ଓଡ଼ିଶା ଛୁଇଁଲା ମୌସୁମୀ, ନିଅଣ୍ଟିଆ ବର୍ଷା ନେଇ ଚିନ୍ତାରେ ଚାଷୀ

ଭୁବନେଶ୍ୱର : ଓଡ଼ିଶା ଛୁଇଁଲା ମୌସୁମୀ ।  ହେଲେ ନିଅଣ୍ଟିଆ! ବର୍ଷା ରେକର୍ଡ ।  ଚାଷୀଙ୍କ ମନରେ ବଢ଼ିଲା ଚିନ୍ତା ।  ଜୁନ୍ ୧୨ ତାରିଖରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ରାଜ୍ୟରେ ପ୍ରବେଶ କରିଛି ।  ଫଳରେ ବିଭିନ୍ନ ସ୍ଥାନରେ କାଳବୈଶାଖୀ ଓ … Read More

ମା’କୁ କୁରାଢ଼ୀରେ ହାଣି ମାରିଦେଲା ପୁଅ

ଭଦ୍ରକ  : ପାରିବାରିକ କଳହର କରୁଣ ପରିଣତି ।  ପହିଲି ରଜରେ ନିଜ ଜନ୍ମ କଲା ମା’କୁ କୁରାଢ଼ୀରେ ହାଣି ହତ୍ୟା କଲା ପୁଅ ।  ଏଭଳି ଏକ ହୃଦୟ ବିଦାରକ  ଘଟଣା ଘଟିଛି ଭଦ୍ରକ ଜିଲ୍ଲା ବନ୍ତ ଥାନା ଅଞ୍ଚଳରେ ।  … Read More

ଓଲଟିଲା ତୀର୍ଥଯାତ୍ରୀ ବସ୍‌; ଜଣେ ମୃତ, ୨୦ ଆହତ

ସୋର: ପହିଲି ରଜରେ ଅଘଟଣ । ଭାରସାମ୍ୟ ହରାଇ ଓଲଟିଲା ତୀର୍ଥଯାତ୍ରୀ ବସ୍ । ଜଣେ ଯାତ୍ରୀ ମୃତ, ୨୦ ଆହତ । ବାଲେଶ୍ଵର ଜିଲ୍ଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଆଦିରୁପା ପେଟ୍ରୋଲ ପମ୍ପ ନିକଟରେ ଟ୍ରକ … Read More

କୁଲୁବା ଅଞ୍ଚଳରେ ମାଓବାଦୀଙ୍କ ଉପସ୍ଥିତି ଥିବା ସୂଚନା; ସର୍ଚ୍ଚ ଅପରେସନ ଜାରି

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାର କୁଲୁବା ଅଞ୍ଚଳରେ ପୁଣି ମାଓବାଦୀଙ୍କ ଉପସ୍ଥିତି ଦେଖିବାକୁ ମିଳିଛି । ସଶସ୍ତ୍ର ସନ୍ଦିଗ୍ଧ ମାଓବାଦୀଙ୍କ ଉପସ୍ଥିତି ନେଇ ସୂଚନା ମିଳିବା ପରେ ଅଞ୍ଚଳରେ ସୁରକ୍ଷାବାହିନୀ ପକ୍ଷରୁ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଛି । ଜିଲ୍ଲା ପୋଲିସ, ଡିଭିଏଫ୍ … Read More

ସ୍ତ୍ରୀକୁ କଟୁରୀରେ ହାଣିଲା ସ୍ୱାମୀ

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ତଥା ସଂଘାତିକ ଘଟଣା ସାମ୍ନାକୁ ଆସିଛି। ପହିଲି ରଜରେ ସ୍ତ୍ରୀକୁ ହାଣିଲା ସ୍ବାମୀ। ରଜ ସଜବାଜରେ କିଣାକିଣିକୁ ନେଇ କଳି ନେଲା ଉଗ୍ର ରୂପ। ମଞ୍ଚେଶ୍ବରରେ ନିଶାସକ୍ତ ଅବସ୍ଥାରେ କଟୁରୀରେ ସ୍ବାମୀର ଆକ୍ରମଣ। ଆକ୍ରମଣରେ … Read More

ଚୂନ ଟାଙ୍କିରେ ପଡ଼ି ଦୁଇ ଶ୍ରମିକ ଗୁରୁତର

ବାସୁଦେବପୁର : ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ରାହ୍ମଣ ଗାଁ ଚାରିଛକି କେନାଲ ନିକଟ ଇଟା କାରଖାନାରେ ଘଟିଛି ଏକ ବଡ଼ ଅଘଟଣ। କାମ କରୁଥିବା ବେଳେ ଚୂନ ଟାଙ୍କିରେ ପଡ଼ି ମହିଳା ଶ୍ରମିକ ଅର୍ଦ୍ଧ ଦଗ୍ଧ। ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ … Read More

ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା:ଗିରଫ ପରେ ଜେଲ୍‌ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା। ଜାମିନ୍ ଆବେଦନ ଖାରଜ ପରେ ତିଖିରି ସରପଞ୍ଚ ଚାମେଲି ଓଝାଙ୍କୁ ଜେଲ୍ ପଠାଯାଇଛି। ଗିରଫ ପରେ ଆଜି ତାଙ୍କୁ ମାଜିଷ୍ଟ୍ରେଟଙ୍କ ନିକଟରେ ହାଜର କରାଯାଇଥିଲା। ଏସଡିଜେମ୍ କୋର୍ଟରେ ହାଜର ପରେ … Read More

ଠିକାରେ ଷ୍ଟାଫ୍ ନର୍ସ ନିଯୁକ୍ତିରେ ଘୋଟାଲା, ଠିକାସଂସ୍ଥାକୁ କଳା ତାଲିକାଭୁକ୍ତ କଲା ପ୍ରଶାସନ

ଅନୁଗୁଳ : ତାଳଚେର ପବିତ୍ର ମୋହନ ପ୍ରଧାନ ମେଡ଼ିକାଲ୍ କଲେଜ ଓ ହସ୍ପିଟାଲ୍ ରେ ଜାଲ୍ ସାର୍ଟିଫିକେଟରେ ଶତାଧିକ ଷ୍ଟାଫ୍ ନର୍ସଙ୍କୁ ନିଯୁକ୍ତି ଦେଇ ରୋଗୀଙ୍କ ଜୀବନ ସହ ଖେଳିଥିବା ଠିକା ସଂସ୍ଥା ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ଜିଲ୍ଲା ପ୍ରଶାସନ … Read More

୬୪ ସ୍ଥାନର ଇଂରାଜୀ ନାମରେ ହେବ ସଂଶୋଧନ, ଖୁବ୍ ଶୀଘ୍ର ଗେଜେଟ୍ ବିଜ୍ଞପ୍ତି ପ୍ରକାଶ କରିବେ ରାଜ୍ୟ ସରକାର

ଭୁବନେଶ୍ବର: ୬୪ ସ୍ଥାନର ଇଂରାଜୀ ନାମରେ ହେବ ସଂଶୋଧନ। ଓଡ଼ିଶା କ୍ୟାବିନେଟ୍ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛି । ରାଜ୍ୟର ୨୬ଟି ଜିଲ୍ଲାରେ ଥିବା ୬୪ଟି ସ୍ଥାନର ବିକୃତ ଇଂରାଜୀ ବନାନକୁ ସଂଶୋଧନ କରି ମୂଳ ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ପରିବର୍ତ୍ତନ … Read More

ନକଲି ଭିଜିଲାନ୍ସ ଅଫିସରଙ୍କ ଆତଙ୍କ, ପଠାଉଛନ୍ତି ଧମକପୂର୍ଣ୍ଣ ବେନାମୀ ଚିଠି

ଭୁବନେଶ୍ବର: ଭୁବନେଶ୍ବରରୁ ଆସିଛି ବଡ଼ ଖବର । ନକଲି ଭିଜିଲାନ୍ସ ଅଫିସରଙ୍କ ଆତଙ୍କ । ଲୋକଙ୍କୁ ପଠାଉଛନ୍ତି ଧମକପୂର୍ଣ୍ଣ ବେନାମୀ ଚିଠି ।  ନିଜକୁ ଭିଜିଲାନ୍ସ ଅଧିକାରୀ ପରିଚୟ ଦେଇ କିଛି ଦୁର୍ବୃତ୍ତ ଧମକପୂର୍ଣ୍ଣ ବେନାମୀ ଚିଠି ପଠାଉଥିବା ଅଭିଯୋଗ ହୋଇଛି । … Read More