ଜୁନ୍ ୧ରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି
ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଖରା ଯୋଗୁଁ ବନ୍ଦ ରହିଥିଲା । ପୁଣି ଥରେ ଆରମ୍ଭ ହେବାକୁ ଯାଉଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ଜୁନ୍ ୧ରେ ଭୁବନେଶ୍ୱର ୟୁନିଟ-୨ ସ୍ଥିତ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କ ଅଭିଯୋଗ ଶୁଣିବେ … Read More
