ରହସ୍ୟରେ ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜର ସିନିଅର ରେସିଡେଣ୍ଟ ଡାକ୍ତରଙ୍କ ମୃତ୍ୟୁ
ବ୍ରହ୍ମପୁର: ରହସ୍ୟରେ ବ୍ରହ୍ମପୁର ଏମକେସିଜି ମେଡିକାଲ କଲେଜର ସିନିଅର ରେସିଡେଣ୍ଟ ଡାକ୍ତରଙ୍କ ମୃତ୍ୟୁ । ସିନିୟର ରେସିଡେଣ୍ଟ ହଷ୍ଟେଲରୁ ଡାକ୍ତର ଶୁଭାନୀ ପଟ୍ଟନାୟକଙ୍କ ମୃତଦେହ ଉଦ୍ଧାର । ଡାକ୍ତର ଶୁଭାନୀ ଚର୍ମରୋଗ ବିଭାଗରେ ପିଜି କରୁଥିଲେ । ତାଙ୍କ ନିଜ ଗାଁ … Read More