ଚାଷୀଙ୍କୁ ସଠିକ ସମୟରେ ସାର ଉପଲବ୍ଧ କରାଇବାକୁ ରାଜ୍ୟ ସରକାରଙ୍କ ବଡ ପଦକ୍ଷେପ

ଭୁବନେଶ୍ଵର: ଏଣିକି ଚାଷୀମାନଙ୍କୁ ସଠିକ୍ ସମୟରେ ମିଳିବ ସାର । ସମବାୟ ସମିତିଗୁଡ଼ିକ ଦ୍ୱାରା ସାର ବଣ୍ଟନକୁ ପ୍ରୋତ୍ସାହିତ କରିବା ପାଇଁ ସରକାର ନେଲେ ବଡ ପଦକ୍ଷେପ । ୪୨ କୋଟି ଟଙ୍କାର ସୁଦ୍ଧ ରିହାତି ଯୋଜନା ମଞ୍ଜୁର କଲେ ରାଜ୍ୟ … Read More

ସ୍ନାନ ବେଦୀରେ ଗଜବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ପୁରୀ: ଦେବସ୍ନାନ ପୂର୍ଣ୍ଣିମା ଅବସରରେ ସ୍ନାନ ବେଦୀରେ ସ୍ନାନ ପରେ ସୋମବାର ସନ୍ଧ୍ୟାରେ ପୁରୀରେ ଶ୍ରୀଜୀଉ ମାନେ ଏକ ସ୍ୱତନ୍ତ୍ର ବେଶରେ ଦର୍ଶନ ଦେଇଛନ୍ତି। ପ୍ରଭୁ ଜଗନ୍ନାଥ ଏବଂ ତାଙ୍କ ବଡ଼ ଭାଇ ପ୍ରଭୁ ବଳଭଦ୍ରଙ୍କୁ ହାତୀ ବେଶ କିମ୍ବା ଗଜାନନ … Read More

ବାପା-ଭଉଣୀ ଆଗରେ ଯୁବକଙ୍କୁ ପିଟି ପିଟି ହତ୍ୟା

ଭୁବନେଶ୍ୱର: ରାଜଧାନୀରେ ପୁଣି ଏକ ବିଭତ୍ସ ହତ୍ୟା କାଣ୍ଡ । ଖଣ୍ଡଗିରି ଥାନା ଠାରୁ ମାତ୍ର କିଛି ଦୂର କୋଳଥିଆ ଅଞ୍ଚଳରେ ଜଣେ ଯୁବକଙ୍କୁ ଲୁହାରଡରେ ପିଟି ପିଟି ହତ୍ୟା କରିଛନ୍ତି ଦୁର୍ବୁତ୍ତମାନେ । ମୃତ ଯୁବକ ହେଲେ କୃଷ୍ଣଚନ୍ଦ୍ର ପାଢ଼ୀ … Read More

ଶିକ୍ଷକ ନିଯୁକ୍ତି ଦାବିରେ ରାସ୍ତାକୁ ଓହ୍ଲାଇଲେ ଛାତ୍ରଛାତ୍ରୀ

ମୟୂରଭଞ୍ଜ: ଶିକ୍ଷକଙ୍କ ପାଇଁ ଚାଲି ଚାଲି ଆସି ବ୍ଲକ ଶିକ୍ଷା ଅଧିକାରୀଙ୍କୁ କଲେ ଗୁହାରି। ଡହଡହ ଖରାରେ ଛାତ୍ରଛାତ୍ରୀ ଦୁଇ କିଲୋମିଟର ଚାଲିଚାଲି ଆସି ‘ଆମକୁ ମାଷ୍ଟର୍ ଦିଅ’ କହି ଜଣାଇଲେ ଗୁହାରି। ଶିକ୍ଷକ ନିଯୁକ୍ତିକୁ ନେଇ କଲେ ଦାବି। ମୟୂରଭଞ୍ଜ … Read More

ଅଷ୍ଟମ ଶ୍ରେଣୀ ବହିରେ ‘ନିମ୍ବୋଡ଼ା ନିମ୍ବୋଡ଼ା’ ଗୀତ, ପିଲାଙ୍କ ଭବିଷ୍ୟତକୁ ନେଇ ପ୍ରଶ୍ନବାଚୀ

ଭୁବନେଶ୍ୱର: ଛାତ୍ରଛାତ୍ରୀଙ୍କୁ ତ୍ରୁଟିପୂର୍ଣ୍ଣ ବହି ବଣ୍ଟାଯିବା ପରେ ସାରା ରାଜ୍ୟ ସହ ଦେଶରେ ମଧ୍ୟ ଓଡିଶା ସରକାରଙ୍କ ଛବି ଖରାପ ହେବାରେ ଲାଗିଛି। ଏହା ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ରାଜ୍ୟର ସରକାରୀ ସ୍କୁଲର ପ୍ରଥମରୁ … Read More

ରଥଯାତ୍ରାକୁ ନଜରରେ ରଖି ପୁରୀରେ ୫୦ ଫେକ୍ ହୋଟେଲ୍ ବୁକିଂ ୱେବସାଇଟ ବ୍ଲକ

ପୁରୀ: ଜୁଲାଇ ୧୬ ତାରିଖରେ ହେବାକୁ ଥିବା ରଥଯାତ୍ରା ପାଇଁ ପୁରୀରେ ଲକ୍ଷ ଲକ୍ଷ ଭକ୍ତଙ୍କ ସମାଗମ ହେବା ନେଇ ଆଶା ରହିଛି। ଏହାକୁ ନଜରରେ ରଖି ଓଡ଼ିଶା କ୍ରାଇମ୍ ବ୍ରାଞ୍ଚ ବୃଦ୍ଧି ପାଉଥିବା ଅନଲାଇନ୍ ହୋଟେଲ ବୁକିଂ ଠକେଇର ମୁକାବିଲା … Read More

ମହାନଦୀରେ ବୁଡି ତିନି ଯୁବକ ନିଖୋଜ

କଟକ : ମହାନଦୀରେ ଅଘଟଣ । ମହାନଦୀରେ ବୁଡି ତିନି ଜଣ ଯୁବକ ନିଖୋଜ ହୋଇଥିବା ଜଣାଯାଇଛି । ଜଗତପୁର ସାତବାଟିଆ ଅଞ୍ଚଳରେ ଘଟିଛି ଏହି ଅଘଟଣ । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀର କର୍ମଚାରୀମାନେ ସର୍ଚ୍ଚ ଅପରେସନ ଆରମ୍ଭ କରିଛନ୍ତି । ତିନି … Read More

ପୂର୍ବତନ ସାଂସଦଙ୍କ ପୁଅ ପରିଚୟ ଦେଇ ଠକେଇ

ଭୁବନେଶ୍ଵର:ପୂର୍ବତନ ସାଂସଦଙ୍କ ପୁଅ କହି ଠକେଇ। ଏଭଳି ହାଇ ପ୍ରୋଫାଇଲ ଠକକୁ  ଗିରଫ କରିଛି ଭୁବନେଶ୍ଵର ଇନ୍‌ଫୋସିଟି ପୋଲିସ। ଲୋକଙ୍କୁ ପୂର୍ବତନ ସାଂସଦ କୃପାସିନ୍ଧୁ ଭୋଇଙ୍କ ପୁଅ କହି ଠକେଇ କରୁଥିଲେ। କାର୍ ସର୍ଭିସ କମ୍ପାନୀ ନାମରେ ୫କୋଟି ଠକେଇ ତାଙ୍କ … Read More

ବିଶ୍ବବିଦ୍ୟାଳୟରୁ ମହାବିଦ୍ୟାଳୟକୁ ପ୍ରତ୍ୟାବର୍ତ୍ତନ କଲେ ୬୧ ଅଧ୍ୟାପକ

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ଅନୁମୋଦନ କ୍ରମେ ୬୧ ଓଡ଼ିଶା ଶିକ୍ଷା ସେବା(କଲେଜ ଶାଖା) ଅଧିକାରୀଙ୍କ ପ୍ରତ୍ୟାବର୍ତ୍ତନ କରାଯାଇଛି। ମହାବିଦ୍ୟାଳୟରୁ ବିଶ୍ୱବିଦ୍ୟାଳୟକୁ ଉନ୍ନୀତ ହୋଇଥିବା ଅଧ୍ୟାପକଙ୍କ ପ୍ରତ୍ୟାବର୍ତ୍ତନ ନିଷ୍ପତ୍ତି ନିଆଯାଇଛି। ଏନେଇ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ମୋଟ ୬୧ ଅଧ୍ୟାପକଙ୍କୁ … Read More

ଦେବସ୍ନାନ ପୂର୍ଣ୍ଣିମା ଲାଗି ପୁରୀ ବେଳାଭୂମିରେ ପୁଲିସ ପକ୍ଷରୁ ସୁରକ୍ଷା ନିର୍ଦେଶନାମା

ପୁରୀ  : ଆସନ୍ତାକାଲି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ପୁରୀରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିବ ।  ପୁରୀ ବେଳାଭୂମିରେ ଶ୍ରଦ୍ଧାଳୁ ଏବଂ ପର୍ଯ୍ୟଟକଙ୍କ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ପୁରୀ ପୁଲିସ ପକ୍ଷରୁ ଏକ Public Safety Notice ଜାରି କରାଯାଇଛି … Read More