ବାହାନଗା ଟ୍ରେନ ଟ୍ରାଜେଡି: ଚାଲିଛି ମରାମତି କାର୍ଯ୍ୟ ଆଜି ଓ କାଲି ପାଇଁ ୭୪ଟି ଟ୍ରେନ୍ ବାତିଲ

ବାଲେଶ୍ୱର : ବାଲେଶ୍ୱର ବାହାନଗା ନିକଟରେ ଟ୍ରେନ ଦୁର୍ଘଟଣା ପରେ ସେହି ରୁଟ୍‌ରେ ରେଳ ଚଳାଚଳ ସ୍ୱାଭାବିକ ହୋଇଥିଲେ ମଧ୍ୟ ଆଜି ଓ କାଲି ପାଇଁ ୭୪ଟି ଟ୍ରେନ୍ ବାତିଲ କରାଯାଇଛି।ଦୁର୍ଘଟଣାଗ୍ରସ୍ତ ଟ୍ରାକରେ ଆଉ କିଛି ମରାମତି କାମ ପାଇଁ ରେଳ ଚଳାଚଳ … Read More

ଅଙ୍ଗନବାଡିରେ ଏକ୍ସପାଏରୀ ଔଷଧ ଖାଇ ଶିଶୁର ମୃତ୍ୟୁ, ମୃତଦେହ ଧରି ରାସ୍ତାରୋକ କଲେ ପରିବାର

ଗଜପତି: ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଜାଜପୁର ଗ୍ରାମରେ ରାସ୍ତାରୋକ। ଗତ ଏପ୍ରିଲ ୧୧ ତାରିଖରେ ଅଙ୍ଗନବାଡିରେ ଏକ୍ସପାୟର ଔଷଧ ଖାଇବା ଫଳରେ ଶିଶୁ ଗୁରୁତର ହୋଇ କଟକ ଶିଶୁ ଭବନରେ ଚିକିତ୍ସୀତ ହେଉଥିବା ସମୟରେ ମୁତ୍ଯୁ ହୋଇଛି। ଫଳରେ ଜାଜପୁର ଗ୍ରାମରେ ଆଜି … Read More

ଖୋର୍ଦ୍ଧା DRMଙ୍କ ବିସ୍ଫୋରକ ବୟାନ; ବାହାନଗା ଟ୍ରେନ୍‌ ଟ୍ରାଜେଡି ପଛରେ ଷଡ଼ଯନ୍ତ୍ର ସନ୍ଦେହ

ବାହାନଗାରେ ଟ୍ରେନ୍‌ ଟ୍ରାଜେଡି ପଛର କାରଣ କ’ଣ ? ବିଧିବଦ୍ଧ ତଦନ୍ତ ଆରମ୍ଭ ହୋଇଛି । ଟ୍ରେନ୍‌ ଦୁର୍ଘଟଣା ପଛରେ ରହିଛି କି ବଡ଼ ଷଡ଼ଯନ୍ତ୍ର ? ରେଳ ବିଭାଗର ସନ୍ଦେହ ପରେ ନାନା ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଗତକାଲି … Read More

ଏମ୍‌ସରେ ଡିଏନ୍‌ଏ ଟେଷ୍ଟିଂ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର: ଏମ୍ସ ହସ୍ପିଟାଲରେ ଆରମ୍ଭ ହୋଇଛି ଡିଏନଏ ଟେଷ୍ଟିଂ ପ୍ରକ୍ରିୟା । ଏନେଇ ସୂଚନା ଦେଇଛନ୍ତି ବିଏମ୍‌ସି କମିଶନର। ସେ କହିଛନ୍ତି, ମୃତଦେହ ଚିହ୍ନଟ ପାଇଁ ଡିଏନଏ ନମୁନା ଦେଇଛନ୍ତି ୧୦ରୁ ଅଧିକ ପରିବାର। ରିପୋର୍ଟ ଆସିବା ପରେ ସେମାନଙ୍କୁ ମୃତଦେହ … Read More

ସରିନି ମୃତଦେହ ଚିହ୍ନଟ ପ୍ରକ୍ରିୟା : ଏବେ ବି ଫଟୋ ଓ ପରିଚୟ ପତ୍ର ଦେଖାଇ ଖୋଜୁଛନ୍ତି ସମ୍ପର୍କୀୟ

ଭୁବନେଶ୍ୱର : ବାହାନଗା ରେଳ ଦୁର୍ଘଟଣାରେ ଏଯାଏ ୧୭୭ ମୃତଦେହ ଚିହ୍ନଟ ହୋଇଛି । ଆବଶ୍ୟକ ପ୍ରକ୍ରିୟା ପରେ ମୃତଦେହକୁ ହସ୍ତାନ୍ତର କରାଯାଉଛି । ମୃତଦେହକୁ ମାଗଣାରେ ଗାଡ଼ିରେ ଗନ୍ତବ୍ୟସ୍ଥଳକୁ ପଠାଇବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟବସ୍ଥା ହୋଇଛି । ଯଥାସମ୍ଭବ … Read More

ଭିଜିଲାନ୍ସ ଜାଲରେ ଗ୍ରାମ୍ୟ ପୂର୍ତ୍ତ ବିଭାଗର ସହକାରୀ ଯନ୍ତ୍ରୀ ସଞ୍ଜୟ କୁମାର ବେହେରା

ସୁନ୍ଦରଗଡ଼: ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ । ସୁନ୍ଦରଗଡ଼ ଜିଲ୍ଲା ହେମଗିରି RWDର ସହକାରୀ ଯନ୍ତ୍ରୀ ସଞ୍ଜୟ କୁମାର ବେହେରାଙ୍କ ଘରେ ଚଢ଼ାଉ ହୋଇଛି। ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ସୁନ୍ଦରଗଡ଼ ଓ ଭଦ୍ରକର ୭ଟି ସ୍ଥାନରେ ଏକକାଳୀନ ଚାଲିଛି ରେଡ୍‌। … Read More

ବାହାନଗା ରେଳ ଦୁର୍ଘଟଣାରେ ଏଯାଏ ୧୭୦ଟି ମୃତଦେହ ଚିହ୍ନଟ

ବାହାନଗା ରେଳ ଦୁର୍ଘଟଣାରେ ଏଯାଏ ୧୭୦ଟି ମୃତଦେହ ଚିହ୍ନଟ ହୋଇଛି । ଆବଶ୍ୟକ ପ୍ରକ୍ରିୟା ପରେ ମୃତଦେହକୁ ହସ୍ତାନ୍ତର କରାଯାଉଛି । ମୃତଦେହକୁ ମାଗଣାରେ ଗାଡ଼ିରେ ଗନ୍ତବ୍ୟସ୍ଥଳକୁ ପଠାଇବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟବସ୍ଥା ହୋଇଛି ବୋଲି କହିଛନ୍ତି ମୁଖ୍ୟ … Read More

ମୃତଦେହ ରଖିବା ପାଇଁ ପାରାଦୀପରୁ ପହଞ୍ଚିଲା ୫ କଣ୍ଟେନର

ବାଲେଶ୍ୱର ଜିଲ୍ଲା ବାହାନଗା ରେଳ ଦୁର୍ଘଟଣାରେ ମୃତକଙ୍କ ଶବ ସଂରକ୍ଷଣ ନେଇ ବଢ଼ିଲା ଚିନ୍ତା। ଏମ୍‌ସରେ ସ୍ଥାନ ଅଭାବ ଦେଖାଦେଇଥିବାରୁ ମୃତଦେହ ସଂରକ୍ଷଣ ପାଇଁ କଣ୍ଟେନର ମଗାଇଛି ଭୁବନେଶ୍ୱର ଏମ୍‌ସ। ଭୁବନେଶ୍ୱର ଏମ୍‌ସ ନିର୍ଦ୍ଦେଶକ ଡାକ୍ତର ଆଶୁତୋଷ ବିଶ୍ୱାସ ଏନେଇ ଆଜି ସୂଚନା ଦେଇଛନ୍ତି। … Read More

ଆସନ୍ତାକାଲି କଟକ ଆସିବେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ

ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଆସନ୍ତାକାଲି କଟକ ଆସିବେ। ସେ ଭୁବନେଶ୍ୱର ବି ଆସିବାର କାର୍ଯ୍ୟକ୍ରମ ରହିଛି। ମମତା ଆଜି ନିଜେ ଏହି ସୂଚନା ଦେଇଛନ୍ତି। ବାହାନଗା ଟ୍ରେନ ଦୁର୍ଘଟଣା ପରେ ଏହା ହେବ ମମତାଙ୍କର ଦ୍ୱିତୀୟ ଓଡ଼ିଶା ଗସ୍ତ। ମମତା … Read More

ଏସସିବି ମେଡିକାଲରେ ଚିକିତ୍ସାଧୀନ ଯାତ୍ରୀଙ୍କୁ ଭେଟିଲେ ରାଜ୍ୟପାଳ

କଟକ: କରମଣ୍ଡଳ ଟ୍ରେନ ଦୁର୍ଘଟଣାରେ ଆହତ ହୋଇ କଟକ ଏସସିବି ମେଡିକାଲରେ ଚିକିତ୍ସିତ ହେଉଥିବା ଆହତଙ୍କୁ ଏସସିବି ମେଡିକାଲରେ ଭେଟିଛନ୍ତି ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍। ଆହତଙ୍କୁ ଭେଟି ରାଜ୍ୟପାଳ ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିବା ସହ ଆଶୁ ଆରୋଗ୍ୟ କାମନା କରିଛନ୍ତି … Read More