ବିଡିଓ ଓ IICଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ SP ଅଫିସ୍‌ ଆଗରେ ଚାମେଲିଙ୍କ ଧାରଣା

କେନ୍ଦ୍ରାପଡ଼ା: SPଙ୍କ ଅଫିସ୍‌ ଆଗରେ ଧାରଣା ଦେଇଛନ୍ତି ତିଖିରି ସରପଞ୍ଚ ଚାମେଲି ଓଝା । ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ମହାକାଳପଡ଼ା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝା । ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ କରିବା ସହ ମହାକାଳପଡ଼ା ଥାନା ଆଇଆଇସି … Read More

ହୋଟେଲ ମାଲିକଙ୍କୁ ହତ୍ୟା; ଅଭିଯୁକ୍ତକୁ ଏନକାଉଣ୍ଟର

ପୁରୀ:ବଳିଆପଣ୍ଡା ଥାନା ଅଞ୍ଚଳରେ ଥିବା ମନୋରମା ହୋଟେଲର ମାଲିକ ପବିତ୍ର ନାୟକଙ୍କ ହତ୍ୟା ହୋଇଛି । ଏହି ମାମଲାରେ ସଂପୃକ୍ତ ଅଭିଯୁକ୍ତକୁ ଏନକାଉଣ୍ଟର କରିଛି ପୁରୀ ପୋଲିସ। ଅଭିଯୁକ୍ତ ହେଉଛନ୍ତି ଚନ୍ଦନ କୁମାର ପଲାର।  ଅଭିଯୁକ୍ତ ଚନ୍ଦନଙର ଘର ପୁରୀ ଚକ୍ରତୀର୍ଥ … Read More

କାଠ ଫାଳିଆରେ ପିଟି ପିଟି ବିଜେପି ବୁଥ୍ ସଭାପତିଙ୍କୁ ହତ୍ୟା

କେନ୍ଦ୍ରାପଡା: ମହାକାଳପଡ଼ା ବ୍ଲକର ରାମନଗର ଅଞ୍ଚଳରେ ହତ୍ୟାକାଣ୍ଡ । ବିଜେପି ବୁଥ୍ ସଭାପତି ତପନ ଦ‌ାସଙ୍କୁ ହତ୍ୟା କରାଯାଇଛି । ପ୍ରାଥମିକ ସୂଚନାନୁସାରେ, ଦୁର୍ବୃତ୍ତମାନେ ତପନ ଦ‌ାସଙ୍କ ମୁଣ୍ଡକୁ କାଠ ଫାଳିଆରେ ବାରମ୍ବାର ଆକ୍ରମଣ କରି ହତ୍ୟା କରିଥିଲେ । ହତ୍ୟା … Read More

ଝାରପଡ଼ା ଜେଲ୍‌ର ୭ କଏଦୀ ଅସୁସ୍ଥ, ଡିଜିଙ୍କ ନିର୍ଦେଶରେ ତଦନ୍ତ କରୁଛନ୍ତି ଦୁଇ ଡିଆଇଜି

ଭୁବନେଶ୍ବର:ଝାରପଡ଼ାସ୍ଥିତ ସ୍ୱତନ୍ତ୍ର ଜେଲ୍‌ ରେ ହଠାତ୍ କିଛି କଏଦୀ ଅସୁସ୍ଥ ହୋଇପଡିଛନ୍ତି । ମଙ୍ଗଳବାର ରାତିରେ ଅସୁସ୍ଥ କଏଦୀମାନଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଜେଲ ଭିତରେ ଅତ୍ୟଧିକ ପରିମାଣର ଡ୍ରଗ୍ସ ସେବନ କରିଥିବା ସନ୍ଦେହ । ସୂଚନାଥାଉକି, ୭ଜଣ … Read More

୬୫ ସ୍ବତନ୍ତ୍ର ବ୍ୟକ୍ତିତ୍ବଙ୍କୁ ପଦ୍ମ ପୁରସ୍କାର, ୩ ଓଡ଼ିଆଙ୍କୁ ପଦ୍ମଶ୍ରୀ ସମ୍ମାନ

ନୂଆଦିଲ୍ଲୀ: ମଙ୍ଗଳବାର ରାଷ୍ଟ୍ରପତି ଭବନରେ ଆୟୋଜିତ ବିଶେଷ କାର୍ଯ୍ୟକ୍ରମରେ ବଭିନ୍ନ କ୍ଷେତ୍ରରେ ଅତୁଳନୀୟ ଅବଦାନ ପାଇଁ ସ୍ବତନ୍ତ୍ର ବ୍ୟକ୍ତିତ୍ବଙ୍କୁ ଦିଆଯାଇଛି ପଦ୍ମ ସମ୍ମାନ। ୬୫ ଜଣ ବ୍ୟକ୍ତିତ୍ବଙ୍କୁ ମିଳିଛି ପଦ୍ମ ପୁରସ୍କାର। ସ୍ବତନ୍ତ୍ର ସମାରୋହରେ ପ୍ରଦାନ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। … Read More

ମହାପ୍ରଭୁଙ୍କ ଦର୍ଶନ ଲାଗି ପୁରୀବାସୀଙ୍କ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା

ପୁରୀ : ବିଶ୍ୱ ପ୍ରସିଦ୍ଧ ମହାପ୍ରଭୁଙ୍କ ରଥଯାତ୍ରାକୁ ଆଉ ଅଳ୍ପ ଦିନ ବାକି। ଏଥିପାଇଁ ରଥ ନିର୍ମାଣ ଠାରୁ ଆରମ୍ଭ କରି ଅନ୍ୟାନ୍ୟ ପ୍ରସ୍ତୁତି ଜୋରସୋରରେ ଆଗେଇ ଚାଲିଛି। ମହାପ୍ରଭୁଙ୍କ ଦର୍ଶନ ପାଇଁ ପୁରୀବାସୀଙ୍କୁ ଶ୍ରମୀନ୍ଦିର ଭିତରକୁ ପ୍ରବେଶ ସୁଗମ ପାଇଁ … Read More

ପୁଅର ଛୁରାମାଡ଼ରେ ବାପା ମୃତ

ବଣାଇ : ସୁନ୍ଦରଗଡ଼ ଜିଲ୍ଲା ଲହୁଣୀପଡ଼ା ଥାନା ବାରସୁଆଁ ବସ୍ ଷ୍ଟାଣ୍ଡ ନିକଟସ୍ଥ ଗାବ୍ରିୟାଲ ସାହିରେ ଏକ ହତ୍ୟାକାଣ୍ଡ ଘଟିଥିବା ଜଣାପଡ଼ିଛି। ପୁଅର ଛୁରୀ ଆଘାତରେ ବାପାଙ୍କ ମୃତ୍ୟୁ ଘଟିଥିବାବେଳେ ଅଭିଯୁକ୍ତ ପୁଅ ଘଟଣା ପରେ ଫେରାର ହୋଇଯାଇଛି। ସୂଚନା ଅନୁସାରେ, … Read More

ତାମିଲନାଡୁରୁ ଭୁବନେଶ୍ବର ଆସିଲା ୫ ଶ୍ରମିକଙ୍କ ମୃତଦେହ, ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଭୁବନେଶ୍ବରରେ ପହଞ୍ଚିଲା ୫ ଜଣ ଶ୍ରମିକଙ୍କ ମୃତଦେହ । ତାମିଲନାଡୁ ଅମୋନିଆ ଗ୍ୟାସ୍ ଲିକ୍ ଟ୍ରାଜେଡିରେ ପ୍ରାଣ ହରାଇଥିବା ୫ ଜଣ ଓଡ଼ିଆ ଶ୍ରମିକଙ୍କ ମୃତ ଦେହ ଭୁବନେଶ୍ୱର କାର୍ଗୋ ବିମାନ ବନ୍ଦରରେ ପହଞ୍ଚିଲା । ସ୍ୱତନ୍ତ୍ର ବିମାନ ଯୋଗେ … Read More

ଲାଟିନରୁ ଗୋଟିଏ ବଡ଼ ନାଗ ୨୯ଟି ଛୋଟ ସାପ ଉଦ୍ଧାର

ଭଦ୍ରକ: ଲାଟିନ ଭିତରୁ ଉଦ୍ଧାର ହେଲା ମାଳ ମାଳ ନାଗ । ଗୋଟିଏ ବଡ଼ ନାଗ ସହିତ ୨୯ଟି ଛୋଟ ନାଗ ସାପ ଉଦ୍ଧାର । ଭଦ୍ରକ ବନ୍ତ ଥାନା ତରାଗ ନାୟକ ସାହିର ସୁରେନ୍ଦ୍ର ସାମଲଙ୍କ ଘରୁ ବାହାରିଛି ସାପ । … Read More

ଆଡମିସନ ଓ ରି- ଆଡମିସନ ନାଁରେ କଲେଜ ଛାତ୍ର ଛାତ୍ରୀଙ୍କୁ ଠକୁଛନ୍ତି ସାଇବର ଠକ

ଜଗତସିଂହପୁର: ସାଇବର ଠକଙ୍କ ଟାର୍ଗେଟରେ କଲେଜ ଛାତ୍ର ଛାତ୍ରୀ । ଆଡମିସନ, ରି- ଆଡମିସନ ପାଇଁ ଛାତ୍ରଛାତ୍ରୀଙ୍କୁ ଟଙ୍କା ମାଗୁଛନ୍ତି ସାଇବର ଠକ । ଜଗତସିଂହପୁର ଜିଲ୍ଲାର ବିଭିନ୍ନ କଲେଜରୁ ଏଭଳି ଅଭିଯୋଗ ଆସିବା ପରେ ବଡ଼ଧରଣର ସାଇବର ଠକେଇ ପଦାକୁ ଆସିଛି … Read More