ବର୍ଷାରେ ଘର ଭାଙ୍ଗିଥିଲେ ତୁରନ୍ତ ମିଳିବ ଘର, ୫ ଦିନ ମଧ୍ୟରେ କ୍ଷୟକ୍ଷତି ଆକଳନ

ଭୁବନେଶ୍ବର: ଲଗାଣ ବର୍ଷା ରାଜ୍ୟରେ ବ୍ୟାପକ କ୍ଷୟକ୍ଷତି କଲାଣି । ତେବେ ପ୍ରଭାବିତଙ୍କ ପାଇଁ ବଡ଼ ଆଶ୍ୱାସନା ଦେଇଛନ୍ତି ରାଜ୍ୟ ସରକାର । ବର୍ଷା ଯୋଗୁଁ ଯେଉଁମାନଙ୍କ ଘର ଭାଙ୍ଗିଛି, ସେମାନଙ୍କୁ ସରକାରୀ ଯୋଜନାରେ ତୁରନ୍ତ ନୂଆ ଘର ଯୋଗାଇ ଦିଆଯିବ … Read More

ଉତ୍ତର ଓଡ଼ିଶାରେ ପୁଣି ବନ୍ୟା ଆଶଙ୍କା: ବଢୁଛି ଜଳକା, ସୁବର୍ଣ୍ଣରେଖା ଓ ବୁଢାବଳଙ୍ଗ ନଦୀର ଜଳସ୍ତର

ଜଳେଶ୍ଵର: ପୁଣି ଉତ୍ତର ଓଡ଼ିଶାରେ ବନ୍ୟା ଆଶଙ୍କା । ଫୁଲୁଛି ଜଳକା ଓ ସୁବର୍ଣ୍ଣରେଖା । ବଢୁଛି ବୁଢାବଳଙ୍ଗ । ଲଗାଣ ବର୍ଷା ଯୋଗୁ ବିପଦ ସଙ୍କେତ ଉପରେ ଜଳକା । ମଥାନୀ ଠାରେ ବିପଦ ସଙ୍କେତ ୬.୫୦ ଥିବାବେଳେ ସକାଳ … Read More

ବଢୁଛି ଘୋଡ଼ାହାଡ଼ ଜଳଭଣ୍ଡାରର ଜଳସ୍ତର: ସଚେତନ ରହିବାକୁ ପ୍ରଶାସନର ପରାମର୍ଶ

ଦିଗପହଣ୍ଡି: ଗଭୀର ଅବପାତ ଦୁର୍ବଳ ହୋଇ ଛତିଶଗଡ଼ ମୁହାଁ ହୋଇଥିଲେ ମଧ୍ୟ ଓଡ଼ିଶାରେ ଏହାର ପ୍ରଭାବ ଏବେ ବି ସମ୍ପୂର୍ଣ୍ଣ କମିନାହିଁ। ଲ୍ୟାଣ୍ଡଫଲ୍‌ର ପ୍ରାୟ ୪୦ ଘଣ୍ଟା ପରେ ମଧ୍ୟ ଘଣ୍ଟାପ୍ରତି ୫୦ରୁ ୬୦ କିଲୋମିଟର ବେଗର ପବନ ସାଙ୍ଗକୁ ତୁହାକୁ … Read More

ଶ୍ରୀଜଗନ୍ନାଥ ଜମି ବନ୍ଦୋବସ୍ତ ପାଇଁ ଆରମ୍ଭ ହେବ ଇ-ପୋର୍ଟାଲ

ଭୁବନେଶ୍ୱର : ଶ୍ରୀଜଗନ୍ନାଥ ଜମି ବନ୍ଦୋବସ୍ତ ପାଇଁ ଆରମ୍ଭ ହେବ ଇ-ପୋର୍ଟାଲ ।  ପୋର୍ଟାଲରେ ରହିବ ସବୁ ଜମି ଦଖଲକାରୀଙ୍କ ତଥ୍ୟ  ।  ଶ୍ରୀଜଗନ୍ନାଥ ଜମି ବନ୍ଦୋବସ୍ତ ପ୍ରକ୍ରିୟାକୁ ଅଧିକ ଶୃଙ୍ଖଳିତ କରିବା ଏବଂ ଆଗକୁ ନେବା ପାଇଁ ଆଇନ, ପୂର୍ତ୍ତ … Read More

ଲଗାଣ ବର୍ଷା ଯୋଗୁଁ ଆସନ୍ତାକାଲି ମାଲକାନଗିରିରେ ସ୍କୁଲ ଛୁଟି

ମାଲକାନଗିରି: ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ମାଲକାନଗିରି ଜିଲ୍ଲାରେ ଆସନ୍ତାକାଲି ସମସ୍ତ ସରକାରୀ ଓ ଘରୋଇ ସ୍କୁଲ ବନ୍ଦ ରହିବ। ଏଥିସହ ଜିଲ୍ଲାର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ରକୁ ମଧ୍ୟ ଛୁଟି ଘୋଷଣା କରାଯାଇଛି।ଲଗାଣ ବର୍ଷା ଯୋଗୁଁ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଜଳବନ୍ଦୀ … Read More

ମୟୂରଭଞ୍ଜରେ ବନ୍ୟା ବିତ୍ପାତ: ପାୱାର ବୋଟ୍ ଯୋଗେ ଚାଲିଛି ଉଦ୍ଧାର, ସ୍ଥିତି ନିରୀକ୍ଷଣ କରୁଛନ୍ତି ଅଧିକାରୀ

ବାରିପଦା : ମୟୂରଭଞ୍ଜ ଜିଲ୍ଲାରେ ଲଗାଣ ବର୍ଷା ସହ ଉପରମୁଣ୍ଡରେ ଅତ୍ୟଧିକ ବୃଷ୍ଟିପାତ ଫଳରେ ବିଭିନ୍ନ ନଦୀରେ ଜଳସ୍ତର ବଢି ବନ୍ୟା ସୃଷ୍ଟି ହୋଇଛି । ତେବେ ବୁଢାବଳଙ୍ଗ ନଦୀ ସହ ଜରାଳୀ ଓ ସରାଳୀ ନାଳରେ ପାଣି ବଢି ଅନେକ … Read More

ହତ୍ୟା ମାମଲାରେ ୧୦ ଜଣଙ୍କୁ ଆଜୀବନ ଜେଲ୍

ଅନୁଗୋଳ:ଏକ ସେନ୍ସେସନାଲ୍ ହତ୍ୟା ମାମଲାରେ ଅନୁଗୋଳ ଅତିରିକ୍ତ ଜିଲ୍ଲା ଓ ଦୌରା ଜଜ୍ (ADJ) କୋର୍ଟ ଆଜି ଏକ ବଡ଼ ରାୟ ଶୁଣାଇଛନ୍ତି । ଡେରଜଙ୍ଗ ଡ୍ୟାମର ଜଗୁଆଳି ଜଗନ୍ନାଥ ସେନାପତି ଓରଫ୍ ଜଗନଙ୍କୁ ନିର୍ମମ ଭାବେ ହତ୍ୟା କରିବା ଅଭିଯୋଗରେ … Read More

ଆସନ୍ତାକାଲି କଟକ ଜିଲ୍ଲାର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ

କଟକ : କଟକ ଜିଲ୍ଲାରେ ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବିଜୁଳି ମାରିବାର ସମ୍ଭାବନା ଥିବାରୁ, ଆସନ୍ତାକାଲି ଜିଲ୍ଲାର ସମସ୍ତ ବିଦ୍ୟାଳୟ, ଡିଗ୍ରୀ କଲେଜ ଏବଂ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ ବୋଲି ଜିଲ୍ଲାପାଳ ଘୋଷଣା କରିଛନ୍ତି।ଏକ ବିଜ୍ଞପ୍ତିରେ ଜିଲ୍ଲାପାଳ କହିଛନ୍ତି, … Read More

ପ୍ରଥମରୁ ଅଷ୍ଟମ ବହିରେ ୧,୭୪୧ ତ୍ରୁଟି ଚିହ୍ନଟ; ବିଧାନସଭାରେ ସ୍ୱୀକାର କଲେ ମନ୍ତ୍ରୀ

ଭୁବନେଶ୍ୱର: ପ୍ରଥମ ଥର ପାଇଁ ସତ ମାନିଲେ ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ପ୍ରଥମରୁ ଅଷ୍ଟମ ବହିରେ ୧୭୪୧ ଟି ତ୍ରୁଟି ରହିଛି ବୋଲି ବିଧାନ ସଭାରେ ଲିଖିତ ଭାବରେ ଉତ୍ତର ରଖିଛନ୍ତି ବିଭାଗୀୟ ମନ୍ତ୍ରୀ । ପୂର୍ବରୁ ମାଳ ମାଳ ତ୍ରୁଟି … Read More

ଲଗାଣ ବର୍ଷାରେ ଭୂସ୍ଖଳନ; କନ୍ଧମାଳ-ଗଞ୍ଜାମ ଯୋଗାଯୋଗ ବିଚ୍ଛିନ୍ନ

ଭୁବନେଶ୍ବର: ଲଗାଣ ବର୍ଷା ପରେ ଭୂସ୍ଖଳନ । ଚିତ୍ରକୋଣ୍ଡା-ଦାରାକୋଣ୍ଡା ରାସ୍ତାରେ ଭୂସ୍ଖଳନ ହେବାରୁ ମାଟି ଓ ପଥର ରାସ୍ତା ଉପରେ ଖସିପଡ଼ିଛି। ଫଳରେ ଯାତାୟତ ପ୍ରଭାବିତ ହୋଇଛି । ଏହାଦ୍ବାରା ବିଶାଖାପାଟଣା ଯାତାୟତ ବାଧାପ୍ରାପ୍ତ ହୋଇଛି ।ବର୍ଷା ଜାରି ରହିଲେ ସମସ୍ୟା … Read More