ରଥଯାତ୍ରା ସମୀକ୍ଷା ବୈଠକ, କର୍ଡନ୍ ଭିତରକୁ ଅନଧିକୃତ ଲୋକଙ୍କୁ ସମ୍ପୂର୍ଣ୍ଣ ବାରଣ
ପୁରୀ: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ସ୍ବତନ୍ତ୍ର ସମୀକ୍ଷା ବୈଠକ ଆରମ୍ଭ । ସବୁ ବିଭାଗର ରଥଯାତ୍ରା ପ୍ରସ୍ତୁତିର ହେଉଛି ସମୀକ୍ଷା । ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଓ ପ୍ରଭାତୀ ପରିଡ଼ା, ଆଇନ ମନ୍ତ୍ରୀ ପୃଥୀରାଜ … Read More
