୨୪ ତାରିଖ ଯାଏ ସାରା ରାଜ୍ୟକୁ କାଳବୈଶାଖୀ ଆଲର୍ଟ

ଭୁବନେଶ୍ବର: ରାଜ୍ୟରେ ପ୍ରବଳ ବର୍ଷିବ ।  ୨୪ ତାରିଖ ଯାଏ ପୂରା ଓଡ଼ିଶାକୁ କାଳବୈଶାଖୀ ଆଲର୍ଟ ଜାରି ।  ଆଜି ପାଇଁ ପୁରା ରାଜ୍ୟକୁ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ମୟୂରଭଞ୍ଜ ଏବଂ ବାଲେଶ୍ବରେ ପ୍ରବଳ ବର୍ଷା ନେଇ ଚେତାବନୀ … Read More

ଚଳନ୍ତା ଟ୍ରେନରେ ପ୍ରସବ, ସହାୟତା ପ୍ରଦାନ କଲେ ଫାର୍ମାସିଷ୍ଟ ଓ ମହିଳା ଆରପିଏଫ କର୍ମଚାରୀ

କଟକ: ଟ୍ରେନରେ ଟୁଇନ୍ସ । ଟ୍ରେନ ଯାତ୍ରା ବେଳେ ଜନ୍ମ ନେଲେ ଯାଆଁଳା ଶିଶୁ । ରାଉରକେଲା – ଗୁଣୁପୁର ରାଜ୍ୟରାଣୀ ଏକ୍ସପ୍ରେସରେ ଯାତ୍ରା କରୁଥିଲେ ଗର୍ଭବତୀ ମହିଳା । କଟକ ରେଳ ଷ୍ଟେସନ ଠାରେ ଟ୍ରେନ ଭିତରେ ପ୍ରଥମ ଶିଶୁ ଜନ୍ମ … Read More

୩ ମାସ ହେଲା ମିଳିନି ଭତ୍ତା, ବ୍ଲକ ଅଫିସ ଆଗରେ ଧାରଣା

ବଲାଙ୍ଗୀର: ଭତ୍ତା ପ୍ରଦାନରେ ବିଳମ୍ବକୁ ନେଇ ଗରିବ ଏବଂ ଅସହାୟ ହିତାଧିକାରୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବଲାଙ୍ଗୀର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ ଅଞ୍ଚଳରେ ଏହାର ଏକ ବଡ଼ ପ୍ରଭାବ ଦେଖିବାକୁ ମିଳିଛି। ଦୀର୍ଘ ୩ ମାସ ହେଲା ବାର୍ଦ୍ଧକ୍ୟ … Read More

ରାଜଧାନୀରେ ବାପ-ପୁଅଙ୍କୁ ମରଣାନ୍ତକ ଆକ୍ରମଣ

ଭୁବନେଶ୍ୱର: ଭୁବନେଶ୍ୱରର କ୍ୟାପିଟାଲ ହସ୍ପିଟାଲ ନିକଟରେ ରବିବାର ଦିନ କିଛି ଦୁର୍ବୃତ୍ତଙ୍କ ଖଣ୍ଡା ଆକ୍ରମଣରେ ଜଣେ ବ୍ୟକ୍ତି ଏବଂ ତାଙ୍କ ପୁଅ ଗୁରୁତର ଆହତ ହୋଇଛନ୍ତି। ପ୍ରାଥମିକ ସୂଚନା ଅନୁଯାୟୀ, ପ୍ରାୟ ପାଞ୍ଚ ଜଣ ଦୁର୍ବୃତ୍ତ ଦିଲୀପଙ୍କ ଦୋକାନରେ ପଶି ତାଙ୍କ … Read More

ଆଠମଲ୍ଲିକ ନିର୍ବାଚନମଣ୍ଡଳୀ ଏସଆଇଆରରେ ରାଜ୍ୟରେ ପ୍ରଥମ

ଭୁବନେଶ୍ୱର: ରାଜ୍ୟରେ ଚାଲୁ ରହିଥିବା ସ୍ୱତନ୍ତ୍ର ସଘନ ସଂଶୋଧନ ପ୍ରକ୍ରିୟା ଏବେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଶନିବାର ସୁଦ୍ଧା ରାଜ୍ୟର ପ୍ରାୟ ୯୯.୬୨ ପ୍ରତିଶତ ଅର୍ଥାତ ୩ କୋଟି … Read More

ଭିନ୍ନକ୍ଷମଙ୍କୁ ବିବାହ କଲେ ରାଜ୍ୟ ସରକାର ଦେବେ ଅଢ଼େଇ ଲକ୍ଷ ଟଙ୍କା

ଭୁବନେଶ୍ୱର: ସମାଜରେ ଭିନ୍ନକ୍ଷମ ବା ଦିବ୍ୟାଙ୍ଗମାନଙ୍କୁ ଏକ ସ୍ୱାଭାବିକ ଏବଂ ସମ୍ମାନଜନକ ଜୀବନ ଜିଇବାର ସୁଯୋଗ ଦେବା ପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ସାଧାରଣ ବ୍ୟକ୍ତି ଓ ଦିବ୍ୟାଙ୍ଗଙ୍କ ମଧ୍ୟରେ ବିବାହକୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ … Read More

ଦୁଇ ବର୍ଷର ସଫଳତା ଓ ଜନକଲ୍ୟାଣ ଯୋଜନା ବିଷୟରେ ଉଲ୍ଲେଖ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  : ମୁଖ୍ୟମନ୍ତ୍ରୀ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ତାଙ୍କର ୬୮ତମ ଜନ୍ମଦିନର ଶୁଭେଚ୍ଛା ଜଣାଇଥିଲେ । ମୟୂରଭଞ୍ଜର ଏକ ଆଦିବାସୀ ଗାଁରୁ ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦବୀ ପର୍ଯ୍ୟନ୍ତ ତାଙ୍କର ସଂଘର୍ଷମୟ ଯାତ୍ରାକୁ ଦେଶର ସମସ୍ତ ମହିଳାଙ୍କ ପାଇଁ ଏକ ବଡ଼ … Read More

ମୁଖ୍ୟମନ୍ତ୍ରୀଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି, କୃତଜ୍ଞତା ଜଣାଇଲେ ମୋହନ

ଭୁବନେଶ୍ୱର : ମୋହନଙ୍କୁ ବଡ଼ ସାର୍ଟିଫିକେଟ ।  ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା ।  ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ପ୍ରଶଂସା କରିଛନ୍ତି ମୋଦି ।  କହିଛନ୍ତି, ଦୁଇ ବର୍ଷର … Read More

ରାଷ୍ଟ୍ରପତିଙ୍କ ଗାଁ ପାହାଡ଼ପୁର ହେବ ସୋଲାର ଗାଁ

ମୟୂରଭଞ୍ଜ : ରାଷ୍ଟ୍ରପତିଙ୍କ ଗାଁ ମୟୂରଭଞ୍ଜର ପାହାଡ଼ପୁର ହେବ ସୋଲାର ଗାଁ ।  ରାଇରଙ୍ଗପୁର ଦାଣ୍ଡବୋଷରେ ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦି ।  ରାଜ୍ୟରେ ବିଜେପି ସରକାରର ଦୁଇ ବର୍ଷ ପୂର୍ତ୍ତି ଉତ୍ସବରେ ସାମିଲ ହୋଇ ପ୍ରଧାନମନ୍ତ୍ରୀ କହିଛନ୍ତି, ଜନଜାତିଙ୍କ ବିକାଶ ଆମ … Read More

ରାଜ୍ୟବାସୀଙ୍କୁ ୪୭,୬୦୦ କୋଟିର ମେଗା ଭେଟି ଦେଲେ ପ୍ରଧାନମନ୍ତ୍ରୀ ମୋଦୀ

ମୟୂରଭଞ୍ଜ : ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ୪୭ ହଜାର ୬୦୦ କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଶିଳାନ୍ୟାସ ଓ ଉଦ୍ ଘାଟନ । ରାଷ୍ଟ୍ରପତିଙ୍କ ଜନ୍ମମାଟିରେ ଆଜି ଏକ ବଡ଼ ଇତିହାସ ରଚିତ ହୋଇଛି । ଓଡ଼ିଶାର ଭିତ୍ତିଭୂମି, ଶିକ୍ଷା, ସ୍ୱାସ୍ଥ୍ୟ … Read More