ରାଜ୍ୟରେ ବିଦ୍ୟୁତ କାଟକୁ ନେଇ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପ୍ରତିକ୍ରିୟା
ଭୁବନେଶ୍ବର: ରାଜ୍ୟରେ ଗତ କିଛି ଦିନ ହେଲା ଚାଲିଥିବା ଘନଘନ ବିଦ୍ୟୁତ କାଟକୁ ନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରତିକ୍ରିୟା ରଖିଛନ୍ତି। ଧର୍ମେନ୍ଦ୍ର କହିଛନ୍ତି ଯେ ସେ ଗତ ୫ ଦିନ ହେବ ଓଡ଼ିଶାରେ ଅଛନ୍ତି। ବିଦ୍ୟୁତ କାଟକୁ … Read More