ରବି ଧାନ ବିକ୍ରି ନ ହେବାରୁ ସମବାୟ ସମିତି ଆଗରେ ଚାଷୀଙ୍କ ଆତ୍ମହତ୍ୟା ଉଦ୍ୟମ
ଦୋବଲ : ରବି ଧାନ ବିକ୍ରିକୁ ନେଇ ଦୀର୍ଘଦିନ ଧରି ହଇରାଣ ହେବା ପରେ ଜଣେ ଚାଷୀ ସମବାୟ ସମିତି ଆଗରେ ଆତ୍ମହତ୍ୟା ଉଦ୍ୟମ କରିଥିବା ଘଟଣା ଭଦ୍ରକ ଜିଲ୍ଲା ଧାମନଗର ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଚାଷୀ ଜଣକ ହେଲେ … Read More
