ଆସୁଛି ଆଉ ଏକ ଘୂର୍ଣ୍ଣିବଳୟ : ୨୪ ଯାଏ ବର୍ଷା ସମ୍ଭାବନା, ୨୦ ଜିଲ୍ଲାକୁ ୟେଲୋ ଆଲର୍ଟ
ଭୁବନେଶ୍ୱର : ପୁଣି ବର୍ଷାରେ ଭିଜିବ ଓଡ଼ିଶା । ଆସୁଛି ଆଉ ଏକ ଘୂର୍ଣ୍ଣିବଳୟ । ଆସନ୍ତା ୨୪ରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ତେବେ ସମ୍ଭାବ୍ୟ … Read More
