ଶେଷ ପର୍ଯ୍ୟାୟରେ ଦେବସ୍ନାନ ପୂର୍ଣ୍ଣିମା ପ୍ରସ୍ତୁତି

ପୁରୀ : ଜୁନ ୪ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା। ସ୍ନାନମଣ୍ଡପରୁ ଗଜବେଶରେ ଦର୍ଶନ ଦେବେ ଶ୍ରୀଜିଉ। ମହାପ୍ରଭୁଙ୍କ ଏହି ଦୁର୍ଲଭ ବେଶ ଦର୍ଶନ କରିବାପାଇଁ ପ୍ରତିବର୍ଷ ଭଳି ଚଳିତବର୍ଷ ବି ଲକ୍ଷାଧିକ ସଂଖ୍ୟାରେ ଭକ୍ତ ଭିଡ଼ ଲାଗିବ। ଏହାପୂର୍ବରୁ ଦର୍ଶନ ବ୍ୟବସ୍ଥାକୁ … Read More

ନିଶା ବିକିଲେ ରାଜଧାନୀରୁ ତଡ଼ିପାର ହେବେ ବେପାରୀ

ଭୁବନେଶ୍ବର: ନିଶା କାରବାର ବିରୋଧରେ କମିଶନରେଟ ପୋଲିସର ଜିରୋ ଟଲରାନ୍ସ। ରାଜଧାନୀରେ ରହିପାରିବେନି ନିଶା ବେପାରୀ। ନିଶା ବିକିଲେ ୬ ମାସ ପାଇଁ ହେବେ ତଡିପାର। ପ୍ରଥମ ଥର ନିଶା ବେପାରିକୁ କରାଗଲା ତଡିପାର। ପୂର୍ବରୁ ପେଶାଦାର ଅପରାଧୀଙ୍କୁ ତଡିପାର କରାଯାଉଥିଲା … Read More

ପାୱାର କଟ ନୁହେଁ ଯାନ୍ତ୍ରିକ ତ୍ରୁଟି ଯୋଗୁ କଟୁଛି ବିଜୁଳି: ଶକ୍ତିମନ୍ତ୍ରୀ

ଭୁବନେଶ୍ୱର: ପାୱାର କଟ ନୁହେଁ ଯାନ୍ତ୍ରିକ ତ୍ରୁଟି ଯୋଗୁ ବିଜୁଳି କାଟ ହେଉଛି। ପାୱାରକଟ ଶବ୍ଦ ବ୍ୟବହାର କରିବା ଭୁଲ। ପାୱାର କଟ ଅର୍ଥ ଆମ ପାଖରେ ଆବଶ୍ୟକତା ଠାରୁ କମ ପାୱାର ଅଛି। ଲୋକଙ୍କୁ ଦେଲା ବେଳେ କାଟିକି ଦେବାକୁ ପାୱାର … Read More

୩୦ ଜିଲ୍ଲାର ୩୦ ହଜାରରୁ ଅଧିକ ଅମଲାଙ୍କ ସମୂହ ଛୁଟି

ଅମଲା ସଂଘର ସମୂହ ଛୁଟି । ଲେବୁଲ ୯ ଦାବିରେ ଆଜିଠାରୁ ରାଜ୍ୟରେ ବିଭିନ୍ନ ବିଭାଗରେ କାର୍ଯ୍ୟରତ ଅମଲାମାନେ ଅନିର୍ଦ୍ଦିଷ୍ଟ କାଳ ପାଇଁ ସମୂହ ଛୁଟିରେ ଯାଇଛନ୍ତି । ୩୦ଟି ଯାକ ଜିଲ୍ଲାର ୩୦ ହଜାରରୁ ଅଧିକ ଅମଲା ଏହି ସମୂହ … Read More

୧୦ ହଜାର ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ତହସିଲ୍ ଅଫିସର କନିଷ୍ଠ ରାଜସ୍ବ ସହାୟକ

ଘଟଗାଁ: ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଘଟଗାଁ ତହସିଲ୍ ଅଫିସର କନିଷ୍ଠ ରାଜସ୍ବ ସହାୟକ(ଜେଆରଏ) ଦେବାଶିଷ ପଣ୍ଡା। ସୂଚନା ଅନୁଯାୟୀ, ବିଭାଜନ ପଟ୍ଟା (ଆରଓଆର) ପ୍ରଦାନ ପାଇଁ ଘଟଗାଁ ତହସିଲ୍ ଅଫିସର କନିଷ୍ଠ ରାଜସ୍ବ … Read More

ପୂର୍ବତନ ବିଧାୟକ ଜିତୁ ପଟ୍ଟନାୟକଙ୍କ ଘରେ ଆୟକର ରେଡ୍‌

ଖଣି ମାଲିକ ତଥା ପୂର୍ବତନ ଚମ୍ପୁଆ ବିଧାୟକ ଜିତୁ ପଟ୍ଟନାୟକଙ୍କ ଘରେ ଆୟକର ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଜିତୁଙ୍କ ଯୋଡ଼ା ସାଇ ମନ୍ଦିର ପାଖରେ ଥିବା ବାସଭବନ ଓ ବନେଇକଳା ଛକରେ ଥିବା ଖଣି ଅଫିସରେ ରେଡ୍ କରୁଛି ଆୟକର ବିଭାଗ। … Read More

ବରିଷ୍ଠ କଂଗ୍ରେସ ନେତାଙ୍କ ଘରେ IT ରେଡ୍‌

ଚାନ୍ଦବାଲି: ଧାମରା ଅଞ୍ଚଳର ବରିଷ୍ଠ କଂଗ୍ରେସ ନେତା ତଥା ଶିଳ୍ପପତି ଦିଗମ୍ବର ଦାସଙ୍କ ଘରେ ଇନକମ ଟ୍ୟାକ୍ସ ବିଭାଗର ଚଢ଼ାଉ । ଆଜି ସକାଳୁ ତାଙ୍କ ବାସଗୃହ ସମେତ, ଧାମରା ବରଫ କଳ , ଅଫିସ ,ଭଦ୍ରକରେ ଥିବା ବାସଗୃହ ଆଦି ୪ଟି … Read More

ଜଙ୍ଗଲରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଯାଜପୁର : ଜଙ୍ଗଲରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ମୃତଦେହ ଉଦ୍ଧାର । ଯାଜପୁର୍‌ ରୋଡ ଟମକା ଥାନା ଅନ୍ତର୍ଗତ ରଥପଦା ଛକ ଜଙ୍ଗଲରୁ ମୃତଦେହ ଉଦ୍ଧାର ହୋଇଛି। ହତ୍ୟା ସନ୍ଦେହରେ ଟମକା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।  ମୃତକଙ୍କ ପରିଚୟ … Read More

ଖଣି ମାଫିଆ ସୁଶାନ୍ତ ବରାଡ଼ ଗିରଫ

ନୟାଗଡ଼ : ଗିରଫ ହେଲା ଡ଼ନ ଖଣି ମାଫିଆ।  ନୟାଗଡ଼ ରଣପୁର ମୟୁରଝାଲିଆ ବେଆଇନ ଖଣି ଖନନ ମାମଲାରେ NGTର ଛାଡ ପରେ ବନ୍ଧା ହେଲେ ଖଣି ମାଫିଆ ସୁଶାନ୍ତ ବରାଡ଼ । ରଣପୁର ତହସିଲ କୃଷ୍ଣପୁର ଗ୍ରାମର ଶୁଶାନ୍ତ ବରାଡ଼ଙ୍କ ନାଁରେ … Read More

ସ୍ତ୍ରୀକୁ ଠେଙ୍ଗାରେ ପିଟିପିଟି ମାରିଦେଲା ସ୍ୱାମୀ

ବଲାଙ୍ଗିର: ସ୍ତ୍ରୀକୁ ଠେଙ୍ଗାରେ ପିଟିପିଟି ମାରିଦେଲା ସ୍ୱାମୀ। ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘୁମେର ଗାଁ ରେ ମହୁଲ ଫଳ ଗୋଟାଇବାକୁ ଯିବା ବେଳେ ଘଟିଛି ଅଘଟଣ । ପାରିବାରିକ କଳହ ହେତୁ ଉଭୟଙ୍କ ମଧ୍ୟରେ ବଚସା ହେବାରୁ ଉତ୍ୟକ୍ତ ହୋଇ ସ୍ତ୍ରୀକୁ … Read More