୯୫ ବର୍ଷୀୟା ମା’ଙ୍କୁ ଜଙ୍ଗଲରେ ଛାଡିଲା ପୁଅ

ମୟୂରଭଞ୍ଜ: ଜନ୍ମ ଦେଇଥିବା ମାଆକୁ ଜଙ୍ଗଲରେ ଛାଡିଦେଲା ପୁଅ । ପୁଅ  ଭୁଲି ଗଲା ମା’ର ମମତା । ୯୫ ବର୍ଷୀୟା ବୃଦ୍ଧା ମା’ର ଯତ୍ନ ନେବା ବଦଳରେ ପୁଅ ତାଙ୍କୁ ନେଇ ଜଙ୍ଗଲରେ ଛାଡ଼ି ଦେଇଛି। ଏଭଳି ଅଭାବନୀୟ ଘଟଣା … Read More

ପିଏମ୍ ସ୍ୱନିଧି ଯୋଜନା; ଷ୍ଟାମ୍ପ ଶୁଳ୍କ ଛାଡ଼ କଲେ ରାଜ୍ୟ ସରକାର

ଭୁବନେଶ୍ବର: ଷ୍ଟ୍ରିଟ୍ ଭେଣ୍ଡର(ରାସ୍ତାକଡ଼ ବ୍ୟବସାୟୀ )ମାନଙ୍କ ପାଇଁ ରାଜ୍ୟ ସରକାର ଏକ ବଡ଼ ଆଶ୍ୱସ୍ତି ଦେଇଛନ୍ତି । ପିଏମ୍ ସ୍ୱନିଧି (ପ୍ରଧାନମନ୍ତ୍ରୀ ଷ୍ଟ୍ରିଟ୍ ଭେଣ୍ଡର୍ସ ଆତ୍ମନିର୍ଭର ନିଧି) ଯୋଜନା ଅଧୀନରେ ମଞ୍ଜୁର ହୋଇଥିବା ସମସ୍ତ ତିନୋଟି ପର୍ଯ୍ୟାୟର ଋଣ ଉପରେ ରାଜ୍ୟ … Read More

ତୁଟିଲା ରଥଖଳା ବିବାଦ, ସ୍ଵାଭାବିକ ହେଲା ରଥ ନିର୍ମାଣ କାର୍ଯ୍ୟ

ପୁରୀ: ତୁଟିଲା ବିବାଦ, ଚାଲିଲା ରଥକାମ। ରଥଖଳା ବିବାଦ ପ୍ରସଙ୍ଗରେ ଶ୍ରୀମନ୍ଦିର ପ୍ରଶାସନ ସହ ଆଲୋଚନା ପରେ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ପୂର୍ବ ପରି ପୁଣି ଥରେ ରଥଖଳାରେ ଆରମ୍ଭ ହେଲା ତିନି ରଥର ନିର୍ମାଣ କାର୍ଯ୍ୟ। ଶ୍ରୀମନ୍ଦିର … Read More

ନିଟ-ୟୁଜି ୨୦୨୬ ପରୀକ୍ଷା: ସ୍ୱଚ୍ଛ ଓ ସୁରକ୍ଷିତ ପରିଚାଳନା ପାଇଁ ଡିଜିପିଙ୍କ ସମୀକ୍ଷା

ଭୁବନେଶ୍ଵର:ଆସନ୍ତା ଜୁନ ୨୧ ତାରିଖରେ ନିଟ୍ ୟୁଜି – ୨୦୨୬ ପରୀକ୍ଷା ଅନୁଷ୍ଠିତ ହେବାକୁ ଯାଉଛି । ଏହି ପରିପ୍ରେକ୍ଷୀରେ ଆଜି ଭୁବନେଶ୍ୱରସ୍ଥିତ ଡିଜିପିଙ୍କ କ୍ୟାମ୍ପ କାର୍ଯ୍ୟାଳୟଠାରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ … Read More

ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର :  ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ହାଇଲେଭଲ୍ ମିଟିଂ। ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା। ଗସ୍ତ ସମୟରେ ଯେପରି କୌଣସି ତ୍ରୁଟି ନରହେ, ସେଥିପାଇଁ ଗୃହ ବିଭାଗ ଓ ବରିଷ୍ଠ … Read More

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ଆରଆଇ

ଜୟପୁର: ବୋରିଗୁମ୍ମା ତହସିଲ ଅନ୍ତର୍ଗତ କଷାଗୁଡା ସର୍କଲ ର ମହିଳା ଆରଆଇ ଶୈଳବାଳା ଚାରି ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି।ପ୍ରାପ୍ତ ସୂଚନା ଅନୁଯାୟୀ କଷାଗୁଡା ଆରଆଇ ସର୍କଲ ର ଜଣେ ହିତାଧିକାରୀ ମତ୍ସ ପୋଖରୀ ଯୋଜନା … Read More

୮ ମାସର ଗର୍ଭବତୀଙ୍କୁ ଗାଁ ଦାଣ୍ଡରେ ମାଡ଼

ଉଦଳା :  ଏକ ସାଙ୍ଗେ ୩୦ ରୁ ଅଧିକ ଆସିଲେ, ଘରୁ ଯୁବକଙ୍କୁ ନେଇ ଗଛରେ ବାନ୍ଧି ନିର୍ଘାତ ବାଡେ଼ଇଲେ ।   ଏହାକୁ ବିରୋଧ କରିବାରୁ ୮ ମାସର ଗର୍ଭବତୀ ମହିଳାଙ୍କୁ ମଧ୍ୟ ଗାଁ ଦାଣ୍ଡରେ ନିର୍ଘାତ ବାଡେ଼ଇଲେ ।  ଯେଉଁଥିରେ ଉଭୟ … Read More

ଉନ୍ନତମାନର ଖାଦ୍ୟ ଓ ପରିବାର ସଦସ୍ୟଙ୍କୁ ଭେଟିବା ଦାବିରେ ୧୦୦ କଏଦୀଙ୍କ ଧାରଣା

ପଦ୍ମପୁର : ଜେଲରେ କଏଦୀଙ୍କ ଧାରଣା ।  ପଦ୍ମପୁର ଉପକାରାଗାରରେ ଉନ୍ନତ ଖାଦ୍ୟ ଓ ମୌଳିକ ସୁବିଧା ଦାବି ନେଇ ପ୍ରାୟ ୧୦୦ ଜଣ କଏଦୀ ଆମରଣ ଅନଶନରେ ବସିଛନ୍ତି ।  ଜେଲ ପ୍ରଶାସନ ପକ୍ଷରୁ ସ୍ଥିତି ଉପରେ କଡ଼ା ନଜର ରଖାଯାଇଛି … Read More

ଯୁବକଙ୍କୁ ଗଳାକାଟି ହତ୍ୟା

ରାଉରକେଲା : ଯୁବକଙ୍କ ଗଳାକାଟି ମାରିଦେଲେ ।  ମଦ୍ୟପାନ ପରେ ଯୁବକଙ୍କ ଗଳାକାଟି ମାରିଦେଲେ ଦୁର୍ବୃତ୍ତ ।   ରାଉରକେଲା ସେକ୍ଟର ୬ ବସ୍ତି ଅଞ୍ଚଳରେ ଘଟିଛି ଏହି ଅଭାବନୀୟ କାଣ୍ଡ । ମୃତ ଯୁବକଙ୍କ ନାଁ ତୋଫାନ ।  କୌଣସି କାରଣରୁ ତୋଫାନଙ୍କର … Read More

ଏଲ୍ ନିନୋ ସତର୍କତା: ଜଳସେଚନ ପ୍ରକଳ୍ପର ସୁରକ୍ଷା ପାଇଁ ଟାସ୍କ ଫୋର୍ସ ଗଠିତ

ଭୁବନେଶ୍ୱର: ଆଗାମୀ ଦିନରେ ଏଲ୍ ନିନୋର ପ୍ରଭାବକୁ ଦୃଷ୍ଟିରେ ରଖି ଓଡ଼ିଶା ସରକାର ସଜାଗ ହୋଇଉଠିଛନ୍ତି। ରାଜ୍ୟରେ ଚାଷଜମିକୁ ପାଣି ସଙ୍କଟ ଏଡ଼ାଇବା ଏବଂ ଜଳସେଚନ ପ୍ରକଳ୍ପଗୁଡ଼ିକର ସୁରକ୍ଷା ନିଶ୍ଚିତ କରିବା ପାଇଁ ଏକ ସ୍ୱତନ୍ତ୍ର ଟାସ୍କ ଫୋର୍ସ ଗଠନ କରାଯାଇଛି। … Read More