ହାଇୱା ପଛରେ ପିଟି ହୋଇ ନାବାଳିକା ଓ ଶିଶୁ ସମେତ ୩ ମୃତ
ସମ୍ବଲପୁର: ସମ୍ପର୍କୀୟଙ୍କ ମୃତ୍ୟୁ ଖବର ପାଇ ଝାରସୁଗୁଡ଼ାରୁ ସମ୍ବଲପୁର ଦେଇ କଳାହାଣ୍ଡି ଅଭିମୁଖେ ଘରକୁ ଫେରୁଥିବା ସମୟରେ ୧୦ ଜଣ ଯାତ୍ରୀ ଦୁର୍ଘଟଣାର ଶିକାର ହୋଇଛନ୍ତି। ହାଇୱା ପଛରେ ପିଟି ଅଟୋ(ଓଡି ୩୧ଜି ୧୮୮୨)ଟି ସଂପୂର୍ଣ୍ଣ ରୂପେ ଚୁରମାର ହୋଇଯାଇଛି। ଏହି … Read More