ବର୍ଷାରେ ୧୫ ଦିନରେ ଦବିଗଲା ନୂଆ ରାସ୍ତା, ନିମ୍ନମାନର କାମ ହୋଇଥିବା କହିଲେ କର୍ପୋରେଟର

କଟକ : ବର୍ଷା ଯୋଗୁ ଦବିଲା ରାସ୍ତା । କଟକର ନୂଆପଡ଼ା-ଖପୁରିଆ ରାସ୍ତା ଦବିଯାଇଛି । ଫଳରେ ଏହି ରାସ୍ତା ଦେଇ ଯାତାୟତ ଠପ୍ ହୋଇଯାଇଛି । ୧୫ ଦିନ ତଳେ ରାସ୍ତା କାମ ଶେଷ ହୋଇଥିଲା । ନିମ୍ନମାନର କାମ ଯୋଗୁ … Read More

ହୀରାକୁଦ ଜଳଭଣ୍ଡାରର ଆଉ ୪ଟି ଗେଟ୍ ଖୋଲିଲା, ୧୬ ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ

ସମ୍ବଲପୁର  : ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଖୋଲିଲା ଆଉ ୪ ଗେଟ୍ । ପୂର୍ବରୁ ୧୨ ଟି ଗେଟ ଦେଇ ବନ୍ୟା ଜଳ ନିଷ୍କାସନ ହେଉଥିଲା ।  ବର୍ତ୍ତମାନ ୧୬ ଟି ଗେଟ୍ ଦେଇ ପାଣି ନିଷ୍କାସିତ ହେଉଛି … Read More

ପୋଖରୀକୁ ଖସିଲା କାର୍, ୫ ମୃତ

ଢ଼େଙ୍କାନାଳ : ବରଯାତ୍ରୀ ହେଲା ଶେଷଯାତ୍ରା । ନିମିଷକରେ ପାଣି ଫୋଟକା ପରି ମିଳାଇ ଗଲା ହସ ଖୁସିର ମୁହୂର୍ତ୍ତ । ପୋଖରୀକୁ ଖସିଲା କାର୍, ୫ ମୃତ । କାର୍ ଭିତରେ ଥିବା ୭ ଜଣଙ୍କ ମଧ୍ୟରୁ ୫ ମୃତ । … Read More

ନିଟ୍ ପ୍ରଶ୍ନପତ୍ର ଲିକ୍ ପ୍ରସଙ୍ଗରେ ଛାତ୍ରଛାତ୍ରୀଙ୍କ ଉପରେ ପୋଲିସର ଦମନଲୀଳା ପ୍ରତିବାଦରେ ଓଜେସିର ବିକ୍ଷୋଭ

ଭୁବନେଶ୍ୱର: ନିଟ୍ ପ୍ରଶ୍ନପତ୍ର ଲିକ୍ ଓ ବିଭିନ୍ନ ପରୀକ୍ଷାରେ ବାରମ୍ବାର ଘଟୁଥିବା ସାଂଘାତିକ ତ୍ରୁଟି ବିରୁଦ୍ଧରେ ଦିଲ୍ଲୀର ଜନ୍ତରମନ୍ତର ଠାରେ ପ୍ରତିବାଦ କରୁଛନ୍ତି ଛାତ୍ରଛାତ୍ରୀ। ଆନ୍ଦୋଳନରତ ଛାତ୍ରମାନଙ୍କ ଉପରେ ପୋଲିସର ଅମାନବୀୟ ଦମନଲୀଳା ପ୍ରତିବାଦରେ ଆଜି ଓଡ଼ିଶା ଜନତା କଂଗ୍ରେସ ପକ୍ଷରୁ … Read More

ରାଜ୍ୟରେ ୩ କରୋନା ଆକ୍ରାନ୍ତ ଚିହ୍ନଟ, ସୂଚନା ଦେଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ଓଡ଼ିଶାରେ ପୁଣି ଡରାଇଲାଣି କରୋନା। ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲ୍ଲାରେ ଜଣେ ୫୦ ବର୍ଷିୟ ମହିଳା କୋଭିଡ ପଜିଟିଭ ରହିଥିବା ବେଳେ ଆଜି ଆଉ ୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। … Read More

ବାହୁଡ଼ା ଓ ସୁନାବେଶ ଲାଗି ଯାନବାହନ କଟକଣା

ପୁରୀ: ଆଜି ଆଡ଼ପ ଶେଷ ଦର୍ଶନ । ସନ୍ଧ୍ୟା ୬ଟା ଯାଏଁ ହେବ ଦର୍ଶନ । ମହାପ୍ରଭୁଙ୍କ ପବିତ୍ର ବାହୁଡ଼ା ଯାତ୍ରାର ପୂର୍ବ ପ୍ରସ୍ତୁତି ଏବଂ ନୀତି ବହୁଳତାକୁ ଦୃଷ୍ଟିରେ ରଖି,ଆଜି ସନ୍ଧ୍ୟା ୬ଟାରୁ ଶ୍ରୀଗୁଣ୍ଡିଚା ମନ୍ଦିର ସିଂହଦ୍ୱାର ଦେଇ ସର୍ବସାଧାରଣଙ୍କ … Read More

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ୫ ପ୍ରତିଶତ ବଢ଼ିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର: ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର। ମହଙ୍ଗା ଭତ୍ତା ୫% ବୃଦ୍ଧି କଲେ ରାଜ୍ୟ ସରକାର। ୨୫୭%ରୁ ବୃଦ୍ଧି ପାଇ ୨୬୨% ହେଲା ମହଙ୍ଗା ଭତ୍ତା। ସବୁଠାରୁ ବଡ଼ କଥା ହେଉଛି, ଏହି ବୃଦ୍ଧି ପିଛିଲା ଭାବେ ଚଳିତ ବର୍ଷ … Read More

୨୫ ଯାଏଁ ରାଜ୍ୟରେ ଲାଗି ରହିବ ବର୍ଷା, ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁଁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ ଏହି ସ୍ଥିତି ଜାରି ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ତେବେ ବାହୁଡ଼ାରେ … Read More

ସିଏମଓରୁ ଫାଇଲ ଗାଏବ ଘଟଣା, ଭିକେ ପାଣ୍ଡିଆନଙ୍କୁ ନୋଟିସ

ଭୁବନେଶ୍ବର : ସିଏମଓରୁ ଦୁଇ ଫାଇଲ ଗାଏବ ଘଟଣାରେ ଭିକେ ପାଣ୍ଡିଆନଙ୍କୁ ନୋଟିସ । ୨୫ ତାରିଖ ଦିନ ୧୧ଟାରେ ହାଜର ହେବାକୁ ନବୀନ ପଟ୍ଟନାୟକଙ୍କ ପୂର୍ବତନ ବ୍ୟକ୍ତିଗତ ସଚିବ ଭିକେ ପାଣ୍ଡିଆନଙ୍କୁ ନୋଟିସ କରାଯାଇଛି  । ଭୁବନେଶ୍ବର ଜୋନ-୧ ଏସିପିଙ୍କ ଅଫିସରେ … Read More

ବିଲ୍ ପାସ୍ ପାଇଁ ଲାଞ୍ଚ ନେଇ ଧରାପଡ଼ିଲେ ଆଦର୍ଶ ବିଦ୍ୟାଳୟ ପ୍ରିନ୍ସିପାଲ

କଳାହାଣ୍ଡି : ଭିଜିଲାନ୍ସ ଜାଲରେ ଆଦର୍ଶ ବିଦ୍ୟାଳୟ ପ୍ରିନ୍ସିପାଲ । ସ୍ୱୟଂ ସହାୟକ ଗୋଷ୍ଠୀର ବିଲ୍ ପାସ୍ ପାଇଁ ୧୦ ହଜାର ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଓଏଭି ପ୍ରଧାନଶିକ୍ଷକ । କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁରସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରଧାନଶିକ୍ଷକ … Read More