ଭୁବନେଶ୍ୱରରେ ନିର୍ମାଣ ହେବ ରାଜ୍ୟର ପ୍ରଥମ ସ୍କାଏୱାକ୍, ବ୍ୟୟ ହେବ ୧୮.୪୨ କୋଟି

ଭୁବନେଶ୍ୱର : ଭୁବନେଶ୍ୱରର ପଳାଶୁଣୀ ରସୁଲଗଡ଼ ଅଞ୍ଚଳରେ ଓଡ଼ିଶାର ପ୍ରଥମ ଅତ୍ୟାଧୁନିକ ସ୍କାଏୱାକ୍ ନିର୍ମାଣ ହେବ ।  ୪୫୦ ମିଟର ଲମ୍ବ ବିଶିଷ୍ଟ ଏହି ସ୍କାଏୱାକ୍ ର ଭିତ୍ତିପ୍ରସ୍ତର ଆଜି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ସ୍ଥାପନ କରିଛନ୍ତି ।  ପ୍ରାୟ ୧୮ … Read More

ଫିଟନେସ ନ ଥିଲେ ଜବତ ହେବ ଗାଡ଼ି

ଭୁବନେଶ୍ୱର: ଫିଟନେସ୍ ନଥିଲେ ରାସ୍ତାରେ ଗଡିପାରିବନି ଗାଡି। ନିୟମ ଉଲ୍ଲଙ୍ଘନ କଲେ ହେବ କଠୋର କାର୍ଯ୍ୟାନୁଷ୍ଠାନ। ସଡ଼କ ଦୁର୍ଘଟଣା ହ୍ରାସ ପାଇଁ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ। ସଡ଼କ ଦୁର୍ଘଟଣା ହ୍ରାସ ତଥା ସମସ୍ତ ସଡ଼କ … Read More

ମହାନଦୀ ସହ ୭ ପ୍ରମୁଖ ନଦୀ ପାର୍ଶ୍ୱରେ ସୃଷ୍ଟି ହେବ ସବୁଜ ବଳୟ, ଲଗାଯିବ ଲକ୍ଷ ଲକ୍ଷ ଚାରା

ଭୁବନେଶ୍ୱର: କପିଳେଶ୍ଵର ଠାରେ ଆୟୋଜିତ ୭୭ତମ ରାଜ୍ୟସ୍ତରୀୟ ବନ ମହୋତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଶ୍ୱବ୍ୟାପୀ ଜଳବାୟୁ ପରିବର୍ତ୍ତନ ଓ ବିକଟ ଗ୍ରୀଷ୍ମ ଲହରିର ମୁକାବିଲା ପାଇଁ ବ୍ୟାପକ ବୃକ୍ଷରୋପଣ ହିଁ ଏକମାତ୍ର ଦୀର୍ଘକାଳୀନ … Read More

ପାଟଧରା ଜଙ୍ଗଲରୁ ମାଓ ଡମ୍ପ ଠାବ, ମାରଣାସ୍ତ୍ର ସହ ଟିଫିନ ବୋମା ଜବତ

ନୂଆପଡ଼ା: ଓଡ଼ିଶା-ଛତିଶଗଡ଼ ସୀମାନ୍ତ ପାଟଧାରା ସଂରକ୍ଷିତ ଜଙ୍ଗଲରୁ ମାଓ ଡମ୍ପ ଉଦ୍ଧାର ହୋଇଛି । ନୂଆପଡ଼ା ଜିଲ୍ଲା ପୋଲିସ ଏବଂ ସିଆରପିଏଫର ମିଳିତ ଟିମ ପାଟଧାରା ସଂରକ୍ଷିତ ଜଙ୍ଗଲରୁ ଏହି ମାଓ ଡମ୍ପ ଉଦ୍ଧାର କରିଛନ୍ତି । ଏଥିରୁ ବିପୁଳ ପରିମାଣରେ … Read More

ଅଲାରନାଥଙ୍କୁ ଦର୍ଶନ କଲେ ରାଜ୍ୟପାଳ

ବ୍ରହ୍ମଗିରି :  ଅଲାରନାଥଙ୍କୁ ଦର୍ଶନ କଲେ ରାଜ୍ୟପାଳ । ଅଲାରନାଥଙ୍କୁ ଦର୍ଶନ କଲେ ରାଜ୍ୟପାଳ ହରିବାବୁ କମ୍ଭମପାଟି। ବ୍ରହ୍ମଗିରି ଅଲାରନାଥ ମନ୍ଦିରରେ ପହଞ୍ଚିବା ପରେ ଜିଲ୍ଲାପ୍ରଶାସନ ତରଫରୁ ଫୁଲତୋଡ଼ା ଦେଇ ସ୍ୱାଗତ କରାଯାଇଥିଲା ।  ସିଂହଦ୍ୱାର ସମ୍ମୁଖରେ ସେବାୟତ ନିଯୋଗ ତରଫରୁ ଖଣ୍ଡୁଆ, … Read More

ରଥଯାତ୍ରା ପାଇଁ NSG କମାଣ୍ଡୋର ମକଡ୍ରିଲ୍, ଆତଙ୍କୀ କାର୍ଯ୍ୟକଳାପକୁ ପ୍ରତିହତ କରିବାକୁ ଅଭ୍ୟାସ

ପୁରୀ : ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ପୁରୀରେ NSG କମାଣ୍ଡୋର ମକଡ୍ରିଲ୍ । ପୁରୀ ଗୁଣ୍ଡିଚା ମନ୍ଦିର ନିକଟରେ NSG କମାଣ୍ଡୋ ଓ NDRF ଟିମ ପକ୍ଷରୁ ମକଡ୍ରିଲ କରାଯାଇଛି । ଶ୍ରୀମନ୍ଦିର ସୁରକ୍ଷା ସହ ସମ୍ଭାବ୍ୟ ଆତଙ୍କବାଦୀ କାର୍ଯ୍ୟକଳାପକୁ ପ୍ରତିହତ କରିବାକୁ … Read More

ସ୍ଥଗିତ ରହିଲା ଶ୍ରୀଜଗନ୍ନାଥ ସଂସ୍କୃତିକୁ ନେଇ ପ୍ରସ୍ତୁତ ଆନିମେସନ୍ ଫିଲ୍ମ ’ମହାପ୍ରଭୁ ଜଗନ୍ନାଥ’

ପୁରୀ : ମହାପ୍ରଭୁଙ୍କୁ ନେଇ ପ୍ରସ୍ତୁତ ହୋଇଛି କପୋଳକଳ୍ପିତ ଆନିମେସନ କାହାଣୀ । କଠୋର ହେଲା ଶ୍ରୀମନ୍ଦିର ପ୍ରଚାର ପ୍ରସାର ଉପସମିତି। ସ୍ଥଗିତ ରହିଲା ଶ୍ରୀଜଗନ୍ନାଥଙ୍କୁ ନେଇ ଫୁଲ ଫିଚର୍ ଆନିମେସନ୍ ଫିଲ୍ମ ମହାପ୍ରଭୁ ଜଗନ୍ନାଥ । ୧୦ତାରିଖରେ ରିଲିଜ୍ ହେବାକୁ ଥିବା … Read More

କାଣୀ ନଦୀରେ ୩୦ ଫୁଟର ଘାଇ, ଜମିରେ ପଶିଲା ବନ୍ୟା ଜଳ

ଯାଜପୁର ଟାଉନ : ଲଗାଣ ବର୍ଷା ଯୋଗୁଁ ବୈତରଣୀ ନଦୀରେ ପ୍ରବେଶ କରିଛି ପ୍ରଥମ ବନ୍ୟାଜଳ । ଫଳରେ ଯାଜପୁର ଜିଲ୍ଲା ଦଶରଥପୁର ବ୍ଲକ ବୈତରଣୀ ନଦୀ ଶାଖା କାଣୀ ନଦୀର କଣ୍ଟପଡା ଠାରେ ୩୦ ଫୁଟର ଘାଇ ସୃଷ୍ଟି ହୋଇଛି । … Read More

ଟିଟିଲାଗଡ଼ରେ ଆଦିବାସୀ ସଂଘର ମହାମେଳି; ସହରରେ ପୁଲିସ ଛାଉଣୀ

ଟିଟିଲାଗଡ଼: କେନ୍ଦ୍ର ଏବଂ ରାଜ୍ୟ ସରକାର ଆଦିବାସୀଙ୍କୁ କ୍ରମାଗତ ଭାବରେ ଅବହେଳା କରୁଥିବା ଅଭିଯୋଗ କରି ଆଜି ବଲାଙ୍ଗୀର ଜିଲା ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ଏକ ବିଶାଲ ମେଳି ଓ ରାଲି ପୁଲିସ ପ୍ରଶାସନର ନିଦ ହଜେଇ ଦେଇଥିବା ଦେଖାଯାଇଥିଲା। … Read More

ଗଛରୁ ଝୁଲନ୍ତା ଅବସ୍ଥାରେ କଲରାପତରିଆ ବାଘର ମୃତଦେହ ଉଦ୍ଧାର

ଆସ୍କା: ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟ ଏକ ଗଛରୁ ଝୁଲନ୍ତା ଅବସ୍ଥାରେ କଲରା ପତରିଆ ମୃତଦେହ ଉଦ୍ଧାର ହୋଇଛି । ଶିକାରୀ ଫାସ ବସାଇଥିବା ବେଳେ ଫାସରେ ଲାଗି ବାଘଟିର ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି । ଘଟଣାସ୍ଥଳରେ … Read More