୯ ଦିନ ପରେ ୧୫ ନିଖୋଜ ମତ୍ସ୍ୟଜୀବୀ ଠାବ, ସମସ୍ତେ ସୁରକ୍ଷିତ

ଜଳେଶ୍ୱର : ୯ ଦିନ ପରେ ଠାବ ହେଲେ ନିଖୋଜ ୧୫ ମତ୍ସ୍ୟଜୀବୀ । ସମସ୍ତେ ସୁରକ୍ଷିତ ଅଛନ୍ତି । ଗତ ଜୁଲାଇ ୨ ତାରିଖରୁ ପଶ୍ଚିମବଙ୍ଗର ଶଙ୍କରପୁର ବେଳାଭୂମିରୁ ମାଆକାଳୀ ନାମକ ଟ୍ରଲର ନେଇ ମାଛ ଧରିବାକୁ ଯାଇ ଗଭୀର ସମୁଦ୍ରରେ … Read More

ଜଟଣୀରେ ରାତି ଅଧରେ ଇଲେକ୍ଟ୍ରିସିଆନଙ୍କୁ ହତ୍ୟା

ଭୁବନେଶ୍ୱର : ଜଟଣୀରେ ଇଲେକ୍ଟ୍ରିସିଆନକୁ ହତ୍ୟା । ଖୁଦୁପୁର ଛକରେ ଘଟିଛି ବିଭତ୍ସ ହତ୍ୟାକାଣ୍ଡ ଘଟିଛି । ରାତି ଅଧରେ ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ଅଭିଯୁକ୍ତ ଫେରାର ହୋଇଯାଇଛି । ଏମ୍ସରେ ଚିକିତ୍ସିତ ବେଳେ ମାର୍କଣ୍ଡ ବଳିୟାସିଂଙ୍କ ମୃତ୍ୟୁ ହୋଇଛି । … Read More

ଭିଜିଲାନ୍ସ ଜାଲରେ ଏଏସଆଇ, ଜମି ବିବାଦ ଫଇସଲା ପାଇଁ ମାଗିଥିଲେ ୧୦ ହଜାର ଟଙ୍କା

କଟକ : ଭିଜିଲାନ୍ସ ଜାଲରେ ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ଥାନାର ଏଏସଆଇ ଅକ୍ଷୟ କୁମାର ସେଠୀ । ଲାଞ୍ଚ ମାମଲାରେ ASI ଫେରାର ହୋଇଥିଲେ, ଏବେ ବନ୍ଧା ହେଲେ । ଦୀର୍ଘ ସମୟର କସରତ ପରେ ପୋଲିସ ଅକ୍ଷୟ କୁମାର ସେଠୀଙ୍କୁ ଗିରଫ … Read More

ଦୁଇ ବାଇକ ମୁହାଁମୁହିଁ ଧକ୍କା, ୨ ମୃତ ଓ ଜଣେ ଆହତ

କୋରାପୁଟ : କୋରାପୁଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ଚାଲିଗଲା ଦୁଇ ଜଣଙ୍କ ଜୀବନ । କୋରାପୁଟ ସଦର ଥାନା ଡଲିଆମ୍ବ ବ୍ରିଜ ନିକଟରେ ଗତ ରାତିରେ ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିବା ଦେଖିବାକୁ ମିଳିଛି । … Read More

ମୁଣ୍ଡଳୀରେ ପହଞ୍ଚିଲା ପ୍ରଥମ ବନ୍ୟାଜଳ: ଫୁଲୁଛି ମହାନଦୀ, ତଳିଆ ଅଞ୍ଚଳରେ ଆତଙ୍କ

କଟକ: ଲଗାଣ ବର୍ଷା ଯୋଗୁଁ ଉପରମୁଣ୍ଡରୁ ମାଡ଼ି ଆସୁଛି ପାଣି। ହୀରାକୁଦ ଜଳଭଣ୍ଡାରରୁ ଛଡ଼ାଯାଇଥିବା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଶେଷରେ ଆସି ମୁଣ୍ଡଳୀ ବ୍ୟାରେଜରେ ପହଞ୍ଚିଛି। ଏହାର ପ୍ରଭାବରେ ମହାନଦୀ ଏବଂ ଏହାର ଶାଖା ନଦୀଗୁଡ଼ିକର ଜଳସ୍ତର ଏବେ ଧୀରେ … Read More

ରଥଯାତ୍ରା ପୂର୍ବରୁ ସକ୍ରିୟ ସାଇବର୍‌ ଠକ: ମହାପ୍ରଭୁଙ୍କୁ ତୁଳସୀ ଚଢ଼ା ନାଁରେ ଅନଲାଇନରେ ମାଗୁଛନ୍ତି ଟଙ୍କା

ପୁରୀ: ରଥଯାତ୍ରା ଆରମ୍ଭ ନ ହେଉଣୁ ସକ୍ରିୟ ହୋଇଗଲେଣି ସାଇବର୍ ଠକମାନେ । ରଥଯାତ୍ରାରେ ପୂଜାପାଠ କରିବାକୁ ଆଳ କରି ଦାନ ମାଗୁଛନ୍ତି । ଫେସବୁକ୍‌ ରେ ମାଳମାଳ ବିଜ୍ଞାପନ ଛାଡୁଛନ୍ତି । ଏଭଳି କଲେ କୁକର୍ମରୁ ମୁକ୍ତି ମିଳିବ ବୋଲି … Read More

ପଛକୁ ପଛ ଆସୁଛି ୨ଟି ଲଘୁଚାପ: ୨୨ ତାରିଖ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଓଡ଼ିଶାରେ ମୌସୁମୀ ବର୍ଷା ଜାରି ରହିଛି। ଗତ କିଛି ଦିନ ଧରି ରାଜ୍ୟର ବିଭିନ୍ନ ଅଞ୍ଚଳରେ ଅସରାଏ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଥିବା ବେଳେ, ଆଗକୁ ଓଡ଼ିଶା ଆଡ଼କୁ ଆସୁଛି ଆହୁରି ଦୁଇଟି ଲଘୁଚାପ। ଏହା ପ୍ରଭାବରେ ଆସନ୍ତା ୨୨ … Read More

ରଥଯାତ୍ରା ପରିଚାଳନା ପାଇଁ ୧୯ ବରିଷ୍ଠ ଆଇପିଏସ ନିୟୋଜିତ

ଭୁବନେଶ୍ୱର:ରଥଯାତ୍ରାକୁ ସୁରକ୍ଷିତ ଓ ସୁଶୃଙ୍ଖଳ ଭାବେ ସମ୍ପନ୍ନ କରିବା ପାଇଁ ରାଜ୍ୟ ସରକାର ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ରଥଯାତ୍ରା ସମୟରେ ସୁରକ୍ଷା ବ୍ୟବସ୍ଥାର ତଦାରଖ ପାଇଁ ୧୯ ଜଣ ବରିଷ୍ଠ ଆଇପିଏସ  ଅଧିକାରୀଙ୍କୁ ନିୟୋଜିତ କରାଯାଇଛି। ସେହିପରି ପ୍ରାୟ … Read More

ରାଜଧାନୀରୁ ବନ୍ଧା ହେଲା ନକଲି ଆଡିସନାଲ ଏସପି

ଭୁବନେଶ୍ୱର : ଆଡିସନାଲ ଏସପି ପରିଚୟ ଦେଇ ଲୋକଙ୍କୁ ଧମକଚମକ ଅଭିଯୋଗରେ ଜଣେ ଗିରଫ । ଖାରବେଳନଗର ଥାନା ପୋଲିସ ହାତରେ ଧରାପଡ଼ିଲା ଧୂର୍ତ୍ତ ଠକ ରଜନୀକାନ୍ତ ମହାନ୍ତି । ନିଜକୁ ଆଡିସନାଲ ଏସପି ପରିଚୟ ଦେଇ ସେ ଲୋକଙ୍କୁ ଧମକଚମକ ଦେଉଥିଲା … Read More

ରଥଯାତ୍ରା ପାଇଁ କ୍ଷେତ୍ର ପରିଦର୍ଶନ ଓ ରୁଟ୍ ସମୀକ୍ଷା କଲା ପୁରୀ ପୁଲିସ

ପୁରୀ : ରଥଯାତ୍ରା ପାଇଁ ପୁରୀ ପୁଲିସ ପକ୍ଷରୁ ଗୁରୁବାର କ୍ଷେତ୍ର ପରିଦର୍ଶନ ଓ ରୁଟ୍ ସମୀକ୍ଷା କରାଯାଇଛି। ଅତିରିକ୍ତ ଏଡିଜି ସୌମେନ୍ଦ୍ର ପ୍ରିୟଦର୍ଶୀ ଓ ଜିଲା ଆରକ୍ଷୀ ଅଧୀକ୍ଷକ ପ୍ରତୀକ ସିଂ ଓ ଅନ୍ୟାନ୍ୟ ବରିଷ୍ଠ ପୁଲିସ ଅଧିକାରୀ, ଟ୍ରାଫିକ୍ … Read More