ଟ୍ରେନ୍ ଦୁର୍ଘଟଣା ନେଇ ନବୀନଙ୍କ ସହ କଥା ହେଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ
ଭୁବନେଶ୍ଵର: ବାଲେଶ୍ବର ଜିଲ୍ଲା ବାହାନଗା ବଜାର ଠାରେ ଶୁକ୍ରବାର ସନ୍ଧ୍ୟାରେ କରମଣ୍ଡଳ ଏକ୍ସପ୍ରେସ୍ ସହିତ ବେଙ୍ଗାଲୁରୁ-ହାୱଡା ଏକ୍ସପ୍ରେସ୍ ଟ୍ରେନ୍ ଧକ୍କା ହେବା ଘଟଣାକୁ ନେଇ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ ଗଭୀର ଶୋକ ପ୍ରକାଶ କରିଛନ୍ତି। ଶ୍ରୀ ବଘେଲ ଆଜି ଟେଲିଫୋନ … Read More