ବିଜେଡିରେ ସାମିଲ ହେଲେ ସୁଜାତା କାର୍ତ୍ତିକେୟନ

ଭୁବନେଶ୍ୱର : ଶେଷ ହେଲା ସବୁ କଳ୍ପନାଜଳ୍ପନା। ବିଜେଡିରେ ମିଶିଲେ ସୁଜାତା ଆର୍ କାର୍ତ୍ତିକେୟନ। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଭି କେ ପାଣ୍ଡିଆନ୍ ଙ୍କ ପତ୍ନୀ ସୁଜାତା ବିଜୁ ଜନତା ଦଳରେ ଯୋଗ ଦେଲେ। ଶଙ୍ଖ ଭବନରେ ବିଜୁ … Read More

ରଥଯାତ୍ରା, ଗୁଣ୍ଡିଚା ଓ ସୁନାବେଶରେ ଟୋଲ ଫି ଛାଡ, ପରିବହନ କମିଶନର ବଡ଼ ନିଷ୍ପତ୍ତି

ପୁରୀ : ରଥଯାତ୍ରା, ଗୁଣ୍ଡିଚା ଓ ସୁନାବେଶ ଦିନ ସମସ୍ତ ଗାଡ଼ି ପାଇଁ ଟୋଲ ଫି ଛାଡ କରାଯିବ । ଟୋଲ ଗେଏହି ଦିନମାନଙ୍କ ପାଇଁ ରାଜ୍ୟ ଓ ରାଜ୍ୟ ବାହାରୁ ପାଖାପାଖି ହଜାରେ ବସ ଚଳାଚଳ ପାଇଁ ବ୍ୟବସ୍ଥା କରଯାଇଛି । … Read More

ପାଠ୍ୟ ପୁସ୍ତକରେ ତ୍ରୁଟି ଘଟଣାର ତଦନ୍ତ ଶେଷ, ୭ ଦିନ ଧରି ଚାଲିଥିଲା ତନାଘନା

ଭୁବନେଶ୍ୱର : ପିଲାଙ୍କ ପାଠପଢ଼ା ବହିରେ ମାଳମାଳ ତ୍ରୁଟି ଘଟଣାରେ ତଦନ୍ତ ପାଇଁ ଉନ୍ନୟନ କମିଶନର ଦେଓ ରଂଜନ କୁମାର ସିଂହଙ୍କ ନେତୃତ୍ବରେ ଗଠିତ ୩ ଜଣିଆ କମିଟିର ଅବଧି ସରିଛି । ୭ ଦିନ ଧରି ତନାଘନା କରିବା ପରେ ପୁସ୍ତକ … Read More

ସିଙ୍ଗପୁରରେ ବାଣ ବିସ୍ଫୋରଣ: ପୁଅ ମୃତ, ବାପା ଓ ମାଆ ଗୁରୁତର

ଗଞ୍ଜାମ : ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁରରେ ବାଣ ବିସ୍ଫୋରଣ ଘଟିଛି । ଏହି ବିସ୍ଫୋରଣରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୨ ଜଣ ଗୁରୁତର ଅଛନ୍ତି । ଘଟଣାସ୍ଥଳରେ ପୁଅର ମୃତ୍ୟୁ ଘଟିଥିଲାବେଳେ ବାପା ଓ ମାଆ ଗୁରୁତର ଥିବା ଜଣାପଡିଛି … Read More

ମିଳିଲାନି ୪ କାନ୍ଧ, ସାଇକେଲରେ ବୁହା ହେଲା ମୃତଦେହ

ପଦ୍ମପୁର : ପୁଅ ଅନ୍ୟ ଜାତିରେ ବିବାହ କରିଥିବାରୁ ମା’କୁ ମିଳିଲାନି ଚାରି କାନ୍ଧ| ପଦ୍ମପୁରରେ ଲଜ୍ଜା। ମିଳିଲାନି ୪ କାନ୍ଧ। ସାଇକେଲରେ ବୁହା ହେଲା ମୃତଦେହ। ବ୍ୟବସ୍ଥା ଉପରେ ପୁଣି ପ୍ରଶ୍ନ ଉଠିଛି। ଘଟଣାନୁଯାୟୀ, ବୃଦ୍ଧାଙ୍କର ୨ ପୁଅ ଦାଦନ … Read More

ବ୍ୟବସାୟୀଙ୍କୁ ଗୁଳି କରି ହତ୍ୟା

ବାଲେଶ୍ୱର : ବାଲେଶ୍ୱରରେ ଗୁରୁବାର ଏକ ବଡ ଘଟଣା ଘଟିଛି। ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଅଡର ବଜାରରେ ବ୍ୟବସାୟୀଙ୍କୁ ଗୁଳି କରି ହତ୍ୟା ହୋଇଛି। ପ୍ରାୟ ୮ ରାଉଣ୍ଡ ଗୁଳି ଫୁଟାଇ ୨ ଦୁର୍ବୃତ୍ତ ଫେରାର ହୋଇଯାଇଛନ୍ତି। ଗୁଳି ଫୁଟିଥିବା ଦୃଶ୍ୟ … Read More

ଆଜି ଶ୍ରୀମନ୍ଦିରରେ ଋକ୍ମିଣୀ ବିବାହ, ନୀତିକାନ୍ତି ପାଇଁ ୫ ଘଣ୍ଟା ଦର୍ଶନ ବନ୍ଦ

ପୁରୀ : ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଋକ୍ମିଣୀ ହରଣ ନୀତି । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ଦେବୀ ଋକ୍ମିଣୀଙ୍କ ସହ ବିବାହ ନୀତି ସମ୍ପନ୍ନ ହୋଇଛି । ଜ୍ୟେଷ୍ଠ ଶୁକ୍ଳ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ଋକ୍ମିଣୀ ହରଣ ଏବଂ ବିବାହ ଉତ୍ସବ … Read More

ଚାଲାଣ ବେଳେ ମାଡିବସିଲା ବନ ବିଭାଗ, ୩୨୯ଟି କଇଁଛ ଜବତ, ୩ ଗିରଫ

ମାଲକାନଗିରି: ବନ ବିଭାଗକୁ ବଡ଼ ସଫଳତା। ବେଆଇନ କଇଁଛ ଚାଲାଣ ଉପରେ ଚଢ଼ାଉ କରି ମାଲକାନଗିରି ବନ ବିଭାଗ ୩୨୪ଟି କଇଁଛ ଜବତ କରିଛି। ଏହାସହ ୩ ଜଣଙ୍କୁ ଗିରଫ କରିଛି। ବିଶ୍ୱସ୍ତ ସୂତ୍ରରୁ ସୂଚନା ପାଇ ବନ ବିଭାଗର ଟିମ୍ … Read More

ସରକାରୀ ସ୍କୁଲ୍‌ର ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ସ୍କୁଲ ବ୍ୟାଗ

ଭୁବନେଶ୍ୱର: ଛାତ୍ରୀଛାତ୍ରଙ୍କୁ ମିଳିବ ମାଗଣା ନୂଆ ସ୍କୁଲ ବ୍ୟାଗ୍‌। ନୂଆ ଶିକ୍ଷାବର୍ଷରେ ସରକାରୀ ସ୍କୁଲ୍‌ର ଛୋଟ ଛୋଟ ପିଲାଙ୍କୁ ନୂଆ ସ୍କୁଲ୍ ବ୍ୟାଗ୍ ଯୋଗାଇ ଦେବାକୁ ପ୍ରସ୍ତୁତି ଜୋରଦାର ହୋଇଛି । ଶିଶୁ ବାଟିକାରୁ ତୃତୀୟ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ଏହି … Read More

ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ଟ୍ୟୁସନ ସାରଙ୍କୁ ଉଠାଇନେଲା ପୋଲିସ

ଜଳେଶ୍ବର: ଜଳେଶ୍ବରରୁ ଆଶିଛି ଏକ ଅଭାବନୀୟ ଘଟଣା । କୋମଳମତି ଛାତ୍ରୀଙ୍କ ବିଶ୍ୱାସ ସହ ଖେଳ ଖେଳିଲା ମାଷ୍ଟର । ଟ୍ୟୁସନ ସାର୍ ଛାତ୍ରୀଙ୍କୁ ପାଠ ପଢ଼ାଉଥିଲେ । ସୁଯୋଗ ଦେଖି ଘଟାଇଥିଲେ ଜଘନ୍ୟ କାଣ୍ଡ । ଶିକ୍ଷକ ନାଁରେ କଳଙ୍କ । … Read More