ଏଣିକି ନବମ ଓ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ବି ମିଳିବ ମଧ୍ୟାହ୍ନଭୋଜନ, କେଜିରୁ ପିଜି ନିଃଶୁଳ୍କ ଶିକ୍ଷା

ଭୁବନେଶ୍ୱର: ନବମ ଓ ଦଶମ ଶ୍ରେଣୀର ପିଲାଙ୍କୁ ମଧ୍ୟ ଏଣିକି ମିଳିବ ମଧ୍ୟାହ୍ନ ଭୋଜନ। ପୂର୍ବରୁ କେବଳ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ମଧ୍ୟାହ୍ନ ଭୋଜନ ଦିଆଯାଉଥିଲା। ବୁଧବାର ସଂଧ୍ୟାରେ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିଥିବା … Read More

ଘରୋଇ ମେସ୍‌ରୁ ୪ ଛାତ୍ର ନିଖୋଜ

ବାଲେଶ୍ବର: ଘରୋଇ ମେସ୍‌ରେ ଅତ୍ୟାଚାର କାରଣରୁ ମେସ୍ ଛାଡ଼ି ପଳାଇଲେ ୪ ଜଣ ଛାତ୍ର । ଯାହାକୁ ନେଇ ଥାନାର ଦ୍ବାରସ୍ଥ ହୋଇଛନ୍ତି ଅଭିଭାବକମାନେ । ଘରୋଇ ମେସ୍‌ରେ ନିର୍ଯାତନା ଦିଆଯାଉଥିବା ନେଇ ଅଭିଯୋଗ କରିଛନ୍ତି । ଏହି କାରଣରୁ ସମସ୍ତ … Read More

ବୀଣାପାଣି ନୋଡାଲ ସ୍କୁଲର ପ୍ରଧାନଶିକ୍ଷକ ସସପେଣ୍ଡ, ମଦ ପିଇ ଲୋକଙ୍କୁ କରୁଥିଲେ ଗାଳି ଗୁଲଜ

ଭଦ୍ରକ: ମଦ ପିଇ ସ୍କୁଲକୁ ଆସୁଛନ୍ତି ପ୍ରଧାନ ଶିକ୍ଷକ। କେବଳ ଏତିକି ନୁହେଁ ସ୍କୁଲ ସମୟରେ ବଜାରକୁ ଯାଇ ମଦ ପିଇ ଲୋକଙ୍କୁ ଗାଳି ଗୁଲଜ କରୁଛନ୍ତି। ଏହି ଘଟଣା ଚାରିଆଡେ ଚର୍ଚ୍ଚାର ବିଷୟ ପାଲଟିଛି। ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ … Read More

ଲଗାଣ ବର୍ଷା ଯୋଗୁ କନ୍ଧମାଳ ଜିଲ୍ଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା

କନ୍ଧମାଳ: ସମଗ୍ର ରାଜ୍ୟରେ ଲାଗି ରହିଛି ବର୍ଷାର ପ୍ରକୋପ । ସହରାଞ୍ଚଳରେ ଜଳବନ୍ଦୀ ଓ ଜଳ ଜମିବାର ଆଶଙ୍କା ରହିଛି । ଏହାକୁ ଦୃଷ୍ଟିରେ ରଖି ସମସ୍ତ ସହରାଞ୍ଚଳ ସ୍ଥାନୀୟ ସଂସ୍ଥା (ୟୁଏଲବି)କୁ ହାଇଆଲର୍ଟରେ ରହିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି … Read More

ଭୋଜି କରିବାକୁ ଯାଇ ଗୁଣ୍ଡିଚାଘାଗି ଜଳପ୍ରପାତରେ ବୁଡ଼ିଗଲେ ଯୁବକ

ଘଟଗାଁ: ଗୁଣ୍ଡିଚାଘାଗି ଜଳପ୍ରପାତରେ ବୁଡ଼ି ଯୁବକ ନିଖୋଜ । କେନ୍ଦୁଝର ଜିଲ୍ଲା ଘଟଗାଁ ଅଞ୍ଚଳରେ ପର୍ଯ୍ୟଟନସ୍ଥଳୀ ଗୁଣ୍ଡିଚାଘାଗି ଜଳପ୍ରପାତରେ ବୁଡ଼ି ଯାଇ ଜଣେ ଯୁବକ ନିଖୋଜ । ନିଖୋଜ ଯୁବକ କେନ୍ଦ୍ରାପଡ଼ା ଜିଲ୍ଲା ଅଞ୍ଚଳର ଚଣ୍ଡିଆ ସାମଲ ବୋଲି ସୂଚନା ମିଳିଛି। ଚଣ୍ଡିଆଙ୍କ … Read More

ମହାପ୍ରଭୁଙ୍କ ଅଣସର ନୀତିକୁ ନେଇ ଇନଷ୍ଟାଗ୍ରାମ ପୋଷ୍ଟକୁ ବିରୋଧ, କାର୍ଯ୍ୟାନୁଷ୍ଠାନ ଦାବି

ଭୁବନେଶ୍ବର: ପୁଣି ମହାପ୍ରଭୁଙ୍କ ପ୍ରତି ଅପମାନ । ମହାପ୍ରଭୁ ଶ୍ରୀଜଗନ୍ନାଥ ବର୍ତ୍ତମାନ ଅଣସରରେ ଥିବାବେଳେ ଦଇତlପତି ଓ ପତି ମହାପାତ୍ରଙ୍କ ସେବାୟତଙ୍କ ଦ୍ୱାରା ଗୁପ୍ତ ଚିକିତ୍ସା ଚାଲିଛି । କିନ୍ତୁ କିଛି ଖଳ ପ୍ରକୃତିର ଲୋକ ଶସ୍ତା ଲୋକପ୍ରିୟତା ପାଇଁ ମହାପ୍ରଭୁଙ୍କ ସହ … Read More

ରଥଯାତ୍ରା ପାଇଁ ଗଡ଼ିବ ଗୋନ୍ଦିଆ-ପୁରୀ ସ୍ପେସାଲ ଟ୍ରେନ୍

ଭୁବନେଶ୍ୱର: ଭାରତୀୟ ରେଳପଥ ପକ୍ଷରୁ ଭକ୍ତଙ୍କ ସୁବିଧା ପାଇଁ ମହାରାଷ୍ଟ୍ରର ଗୋନ୍ଦିଆ ଜଙ୍କସନ ଏବଂ ପୁରୀ ମଧ୍ୟରେ ଏକଯୋଡ଼ା ରଥଯାତ୍ରା ସ୍ପେଶାଲ ଟ୍ରେନ୍ ଚଳାଚଳ କରିବାକୁ ନିଷ୍ପତ୍ତି ନେଇଛି। ଏନେଇ ପୂର୍ବତଟ ରେଳପଥ ପକ୍ଷରୁ ସୂଚନା ଦିଆଯାଇଛି। ଏହି ସ୍ପେଶାଲ ଟ୍ରେନ୍‌ଗୁଡ଼ିକ … Read More

ଟ୍ବିନ ସିଟିରେ ଜାରି ରହିଛି ବର୍ଷା, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ଗତକାଲି ଭଳି ଆଜି ବି ଟ୍ବିନ ସିଟିରେ ଜାରି ରହିଛି ବର୍ଷା । ସେପଟେ ଆଜି ରାଜ୍ୟରେ ୪ ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ସତର୍କ କରିଛି ପାଣିପାଗ କେନ୍ଦ୍ର । ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ … Read More

ବାୟୋ ପ୍ଲାଣ୍ଟକୁ ବିରୋଧ, ପୋଲିସ ଗ୍ରାମବାସୀ ଧସ୍ତାଧସ୍ତି

ରାଉରକେଲା: ରାଉରକେଲାରେ ବାୟୋ ପ୍ଲାଣ୍ଟ କାମକୁ ଗ୍ରାମବାସୀଙ୍କ ବିରୋଧ । ପୋଲିସ ଜନତା ଧସ୍ତାଧସ୍ତି । ରାଉରକେଲାରେ ଅଏଲ୍ ଇଣ୍ଡିଆ ପକ୍ଷରୁ ଲୁହାକେରାଠାରେ ସ୍ଥାପନ କରିବାକୁ ଯାଉଥିବା ବାୟୋ ପ୍ଲାଣ୍ଟ କାର୍ଯ୍ୟକୁ ନେଇ ଚାପା ଉତ୍ତେଜନା ଦେଖାଦେବାରୁ ମାଜିଷ୍ଟ୍ରେଟଙ୍କ ସହ ପୋଲିସ ଫୋର୍ସ … Read More

ଚଳିତ ବର୍ଷ ଅକ୍ଟୋବର ସୁଦ୍ଧା ଶେଷ ହେବ ପୋଲିସ SI ପରୀକ୍ଷା

ଭୁବନେଶ୍ୱର : SI ଆଶାୟୀଙ୍କ ପାଇଁ ବଡ଼ ଖବର । ଚଳିତ ବର୍ଷ ଅକ୍ଟୋବର ସୁଦ୍ଧା ଶେଷ ହେବ ପୋଲିସ SI ପରୀକ୍ଷା । ସୂଚନା ଦେଲେ OUSSSC ଅଧ୍ୟକ୍ଷ ରଶ୍ମି ରଞ୍ଜନ ସ୍ୱାଇଁ । ପ୍ରଶ୍ନପତ୍ର ଲିକ୍ ପାଇଁ ବଞ୍ଚିତ ଛାତ୍ରଛାତ୍ରୀ … Read More