ସୁଇମିଂ ପୁଲ୍‌ରେ ବୁଡ଼ି ଯୁବତୀ ମୃତ, ହତ୍ୟା ଅଭିଯୋଗ ଆଣିଲା ପରିବାର

ପୁରୀ: ସୋମବାର ରାତିରେ ପୁରୀର ଏକ ହୋଟେଲରେ ଥିବା ସୁଇମିଂ ପୁଲରେ ଗାଧୋଇବା ବେଳେ ବୁଡ଼ି ଗଲେ ଜଣେ ୨୫ ବର୍ଷୀୟା ଯୁବତୀ। ମୃତକ ହେଲେ ସୁମିତ୍ରା ମହାପାତ୍ର ଓରଫ ମାମା। ସେ ଗୌଡାବାଡା ସାହିର ବାସିନ୍ଦା। ପୁଲିସ ଜିଲ୍ଲା ମୁଖ୍ୟଚିକିତ୍ସାଳୟରେ … Read More

ଖଣ୍ଡଗିରି ହତ୍ୟାକାଣ୍ଡ: ପୁଅ ପରେ ଡାକ୍ତରଖାନାରେ ଆଖି ବୁଜିଲେ ବାପା

ଭୁବନେଶ୍ୱର: ଖଣ୍ଡଗିରି ହତ୍ୟାକାଣ୍ଡ ମାମଲା। AIIMSରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ବାପା। ପୂର୍ବରୁ ପୁଅ କୃଷ୍ଣ ପାଢ଼ୀର ମୃତ୍ୟୁ ହୋଇଥିବା ବେଳେ ବଞ୍ଚାଇବାକୁ ଯାଇ ବାପା ଗୁରୁତର ହୋଇ ଏମ୍ସରେ ଚିକିତ୍ସା ହେଉଥିଲେ। ତେବେ ଆଜି ଚିକିତ୍ସାଧୀନ ଅବସ୍ଥାରେ କୃଷ୍ଣ … Read More

ଜୁଲାଇ ୪ରେ ଓଡ଼ିଶା ଆସିବେ ଗୃହମନ୍ତ୍ରୀ ଅମିତ ଶାହ

ଭୁବନେଶ୍ୱର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆସନ୍ତା ଜୁଲାଇ ୪ ତାରିଖରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ସୂଚନା ଦେଇଛନ୍ତି ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ।ସୂଚନା ଅନୁଯାୟୀ, ଜୁଲାଇ ୪ ତାରିଖରେ ଅମିତ ଶାହ ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚି ସିଧାସଳଖ … Read More

ଚନ୍ଦ୍ରଭାଗାରେ ଦୁଇ ଭାଇଙ୍କୁ ସଂଘବଦ୍ଧ ଆକ୍ରମଣ

କୋଣାର୍କ: ପୁରୀ ଜିଲ୍ଲାର ଚନ୍ଦ୍ରଭାଗା ବଜାରରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଏକ ସଂଘବଦ୍ଧ ଆକ୍ରମଣ। ପ୍ରାୟ ୧୫ ଜଣ ଅଜଣା ଯୁବକଙ୍କ ଆକ୍ରମଣରେ ଦୁଇ ଭାଇ ଗୁରୁତର ଆହତ ହୋଇଥିବା ବେଳେ କୋଣାର୍କ ପୋଲିସ ମାମଲା ରୁଜୁ କରି ଘଟଣାର … Read More

ଛାତ୍ରଛାତ୍ରୀଙ୍କୁ ଦିଆଯିବ ସଂଶୋଧିତ ପୁସ୍ତକ : ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ

ଭୁବନେଶ୍ୱର : ସ୍କୁଲକୁ ଦିଆଯିବ ସଂଶୋଧିତ ପୁସ୍ତକ। ସଂଶୋଧିତ ପୁସ୍ତକ ଦିଆଯିବା ନେଇ ସୋମବାର ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡ । ମନ୍ତ୍ରୀ କହିଛନ୍ତି, ପ୍ରତ୍ୟାହାର ହେବନି ତ୍ରୁଟିପୂର୍ଣ୍ଣ ବହି, ସ୍କୁଲକୁ ଦିଆଯିବ ସଂଶୋଧିତ … Read More

ଆସୁଛି ବଡ଼ ଲଘୁଚାପ, ଜୁଲାଇ ପ୍ରଥମ ସପ୍ତାହରୁ ପ୍ରବଳ ବର୍ଷିବ !

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହେବ ଚଳିତ ସିଜିନ୍ ର ପ୍ରଥମ ବଡ଼ ଲଘୁଚାପ । ଜୁଲାଇ ୨ ରୁ ବଢ଼ିବ ବର୍ଷାର ପ୍ରକୋପ । ମୌସୁମୀ ପ୍ରବାହକୁ ଆହୁରି ସକ୍ରିୟ କରିବା ପାଇଁ ପ୍ରକୃତି ନିଜର ପ୍ରସ୍ତୁତି ଆରମ୍ଭ କରିଦେଇଛି । ଭାରତୀୟ … Read More

ବ୍ୟାଗରୁ ନବଜାତ ଶିଶୁପୁତ୍ରର ମୃତଦେହ ଉଦ୍ଧାର

ଢେଙ୍କାନାଳ : ଢେଙ୍କାନାଳ, ରାସ୍ତା କଡ଼ରୁ ନବଜାତ ଶିଶୁପୁତ୍ରର ମୃତ ଦେହ ଠାବ। ଢେଙ୍କାନାଳ ସହର ରାମେଶ୍ୱରପୁର ଓଭରବ୍ରିଜ୍ ନିକଟରୁ ଏକ ଜରି ବ୍ୟାଗ୍ ଭିତରୁ ମିଳିଛି ମୃତ ଦେହ । କେହି ଜାଣିଶୁଣି ନବଜାତ ଶିଶୁପୁତ୍ରକୁ ଫିଙ୍ଗି ପଳାଇଥିବା ଅନୁମାନ କରାଯାଉଛି। … Read More

ଗଜପତିଙ୍କୁ ଭେଟି ରଥ ଖଳା ବୁଲିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ପୁରୀ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଦିନ ପୁରୀ ଗସ୍ତ କରି ମହାପ୍ରଭୁଙ୍କୁ ସ୍ନାନବେଦୀରେ ଦର୍ଶନ କରିଛନ୍ତି। ଏହାବ୍ୟତୀତ ସ୍ନାନ ପୂର୍ଣ୍ଣିମାର ପବିତ୍ର ଅବସରରେ ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ ମଧ୍ୟ କରିଛନ୍ତି। ସ୍ନାନ ମଣ୍ଡପରେ … Read More

ମେଡିକାଲରେ ମହିଳା ସିକ୍ୟୁରିଟି ଗାର୍ଡଙ୍କୁ ଆକ୍ରମଣ

ଭଦ୍ରକ : ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ମହିଳା ସିକ୍ୟୁରିଟି ଗାର୍ଡ କୁ ଆକ୍ରମଣ । ଏହି ଆକ୍ରମଣରେ ମହିଳା ସିକ୍ୟୁରିଟି ଗାର୍ଡ ଆହତ ।  ଭଦ୍ରକ ମୁଖ୍ୟ ଚିକିତ୍ସାଳୟ ପରିସରରେ ଉତ୍ତେଜନା ।  ସୂଚନା ଅନୁଯାୟୀ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ … Read More

ଜୁଲାଇ ୪ ପର୍ଯ୍ୟନ୍ତ ବଢ଼ିଲା ଯୁକ୍ତ ଦୁଇ ରିଚେକିଂ

ଭୁବନେଶ୍ୱର: ଜୁଲାଇ ୪ ପର୍ଯ୍ୟନ୍ତ ବଢ଼ିଲା ଯୁକ୍ତ ଦୁଇ ରିଚେକିଂ। ଯୁକ୍ତ ୨ ରିଚେକିଂ ଆବେଦନ ଅବଧି ବୃଦ୍ଧି କଲେ CHSE କର୍ତ୍ତୃପକ୍ଷ। ୩୦ ତାରିଖରେ ଶେଷ ହେଉଥିବା ସମୟ ଅବଧି ଜୁଲାଇ ୪କୁ ବଢ଼ିଲା। ପରୀକ୍ଷା ନିୟନ୍ତ୍ରକ ଡ. ପ୍ରଶାନ୍ତ … Read More