ପାର୍ବଣରେ ବିଦ୍ୟୁତ ସୁରକ୍ଷା ନେଇ ସତର୍କତାମୂଳକ ନିର୍ଦ୍ଦେଶାବଳୀ ଜାରି କଲା ଟିପିଏସ୍ଓଡିଏଲ୍

ବ୍ରହ୍ମପୁର: ଆସୁଛି ପାର୍ବଣ ଋତୁ । ଏପଟେ ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍(ଟିପିଏସ୍ଓଡିଏଲ୍) ଦକ୍ଷିଣ ଓଡ଼ିଶାର ସମସ୍ତ ପୂଜା କମିଟି, ଆୟୋଜକ, ବ୍ୟବସାୟୀ, ଅଭିଭାବକ ଏବଂ ସାଧାରଣ ନାଗରିକଙ୍କୁ ପୂଜା ଓ ପାର୍ବଣ ସମୟରେ ବିଦ୍ୟୁତ ଶକ୍ତିର ସୁରକ୍ଷିତ ବ୍ୟବହାର … Read More

ୟୁଏଇ ନିବେଶକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଆହ୍ୱାନ, ନିବେଶ ପାଇଁ ଅଛି ସବୁ ସୁବିଧା

ଭୁବନେଶ୍ୱର  : ଓଡ଼ିଶାର ଶିଳ୍ପ ବିକାଶର ପରବର୍ତ୍ତୀ ପର୍ଯ୍ୟାୟରେ ୟୁଏଇ ନିବେଶକମାନଙ୍କୁ ସହଭାଗୀ ହେବା ପାଇଁ ଆହ୍ୱାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।  ଦୁବାଇରେ ଆୟୋଜିତ ଓଡିଶା ନିବେଶକ ସମ୍ମିଳନୀ-ୟୁଏଇ- ୨୦୨୬ ରେ ପ୍ରାୟ ୪୦୦ ଜଣ ବ୍ୟବସାୟୀ, ନିବେଶକ … Read More

୫ ଶିଶୁ ଓରାଙ୍ଗଉଟାନଙ୍କୁ ଫେରାଇ ନେବାକୁ ଇଣ୍ଡୋନେସିଆ ତତ୍ପର, ନିଷ୍ପତ୍ତି ହୋଇ ନଥିବା କହିଲେ ପିସିସିଏଫ

ଭୁବନେଶ୍ୱର : ବାଲେଶ୍ୱରରୁ ଉଦ୍ଧାର ୫ ଶିଶୁ ଓରାଙ୍ଗଉଟାନ୍ କୁ ଫେରାଇ ନେବାକୁ ଇଣ୍ଡୋନେସିଆ ତତ୍ପର। ଇଣ୍ଡୋନେସିଆର ବନ ମନ୍ତ୍ରଣାଳୟ ଭାରତୀୟ କର୍ତ୍ତୃପକ୍ଷଙ୍କ ସହ ଯୋଗାଯୋଗ କରିଛି। ଘଟଣାକୁ ଗୁରୁତ୍ୱର ସହ ନେଇ ଇଣ୍ଡୋନେସିଆ ବନ ମନ୍ତ୍ରଣାଳୟ ଭାରତର CITES Management Authority, … Read More

ଅଧା ରାସ୍ତାରେ ଖରାପ ହେଲା ଆମ୍ବୁଲାନ୍ସ, ଚାଲିଗଲା ରୋଗୀର ଜୀବନ

ସୋର: ଅଧା ରାସ୍ତାରେ ଖରାପ ହୋଇଗଲା ଆମ୍ବୁଲାନ୍ସ। ଦୀର୍ଘ ସମୟ ଧରି ଖରାପ ହେବାରୁ ଚାଲିଗଲା ରୋଗୀଙ୍କ ଜୀବନ । ଆମ୍ବୁଲାନ୍ସକୁ ଅଟକ ରଖିଲେ ସଂମ୍ପର୍କୀୟ । ବାଲେଶ୍ୱର ଜିଲ୍ଲା ଖଇରା ବ୍ଲକ ତୋରାଣିପଦା ଗ୍ରାମ ର ଭାଗବତ ସାହୁ ବିଦ୍ୟୁତ ସଂସ୍ପର୍ଶରେ … Read More

୭ ରୁ ୮ ଦିନ ମଧ୍ୟରେ ଧାଡ଼ି ଦର୍ଶନ, ଖୁବଶୀଘ୍ର ସରିବ ପାଇଲଟ ରାମ୍ପ ମଡେଲ ନିର୍ମାଣ

ପୁରୀ: ୭ ରୁ ୮ ଦିନ ମଧ୍ୟରେ ଧାଡ଼ି ଦର୍ଶନ । ପାଇଲଟ ରାମ୍ପ ମଡେଲର ସରିବ ନିର୍ମାଣ । ଆଇଆଇଟି ଭୁବନେଶ୍ୱରର ଦ୍ୱାରା ପ୍ରସ୍ତାବିତ ରାମ୍ପ ମଡେଲର ସମୀକ୍ଷା କରିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ୫ ମିନିଟ୍ ମଧ୍ୟରେ ଖୋଲା … Read More

୧ ନମ୍ବର ହାଟରୁ ଜବରଦଖଲ ଉଚ୍ଛେଦ, ବାରମ୍ବାର ଅଗ୍ନିକାଣ୍ଡ ପରେ ଆକ୍ସନ ମୋଡ୍ ରେ BMC ଓ BDA

ଭୁବନେଶ୍ବର: ବାରମ୍ବାର ଅଗ୍ନିକାଣ୍ଡ ପରେ ଆକ୍ସନ ମୋଡ୍ ରେ BMC ଓ BDA । ୟୁନିଟ-୧ ହାଟ ଅଞ୍ଚଳରେ ରାସ୍ତା କଡ଼ରେ ଥିବା ଦୋକାନ ଉପରେ ଚାଲିଛି ଉଚ୍ଛେଦ । ଅମାନିଆ ଦୋକାନୀଙ୍କ ଦୋକାନ ଭାଙ୍ଗୁଛି ପ୍ରଶାସନ । ୟୁନିଟ ୧ ହାଟରେ … Read More

ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା, କାର୍‌ରୁ ମୃତଦେହ ଉଦ୍ଧାର

ସମ୍ବଲପୁର: ସମିତି ସଭ୍ୟଙ୍କୁ ହତ୍ୟା । ବରଗଡ଼ ଜ଼ିଲ୍ଲା ଆଗଲପୁର ସମିତି ସଭ୍ୟଙ୍କୁ ଗୁଳି ମାଡ଼। ଗୁଳିମାଡ଼ରେ ସମିତି ସଭ୍ୟ ଅଚ୍ୟୁତାନନ୍ଦ ନାୟକଙ୍କ ମୃତ୍ୟୁ ହୋଇଛି । ସିନାଜୋରୀ କେବାଡ଼ କେନାଲ ରୋଡ଼ରେ ଗୁଳିକାଣ୍ଡ ଘଟାଇ ଦୁର୍ବୃତ୍ତ ଫେରାର ହୋଇଯାଇଛନ୍ତି । କାର୍ … Read More

ସରିଲା ଗଣନା : ଭିତରକନିକାରେ ବଢିଲେ ଦେଶୀୟ ପକ୍ଷୀ

ରାଜନଗର: ବିଶ୍ୱପ୍ରସିଦ୍ଧ ଭିତରକନିକାରେ ଦେଶୀୟ ପକ୍ଷୀଙ୍କ ଗଣନା ଶେଷ ପରେ ଶୁକ୍ରବାର ଅର୍ଥାତ ଆଜି ରିପୋର୍ଟ ପ୍ରକାଶ ପାଇଛି। ଚଳିତବର୍ଷ ଦେଶୀୟ ପକ୍ଷୀଙ୍କ ସଂଖ୍ୟାରେ ଗତବର୍ଷଠାରୁ ୧୪୮୩ ବୃଦ୍ଧି ପାଇଛି। ଗତବର୍ଷ ଏଠାରେ ୧,୩୦,୭୯୬ ଦେଶୀୟ ପକ୍ଷୀ ଭିଡ଼ ଜମାଇଥିବା ବେଳେ … Read More

ବଂଶଧାରାରେ ବଢୁଛି ଜଳସ୍ତର, ଧାନ, ପନିପରିବା ଓ ମକା ଚାଷ ଉଜୁଡ଼ିବା ଆଶଙ୍କା

ଗୁଡ଼ାରୀ : ଲଗାଣ ବର୍ଷା ଯୋଗୁଁଁ ଗୁଡ଼ାରୀ ଅଞ୍ଚଳ ଦେଇ ପ୍ରବାହିତ ବଂଶଧାରା ନଦୀର ଜଳସ୍ରୋତ ବଢ଼ିବାରେ ଲାଗିଛି। ଗୁରୁବାର ରାତିଠାରୁ ଜଳସ୍ତର କ୍ରମାଗତ ଭାବେ ବଢୁଥିବାରୁ ନଦୀକୂଳିଆ ଅଞ୍ଚଳବାସୀଙ୍କ ସମେତ ଚାଷୀଙ୍କ ଚିନ୍ତା ବଢ଼ିଛି। ଉପରମୁଣ୍ଡରେ ବର୍ଷା ଲାଗି ରହିଲେ … Read More

ସୁରକ୍ଷା ପାଇଁ ସାର୍ବଜନୀନ ହେବନି ରତ୍ନଭଣ୍ଡାର ଗଣତି ରିପୋର୍ଟ : ଆଇନ ମନ୍ତ୍ରୀ

ପୁରୀ: ସାର୍ବଜନୀନ ହେବନି ରତ୍ନଭଣ୍ଡାର ଗଣତି ମଣତି ରିପୋର୍ଟ । ରତ୍ନଭଣ୍ଡାର ଗଣତି ମଣତି ତାଲିକା ଏକ ଗୁପ୍ତ ସେବା, ଏହା କୌଣସି ରିଲ୍ସ ନୁହେଁ । ସଂପୂର୍ଣ୍ଣ ସ୍ୱଚ୍ଛତାର ସହ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତି ମଣତି କରାଯାଉଛି । ମହାପ୍ରଭୁଙ୍କ ନୀତି … Read More