ବନ୍ୟା ମୁକାବିଲା ପାଇଁ ଉଦ୍ଧାର ଓ ରିଲିଫ୍ କାର୍ଯ୍ୟରେ ଅଗ୍ନିଶମ ବିଭାଗର ୬୦ ଟିମ୍ ନିୟୋଜିତ

ଭୁବନେଶ୍ୱର : ରାଜ୍ୟର ବନ୍ୟା ପରିସ୍ଥିତିର ମୁକାବିଲା ପାଇଁ ଅଗ୍ନିଶମ ବିଭାଗ ପକ୍ଷରୁ ୬୦ଟି ସ୍ୱତନ୍ତ୍ର ଟିମ୍‌କୁ ପ୍ରଭାବିତ ଅଞ୍ଚଳରେ ନିୟୋଜିତ କରାଯାଇଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ଏହି ଟିମ୍‌ଗୁଡ଼ିକ ଉଦ୍ଧାର ଓ ରିଲିଫ୍ କାର୍ଯ୍ୟରେ … Read More

୧୯୮ ଅଧିକାରୀଙ୍କ ବଦଳି, ଅଗଷ୍ଟ ପହିଲା ସୁଦ୍ଧା କାର୍ଯ୍ୟରେ ଯୋଗ ନ ଦେଲେ ଦରମା ବନ୍ଦ

ଭୁବନେଶ୍ବର: ଓଡ଼ିଶା ଟିକସ ଓ ଆକାଉଣ୍ଟ ସେବା (ଓଟିଆଣ୍ଡଏଏସ୍‌) କ୍ୟାଡର୍‌ରେ ୧୯୮ ଅଧିକାରୀଙ୍କ ବଦଳି କରାଯାଇଛି। ଏନେଇ ଅର୍ଥ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ଅଧିକାରୀମାନେ ବିଭିନ୍ନ ଜିଲାରେ ବ୍ଲକ୍ ଫାଇନାନ୍ସ ଅଫିସର୍‌, ସିଟି ଆଣ୍ଡ ଜିଏସ୍‌ଟି ଅଫିସର୍‌, … Read More

’ମହାପ୍ରଭୁ ଜଗନ୍ନାଥ’ ଆନିମେଟେଡ୍ ଫିଲ୍ମ ଉପରେ ଲାଗିବନି ରୋକ, ଆସିଲା ସୁପ୍ରିମ ରାୟ

ଭୁବନେଶ୍ୱର : ମହାପ୍ରଭୁ ଜଗନ୍ନାଥ’ ଆନିମେଟେଡ୍ ଫିଲ୍ମ ଉପରେ ରୋକ ଲାଗିବନି । ‘ମହାପ୍ରଭୁ ଜଗନ୍ନାଥ’ ଆନିମେଟେଡ୍ ଚଳଚ୍ଚିତ୍ରର ମୁକ୍ତି ଉପରେ ରୋକ ଲଗାଇବାକୁ ଦାଖଲ ଆବେଦନକୁ ଆଜି ସୁପ୍ରିମକୋର୍ଟ ଖାରଜ କରିଛନ୍ତି । ବିଚାରପତି ବି.ଭି. ନାଗରତ୍ନା ଓ ବିଚାରପତି ଆର୍. … Read More

ବନ୍ୟା ମୁକାବିଲା ପାଇଁ ଆଲର୍ଟରେ ସ୍ୱାସ୍ଥ୍ୟ ବିଭାଗ, ଆଣ୍ଟି ସ୍ନେକ ଭେନମ ମହଜୁଦ ରଖିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର : ରାଜ୍ୟରେ ବନ୍ୟା ପରିସ୍ଥିତି, ଆଲର୍ଟରେ ସ୍ୱାସ୍ଥ୍ୟ ବିଭାଗ। ସ୍ୱାସ୍ଥ୍ୟ ବିଭାଗ ତରଫରୁ ପ୍ରମୁଖ ସଚିବଙ୍କ ଅଧକ୍ଷତାରେ ନିର୍ଦ୍ଦେଶକ ଓ ସିଡ଼ିଏମଓମାନଙ୍କ ସହିତ ସମୀକ୍ଷା ବୈଠକ କରାଯାଇଛି । ଭିସି ମାଧ୍ୟମରେ ସମସ୍ତ ଅଧିକାରୀମାନେ ଯୋଡ଼ି ହୋଇଥିଲେ । ତେବେ ବୈଠକରେ … Read More

ବୈତରଣୀରେ ବଡ଼ ବନ୍ୟା ଆଶଙ୍କା

ଭୁବନେଶ୍ବର: ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗି ରହିଛି। ବିଶେଷକରି, ଉତ୍ତର ଓଡ଼ିଶାର ବାଲେଶ୍ବର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର ଏବଂ କେନ୍ଦୁଝର ଜିଲାର ବିଭିନ୍ନ ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇଛି। ସୁନ୍ଦରଗଡ଼, ସମ୍ବଲପୁର ଏବଂ ସୁବର୍ଣ୍ଣପୁର … Read More

ରାଜ୍ୟରେ ବନ୍ୟା ଯୋଗୁଁ ୬ ଜିଲ୍ଲାର ୪୪ଟି ବ୍ଲକ ପ୍ରଭାବିତ, ୪ ମୃତ

ଭୁବନେଶ୍ୱର : ଆଜି ସୁଦ୍ଧା ରାଜ୍ୟରେ ବନ୍ୟା ଯୋଗୁଁ ୬ଟି ଜିଲ୍ଲାର ୪୪ଟି ବ୍ଲକ ପ୍ରଭାବିତ ହୋଇଛି । ଏଥିରେ ପ୍ରଭାବିତ ହୋଇଛନ୍ତି ୭୪୮ଟି ଗାଁର ୨ ଲକ୍ଷରୁ ଅଧିକ ଜଣ । ବନ୍ୟାରେ ଆଜି ପର୍ଯ୍ୟନ୍ତ ୪ ଜଣଙ୍କ ମୃତ୍ୟୁ ହୋଇଛି … Read More

ମହାନଦୀରେ ବଢ଼ୁଛି ବନ୍ୟା ବିପଦ, ଜନସାଧାରଣଙ୍କ ସୁରକ୍ଷା ପାଇଁ କଟକ ଜିଲ୍ଲା ପ୍ରଶାସନର କଟକଣା

ବାରଙ୍ଗ : ରାଜ୍ୟରେ ଲଗାଣ ବର୍ଷାରେ ଉବୁଟୁବୁ ସମସ୍ତ ନଦୀ । ଏପଟେ ମହାନଦୀରେ ଜଳସ୍ତର ଅଧିକ ରହିଛି । ଆଜି ସକାଳ ୯ଟା ସୁଦ୍ଧା ୫ ଲକ୍ଷ ୫୦ ହଜାର କ୍ୟୁସେକ୍ ବନ୍ୟାଜଳ ମୁଣ୍ଡଳୀ ଦେଇ ପ୍ରବାହିତ ହେଉଛି। ମୁଣ୍ଡଳୀ ଉପର … Read More

ଅଗଷ୍ଟ ୧ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ

ରାଜନଗର : ଅଗଷ୍ଟ ୧ ରୁ ଖୋଲିବ ଭିତରକନିକା । ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ । କୁମ୍ଭୀର ପ୍ରଜନନ ପାଇଁ ୩ ମାସ ବନ୍ଦ ରହିଥିଲା ଭିତରକନିକା । ମା କୁମ୍ଭୀର ଅଣ୍ଡା ଦେବା ପରେ ହିଂସ୍ର ଆଚରଣ … Read More

ପଶ୍ଚିମ ଓଡ଼ିଶାରେ ଅତି ପ୍ରବଳ ବର୍ଷା ଆଶଙ୍କା, ୪ ଜିଲ୍ଲାକୁ ରେଡ୍ ଆଲର୍ଟ

ଭୁବନେଶ୍ୱର : ଉତ୍ତର ଓଡ଼ିଶା ଦେଇ ଆଗକୁ ବଢ଼ୁଛି ଗଭୀର ଅବପାତ । ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶା ଓ ଉତ୍ତର ଛତିଶଗଡ଼ ଦେଇ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବ । ଏହାର ପ୍ରଭାବରେ ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ … Read More

ବନ୍ୟା ଜଳ ନିଷ୍କାସନ ବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଯୁବ ଅଗ୍ନିଶମ କର୍ମଚାରୀଙ୍କ ମୃତ୍ୟୁ

କେନ୍ଦୁଝର: କେନ୍ଦୁଝରରେ ବନ୍ୟା ଜଳ ନିଷ୍କାସନ କାର୍ଯ୍ୟ ଚାଲିଥିବା ବେଳେ ବୁଧବାର ଦିନ ଏକ ଦୁଃଖଦ ଘଟଣା ଘଟିଛି। ଡ୍ୟୁଟି ସମୟରେ ଦୁର୍ଘଟଣାବଶତଃ ଏକ ଜୀବନ୍ତ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଯୁବ ଅଗ୍ନିଶମ କର୍ମଚାରୀଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ … Read More