ଉଦଳାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସମସ୍ତ ରୁଟ୍‌ରେ ବସ ଚଳାଚଳ ବନ୍ଦ

ଉଦଳା: ଆଜଠାରୁ ଉଦଳାରୁ ସମସ୍ତ ରୁଟ୍‌କୁ ବସ ଚଳାଚଳ ବନ୍ଦ ରହିଛି। ଉଦଳାରୁ ଭୁବନେଶ୍ୱର ଚାଲୁଥିବା ଏକ ଯାତ୍ରୀବାହୀ ବସର କଣ୍ଡକ୍ଟର ରବୀନ୍ଦ୍ର ପରିଚ୍ଛାଙ୍କୁ ମରଣାନ୍ତକ ଆକ୍ରମଣ ହୋଇଥିଲା । ତେବେ ଅଭିଯୁକ୍ତମାନଙ୍କୁ ଗିରଫ କରା ଯାଉନଥିବାରୁ ଆଜି ଉଦଳା ମଟର … Read More

ଦଳିତ ଯୁବକଙ୍କୁ ବନ୍ଦ କୋଠରୀରେ ୩ ଦିନ ଧରି ଅମାନୁଷିକ ନିର୍ଯାତନା

ବ୍ରହ୍ମପୁର: ରେଶମ ସହର ବ୍ରହ୍ମପୁର ଓ ଏହାର ଆଖପାଖ ଅଞ୍ଚଳରେ ଅପରାଧୀଙ୍କ ଦାଦାଗିରି ଏବେ ସବୁ ସୀମା ପାର୍ କରିଯାଇଛି। ବ୍ରହ୍ମପୁର ସଦର ଥାନା ଅଞ୍ଚଳରୁ ଏକ ଅତି ବର୍ବର ତଥା ଛାତିଥରା ଘଟଣା ସାମ୍ନାକୁ ଆସିଛି, ଯାହାର ଏକ ଭିଡିଓ … Read More

ରଥଯାତ୍ରାରେ ମୁତୟନ ହେବେ କେନ୍ଦ୍ରୀୟ ଫୋର୍ସ: ୧୫ କମ୍ପାନୀ ଯବାନ ସମ୍ଭାଳିବେ ମହାପ୍ରଭୁଙ୍କ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ପୁରୀ ଏବେ ସମ୍ପୂର୍ଣ୍ଣ ପ୍ରସ୍ତୁତ। ଆସନ୍ତା ଜୁଲାଇ ୧୬ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଏହି ମହାପର୍ବକୁ ଶାନ୍ତିପୂର୍ଣ୍ଣ ଏବଂ ଶୃଙ୍ଖଳିତ ଭାବେ ସମ୍ପନ୍ନ କରିବା ଲାଗି ରାଜ୍ୟ ପୋଲିସ ପକ୍ଷରୁ ବ୍ୟାପକ … Read More

ଦିନକ ପରେ କେନାଲରୁ ମିଳିଲା ନିଖୋଜ ନାବାଳକର ମୃତଦେହ

କାମାକ୍ଷାନଗର: ଘର ସାମ୍ନାରୁ ନିଖୋଜ ନାବାଳକ ଛାତ୍ରର ମୃତଦେହ ରେଙ୍ଗାଳି କେନାଲରୁ ଉଦ୍ଧାର । ଗତକାଲି ଢେଙ୍କାନାଳ କାମାକ୍ଷାନଗର ମହାବିଦ୍ୟାଳୟ ସାମ୍ନାରେ ଥିବା ଏକ କଲୋନୀର ଘର ସାମ୍ନାରୁ ନାବାଳକ ଛାତ୍ର ନିଖୋଜ ହୋଇଯାଇଥିଲା । ଆଜି ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର … Read More

ମହାନଦୀ ଜଳ ବିବାଦ; ସମାଧାନ ପାଇଁ ସହମତ ଓଡ଼ିଶା ଓ ଛତିଶଗଡ଼

ଭୁବନେଶ୍ବର:ଦୀର୍ଘ ୮ ବର୍ଷ ଧରି ଚାଲିଆସୁଥିବା ମହାନଦୀ ଜଳ ବିବାଦ ମାମଲାରେ ଶୁକ୍ରବାର ଟ୍ରିବ୍ୟୁନାଲ ଶୁଣାଣିରେ ନୂଆ ମୋଡ଼। ଆଲୋଚନା ଓ ଆପୋଷ ବୁଝାମଣା ମାଧ୍ୟମରେ ବିବାଦର ସ୍ଥାୟୀ ସମାଧାନ ପାଇଁ ଓଡ଼ିଶା ଓ ଛତିଶଗଡ଼ ଉଭୟ ରାଜ୍ୟ ସହମତି ପ୍ରକାଶ … Read More

୬ ବର୍ଷ ହେଲା ହୋଇନି ପରୀକ୍ଷା! ନର୍ସିଂ ଛାତ୍ରୀଙ୍କ ଭବିଷ୍ୟତ ସହ ଖେଳ, ୧୬ଟି କଲେଜକୁ ନୋଟିସ

ବାଲେଶ୍ୱର: ନର୍ସିଂ ପଢ଼ି ସ୍ୱାସ୍ଥ୍ୟସେବା କ୍ଷେତ୍ରରେ କ୍ୟାରିୟର ଗଢ଼ିବାକୁ ସ୍ୱପ୍ନ ଦେଖିଥିବା ଶହ ଶହ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଏବେ ଅନ୍ଧକାରରେ। ଆଡମିଶନ କରିବାର ୬ ବର୍ଷ ବିତିଯାଇଥିଲେ ସୁଦ୍ଧା ଏଯାଏଁ ଗୋଟିଏ ବି ପରୀକ୍ଷା ଦେଇପାରିନାହାନ୍ତି ପିଲା। ଏଭଳି ଏକ ସାଂଘାତିକ … Read More

ଆଉ ୪ ଦିନ ପରେ ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା, ସୁରକ୍ଷା ପ୍ରସ୍ତୁତି ଚୂଡ଼ାନ୍ତ

ପୁରୀ: ଆଉ ୪ ଦିନ ପରେ ବିଶ୍ବପ୍ରସିଦ୍ଧ ପୁରୀ ଘୋଷଯାତ୍ରା । ଚୂଡ଼ାନ୍ତ ହୋଇଛି ସୁରକ୍ଷା ପ୍ରସ୍ତୁତି । ସୁରକ୍ଷା ପ୍ରସ୍ତୁତିର ଶେଷ ସମୀକ୍ଷା କରିଛନ୍ତି ପୋଲିସ ଡିଜି ୱାଇଖି ଖୁରାନିଆ । ରଥଯାତ୍ରା ସୁରକ୍ଷା ଦାୟିତ୍ବରେ ୧୩ ହଜାର ପୋଲିସ କର୍ମଚାରୀ … Read More

ନିର୍ମାଣାଧୀନ ପାଇଖାନା ଟାଙ୍କିରେ ପଡ଼ି ଦୁଇ ମୃତ

ଭୁବନେଶ୍ୱର: ଭୁବନେଶ୍ୱର ବିଜେବି ନଗରରେ ଏକ ଦୁଃଖଦ ଅଘଟଣ ଘଟିଛି । ନିର୍ମାଣାଧୀନ ପାଇଖାନା ଟାଙ୍କିରେ ଖସିପଡ଼ି ଦୁଇ ଜଣଙ୍କ ମୃତ୍ୟୁ । ପ୍ରଥମେ ଅଗ୍ନିଶମ ବାହିନୀ ୨ଜଣଙ୍କୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲକୁ ପଠାଇଥିଲେ । ଡାକ୍ତର ସେଠାରେ ଦୁଇ ଶ୍ରମିକଙ୍କୁ … Read More

ପାଠ୍ୟ ପୁସ୍ତକ ତ୍ରୁଟି ପ୍ରସଙ୍ଗ; ଅପରାଧିକ ତଦନ୍ତ ପାଇଁ କ୍ରାଇମବ୍ରାଞ୍ଚକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର : ପାଠ୍ୟ ପୁସ୍ତକରେ ତ୍ରୁଟି, ସମଗ୍ର ପ୍ରକ୍ରିୟାର ଅପରାଧିକ ତଦନ୍ତ ହେବ । କ୍ରାଇମବ୍ରାଞ୍ଚ ଏସ୍.ପି.ଙ୍କ ନିକଟରେ ଏଫ୍.ଆଇ.ଆର୍ କରିବାକୁ SCERT ନିର୍ଦ୍ଦେଶକଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ । ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠ୍ୟ ପୁସ୍ତକରେ ତ୍ରୁଟି ଘଟଣାକୁ ଗମ୍ଭୀରତାର ସହ … Read More

ଅଧ ରାତିରେ ମହିଳାଙ୍କ ଘରେ ପଶିଲେ ASI, ନିର୍ଦ୍ଧୁମ ଛେଚିଲେ ପରିବାର ଲୋକେ

ନୟାଗଡ : ରାତି ଅଧରେ ଜଣେ ମହିଳାଙ୍କ ଘରେ ପଶି ହରଡଘଣାରେ ଥାନା ଏଏସ୍ଆଇ । ନୟାଗଡ ଜିଲ୍ଲା ରଣପୁର ଥାନା ଏଏସ୍ଆଇ ପ୍ରଶାନ୍ତ ପରିଡା ଗତକାଲି ବିଳମ୍ବିତ ରାତିରେ ଥାନାଠାରୁ ମାତ୍ର ୨ଶହ ମିଟର୍ ଦୁରରେ ଥିବା ସାନକୂଆ ସାହିର ଜଣେ … Read More