ୨୦୨୪-୨୫ର ସମସ୍ତ ମ୍ୟାଚ୍ ରାଜଧାନୀ ଭୁବନେଶ୍ବର ସ୍ଥିତ କଳିଙ୍ଗ ହକି ଷ୍ଟାଡିୟମରେ ଆୟୋଜିତ ହେବ । … Read More

ଭୁବନେଶ୍ୱରରେ ପହଞ୍ଚିଲେ ଇଣ୍ଡିଆ-ଇଂଲଣ୍ଡ ଖେଳାଳି

ଭୁବନେଶ୍ବର: ଐତିହାସିକ ବାରବାଟୀ ଷ୍ଟାଡିୟମରେ ଦିନିକିଆ ମ୍ୟାଚ୍ ଖେଳିବା ପାଇଁ ଉଭୟ ଭାରତ ଓ ଇଂଲଣ୍ଡ ଟିମ୍ ଶୁକ୍ରବାର ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିଛନ୍ତି। ଉଭୟ ଦଳର ଖେଳାଳି ସ୍ବତନ୍ତ୍ର ବିମାନରେ ସ୍ଥାନୀୟ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅବତରଣ କରିବା ପରେ … Read More

ଅନାଉ ଅନାଉ ସରିଗଲା ୪ ହଜାର ଟିକେଟ୍, ୫ ଓ ୬ରେ ଅଫଲାଇନ ବିକ୍ରି

କଟକ: ଆସନ୍ତା ୯ ତାରିଖରେ ବାରବାଟୀ ରେ ହେବାକୁ ଥିବା ଭାରତ-ଇଂଲଣ୍ଡ ଏକ ଦିବସୀୟ ମ୍ୟାଚ ପାଇଁ ଅନଲାଇନରେ ବିକ୍ରି ହୋଇଛି ଚାରି ହଜାର ଟିକେଟ। ହେଲେ ଅନଲାଇନରେ ସର୍ଭର୍ ଡାଉନ୍ ରହିବାରୁ କିଛି ଲୋକ ଟିକେଟ କିଣିବାରୁ ବଞ୍ଚିତ ହୋଇଛନ୍ତି। କେବଳ … Read More

ଅଣ୍ଡର-୧୯ ମହିଳା ଟି-ଟ୍ବେଣ୍ଟି ବିଶ୍ବକପ୍‌ ଟ୍ରଫି ଜିତିଲା ଭାରତ

କୁଆଲାଲମ୍ପୁର: ସାତ ମାସ ମଧ୍ୟରେ ଭାରତ ଦ୍ୱିତୀୟ ବିଶ୍ୱକପ ଜିତିଛି। ଭାରତୀୟ ଅଣ୍ଡର -୧୯ ମହିଳା ଦଳ କ୍ରମାଗତ ଦ୍ୱିତୀୟ ଥର ପାଇଁ ଚାମ୍ପିଅନ ହୋଇ ଫାଇନାଲରେ ପ୍ରବେଶ କରି ଦକ୍ଷିଣ ଆଫ୍ରିକାକୁ ୯ ୱିକେଟରେ ପରାସ୍ତ କରି ଇତିହାସ ରଚିଛନ୍ତି। … Read More