ମୃତକଙ୍କ ପରିବାରକୁ ଦିଆଯିବ ୧୦ ଲକ୍ଷ ଟଙ୍କାର ଅନୁକମ୍ପା ରାଶି, ଘୋଷଣା କଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଦୁର୍ଘଟଣାସ୍ଥଳରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ମୃତକଙ୍କ ପରିବାରକୁ ସମବେଦନା ଜ୍ଞାପନ କରିବା ସହ ଆହତଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି। ଭୁବନେଶ୍ୱର ଓ କୋଲକାତାରୁ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଏନଡିଆରଏଫ, ରାଜ୍ୟ ସରକାରଙ୍କ ଉଦ୍ଧାରକାରୀ ଦଳ ସହ ବାୟୁସେନାକୁ ମଧ୍ୟ ସୁରକ୍ଷା … Read More

ବାହାନଗା ଟ୍ରେନ୍‌ ଟ୍ରାଜେଡି; ଉଚ୍ଚସ୍ତରୀୟ ତଦନ୍ତ କରାଯିବ : ଅଶ୍ୱିନୀ ବୈଷ୍ଣବ

ଟ୍ରେନ ଦୁର୍ଘଟଣା ସ୍ଥଳ ବାହାନଗା ଷ୍ଟେସନରେ ପହଞ୍ଚିଛନ୍ତି କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଦୁର୍ଘଟଣା ସ୍ଥଳରେ ପହଞ୍ଚି ପୁରା ଘଟଣାର ସ୍ଥିତି ଅନୁଧ୍ୟାନ କରି ଗଣମାଧ୍ୟମ ପ୍ରତିନିଧୀଙ୍କ ସହ ଆଲୋଚନ ପରେ ଏପରି ପ୍ରାଣ ହରାଇଥିବା ଯାତ୍ରୀଙ୍କ ପରିବାର ପ୍ରତି … Read More

ଟ୍ରେନ ଦୁର୍ଘଟଣା : ଗୁରୁତରଙ୍କୁ ରକ୍ତଦାନ ପାଇଁ ମେଡିକାଲରେ ହଜାର ହଜାର ଯୁବକଙ୍କ ଭିଡ଼

ବାଲେଶ୍ଵର: ବାଲେଶ୍ଵର ଜିଲ୍ଲାର ବାହାନଗାରେ ଶୁକ୍ରବାର ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣାରେ ମୃତକଙ୍କ ସଂଖ୍ୟା ବଢିବାରେ ଲାଗିଛି। \ତେବେ ସ୍ଥିତି ଦେଖିଲେ ମୃତକ ସଂଖ୍ୟା ଆହୁରି ବଢିବାର ସମ୍ଭାବନା ରହିଛି। ଘଟଣାସ୍ଥଳରେ ଯୁଆଡ଼େ ଦେଖିବ ଖାଲି ଶହ ଶହ ଶବ ଗଦା … Read More

ବାହାନଗାରେ ଟ୍ରେନ୍ ଦୁର୍ଘଟଣା: ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଘଟଣା ସ୍ଥଳକୁ ଗଲେ ରାଜସ୍ବ ମନ୍ତ୍ରୀ ଓ SRCଙ୍କ ସମେତ ବରିଷ୍ଠ ଅଧିକାରୀ

ଭୁବନେଶ୍ବର : ବାଲେଶ୍ବରରେ ବଡ଼ ଧରଣର ଟ୍ରେନ୍‌ ଦୁର୍ଘଟଣା। ଭୟଙ୍କର ଦୁର୍ଘଟଣାରେ ବହୁ ମୃତାହତ ହେବା ସହ ଅନେକ ଆହତ ହୋଇଥିବା ଜଣାପଡିଛି। ବାହାନଗା ଷ୍ଟେସନ୍‌ ନିକଟ ପଣପଣାଠାରେ କରମଣ୍ଡଳ ଏକ୍ସପ୍ରେସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଆଜି ଟ୍ରେନ୍‌ଟି ସାଲିମାରରୁ ଚେନ୍ନାଇ ଯାଉଥିଲା। … Read More

କରମଣ୍ଡଳ ଏକ୍ସପ୍ରେସ୍‌ ଦୁର୍ଘଟଣା: ଅନେକ ଯାତ୍ରୀ ମୃତାହତ ଆଶଙ୍କା; ଉଦ୍ଧାର କାର୍ଯ୍ୟ ଆରମ୍ଭ, ହେଲ୍‌ପଲାଇନ୍‌ ନମ୍ବର ଜାରି

ଭୁବନେଶ୍ବର: ବାଲେଶ୍ବର ଜିଲ୍ଲା ବାହାନଗା ‌ରେଳ ଷ୍ଟେସନ ନିକଟରେ ଆଜି ସନ୍ଧ୍ୟାରେ କରମଣ୍ଡଳ ଏକ୍ସପ୍ରେସ୍‌ ଟ୍ରେନ୍‌ (୧୨୮୪୧-ଅପ୍‌) ଦୁର୍ଘଟଣାରେ ଅନେକ ଯାତ୍ରୀ ମୃତାହତ ହୋଇଥିବା ସୂଚନା ରହିଛି। ଏହି ଦୁର୍ଘଟଣାରେ ଶତାଧିକ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଅନେକ ଗୁରୁତର … Read More

ଛତିଶଗଡ଼ ପାଣି ଛାଡ଼ିବା ଘଟଣା ଟ୍ରିବ୍ୟୁନାଲ ଜାଣିଛନ୍ତି ଓ ଦେଖିଛନ୍ତି, ଟ୍ରିବ୍ୟୁନାଲ ନିଷ୍ପତ୍ତି ନେବେ: ଜଳସମ୍ପଦ ମନ୍ତ୍ରୀ

ଭୁବନେଶ୍ବର: ମହନଦୀ ଟ୍ରିବ୍ୟୁନାଲ ଟିମ ଆସି ରାଜ୍ୟର ୯ଟି ଜିଲ୍ଲା ବୁଲି ଅନୁଧ୍ୟାନ କରିଛନ୍ତି। ଉଭୟ ଓଡ଼ିଶା ଓ ଛତିଶଗଡ଼ ପକ୍ଷରୁ ଯାହା ପୂର୍ବ ନିର୍ଦ୍ଧାରିତ ଥିଲା, ତାହା ବୁଲି ଦେଖିଛନ୍ତି। ଟ୍ରିବ୍ୟୁନାଲ ଉଭୟ ପକ୍ଷଙ୍କୁ ପ୍ରଶ୍ନ ପଚାରିବାକୁ ସମୟ ଦେଇଛନ୍ତି। … Read More

ଦେବସ୍ନାନ ପୂର୍ଣ୍ଣିମା: ଆଜି ରାତି ୧୦ଟାରୁ ୧୬ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ: ଦିନକ ପରେ (ରବିବାର) ମହାପ୍ରଭୁଙ୍କ ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଶ୍ରୀଜିଉଙ୍କ ଗଜବେଶ ଦର୍ଶନ କରିବା ପାଇଁ ଭକ୍ତଙ୍କ ମନେରେ ପ୍ରବଳ ଉତ୍ସାହ। ସେଥିପାଇଁ ଏବେ ରାଜ୍ୟ ଏବଂ ବାହାର ରାଜ୍ୟରୁ ଶ୍ରଦ୍ଧାଳୁମାନଙ୍କ ଆଗମନ ହେବାରେ ଲାଗିଛି। ପୁରୀରେ ଭକ୍ତଙ୍କ ସଂଖ୍ୟା … Read More

ଓଡ଼ିଶା ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହା ଏବଂ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା

ଭୁବନେଶ୍ବର: ଓଡ଼ିଶା ଆସିବେ ଅମିତ ଶାହ ଓ ଜେ. ପି. ନଡ୍ଡା । ଆସନ୍ତା ୧୭ ତାରିଖରେ ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ । ୨୨ ତାରିଖରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡା । ଖୁବଶୀଘ୍ର … Read More

ମିଶନ ଶକ୍ତି ସ୍କୁଟର ଯୋଜନାରେ SHG ସଦସ୍ୟାଙ୍କୁ ଋଣ ପ୍ରଦାନରେ ‘ମାର୍ଜିନ ମନି ଛାଡ଼ କର’: ମିଶନ ଶକ୍ତି ସଚିବ

ମିଶନ ଶକ୍ତି ସ୍କୁଟର ଯୋଜନାରେ SHG ସଦସ୍ୟାଙ୍କୁ ଋଣ ପ୍ରଦାନ ବେଳେ ମାର୍ଜିନ ମନି ଛାଡ଼ କର । SLBCର ୧୭୧ତମ ବୈଠକ ଅବସରରେ ବ୍ୟାଙ୍କ ଗୁଡ଼ିକୁ ଏଭଳି ଅନୁରୋଧ କରିଛନ୍ତି ମିଶନ ଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ । ସ୍କୁଟର … Read More

ଶାଢ଼ୀ ଭିତରେ ଜିନିଷ ପୁରାଇ ଖସି ପଳାଉଥିଲା ମହିଳା ଲୁଟେରା ଗ୍ୟାଙ୍ଗ, ମାଡ଼ି ବସିଲା ପୋଲିସ୍

ଭୁବନେଶ୍ୱର: ପୋଲିସ କବ୍‌ଜାରେ ମହିଳା ଲୁଟେରା ଗ୍ୟାଙ୍ଗ। ୱେଷ୍ଟ ବେଙ୍ଗଲର ଏହି ୯ ଜଣିଆ ଗ୍ୟାଙ୍ଗକୁ ଗିରଫ କରିଛି ନୟାପଲ୍ଲୀ ଥାନା ପୋଲିସ। ମଲକୁ ମଲ ବୁଲି ଲୁଟ୍‌ କରୁଥିଲେ ଲେଡି ଲୁଟେରା । ଆଖି ଆଗରେ ଯାହା ପଡୁଥିଲା, ଆଖି ପିଛୁଳାକେ … Read More