ଭୁବନେଶ୍ୱର ଏୟାରପୋର୍ଟରୁ ୫ କୋଟିର ମାରିଜୁଆନା ଜବତ କଲା ଡିଆରଆଇ ଓ କଷ୍ଟମ ବିଭାଗ
ଭୁବନେଶ୍ୱର: ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ପୁଣି ମାରିଜୁଆନା ଜବତ ହୋଇଛି । ବ୍ୟାଙ୍କକ୍ରୁ ଭୁବନେଶ୍ୱର ଚାଲାଣ ବେଳେ ବିପୁଳ ପରିମାଣର ମାରିଜୁଆନ ଜବତ କରିଛି ଡିଆରଆଇ ଓ କଷ୍ଟମ ବିଭାଗ । ବ୍ୟାଙ୍କକ୍ ରୁ ଆସୁଥିବା ଜଣେ … Read More
