ସିମେଲପଦରରେ ଖୋଲିଲା ରାଜ୍ୟର ପ୍ରଥମ ହାତୀ ସ୍କୁଲ୍, କମିବ ମଣିଷ-ହାତୀ ସଂଘର୍ଷ !

ଭୁବନେଶ୍ବର: ରାଜ୍ୟରେ ବନ୍ୟଜନ୍ତୁ ସଂରକ୍ଷଣ କ୍ଷେତ୍ରରେ ଓଡ଼ିଶା ଆଉ ଏକ ବଡ଼ ପଦକ୍ଷେପ ନେଇଛି। କଳାହାଣ୍ଡି ଜିଲ୍ଲାର ସିମେଲପଦର ଅଞ୍ଚଳରେ ରାଜ୍ୟର ପ୍ରଥମ ହାତୀ ପ୍ରଶିକ୍ଷଣ କେନ୍ଦ୍ର (Elephant Training Centre) ଉଦ୍ଘାଟନ କରାଯାଇଛି। ଶୁକ୍ରବାର ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି … Read More

ଶୀତଳ ଷଷ୍ଠୀ ପାଇଁ ପ୍ରସ୍ତୁତି ଜୋରଦାର: ସାମିଲ ହେବେ ୭୫୦୦ରୁ ଅଧିକ କଳାକାର

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ପ୍ରସିଦ୍ଧ ପର୍ବ ଶୀତଳ ଷଷ୍ଠୀ ପାଇଁ ସମ୍ବଲପୁର ଏବେ ଉତ୍ସବମୁଖର ହୋଇଉଠିଛି। ଦେବ ଦମ୍ପତି ଶିବ ଓ ପାର୍ବତୀଙ୍କ ବିବାହ ଉତ୍ସବକୁ ମହାସମାରୋହରେ ପାଳନ କରିବାକୁ ସହରର ବିଭିନ୍ନ କମିଟି ଜୋରଦାର ପ୍ରସ୍ତୁତି ଚଳାଇଛନ୍ତି। ଚଳିତ ବର୍ଷ … Read More

LIC ବିରୋଧରେ ଜଣେ ମାଆ କୋର୍ଟରେ ଲଢିଲେ ଦୀର୍ଘ ୧୨ ବର୍ଷ ଲଢେଇ, ଶେଷରେ ଜିତିଲେ କୋଟିଏ ୨୬ଲକ୍ଷ ଟଙ୍କା

ମୁମ୍ବାଇ: ଭାରତୀୟ ଜୀବନ ବୀମା ନିଗମ (ଏଲଆଇସି) ବିରୋଧରେ ଜଣେ ମହିଳା ଦୀର୍ଘ ୧୨ ବର୍ଷ କାଳ କୋର୍ଟରେ ଲଢି ବିଜୟୀ ହୋଇଛନ୍ତି। ଜାତୀୟ ଉପଭୋକ୍ତା ବିବାଦ ନିବାରଣ ଆୟୋଗ (ଏନସିଡିଆରସି) ତାଙ୍କ ରାୟରେ ବୀମା କମ୍ପାନୀ ମହିଳାଙ୍କ ପରଲୋକଗତ ପୁଅଙ୍କ ୬୦ … Read More

ପାଞ୍ଚ ମାସରେ ଖାଦ୍ୟ, ପାନୀୟ ଠାରୁ ଆରମ୍ଭ କରି ପରିବହନ ସବୁ କିଛି ହୋଇଛି ମହଙ୍ଗା

ନୂଆଦିଲ୍ଲୀ : ପାଞ୍ଚ ମାସରେ ଖାଦ୍ୟ, ପାନୀୟ ଠାରୁ ଆରମ୍ଭ କରି ପରିବହନ ପର୍ଯ୍ୟନ୍ତ ସବୁ କିଛି ମହଙ୍ଗା ହୋଇଛି। ଖୁଚୁରା ମୁଦ୍ରାସ୍ଫୀତି ପାଞ୍ଚ ମାସ ମଧ୍ୟରେ ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି। ଖାଦ୍ୟ ଏବଂ ପାନୀୟ ଠାରୁ ପରିବହନ ପର୍ଯ୍ୟନ୍ତ ସବୁକିଛି … Read More

କାଳବୈଶାଖୀ ପ୍ରଭାବ ; ବାଦ ପଡ଼ିଲେନି ଭଗବାନ

ଆଠଗଡ : କାଳବୈଶାଖୀ ତାଣ୍ଡବରେ ବାଦ ପଡ଼ିଲେ ନାହିଁ ଭଗବାନ। ଗଛ ପଡ଼ି ଭାଙ୍ଗିଲା ମନ୍ଦିର ଗୃହ। କଟକ ଜିଲ୍ଲା ଆଠଗଡ ବ୍ଲକ କନ୍ଦରପୁର ଅଞ୍ଚଳରେ ଦେଖିବାକୁ ମିଳିଛି ଏହି ଦୃଶ୍ୟ। ଦୁଇଦିନ ତଳେ ହଠାତ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଥିଲା। … Read More

ଏକାସଙ୍ଗେ ମିଳିବ ୩ ମାସର ଭତ୍ତା ଟଙ୍କା – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ମୋହନ ସରକାରକୁ ପୂରିଲା ୨ ବର୍ଷ। ଏଥିପାଇଁ ଲୋକସେବା ଭବନରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମ କରାଯାଉଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଅନେକ ବଡ ଘୋଷଣା କରିଛନ୍ତି। ଭତ୍ତା ସମସ୍ୟା ତଥା ଭତ୍ତା ପ୍ରଦାନରେ ବିଳମ୍ବକୁ ନେଇ ମୁଖ୍ୟମନ୍ତ୍ରୀ ବଡ … Read More

ଜଗତସିଂହପୁର ମେଡିକାଲ କଲେଜ ପାଇଁ ବଡ଼ ପଦକ୍ଷେପ

ଜଗତସିଂହପୁର : ଜଗତସିଂହପୁର ଜିଲ୍ଲାରେ ସରକାରୀ ମେଡିକାଲ କଲେଜ ପ୍ରତିଷ୍ଠା ପାଇଁ ଆଉ ଏକ ପାଦ ଆଗକୁ ବଢ଼ିଛନ୍ତି ରାଜ୍ୟ ସରକାର। କଲେଜ ପାଇଁ ଆବଶ୍ୟକୀୟ ଜମି ଅଧିଗ୍ରହଣ ପାଇଁ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ୨୦୨୪ … Read More

ଆଖି ବୁଜିଲେ କନେଷ୍ଟବଳ ଆଶୁତୋଷ ମୃଦଙ୍ଗିଆ

ଭୁବନେଶ୍ବର/ବ୍ରହ୍ମପୁର: ଆଖିବୁଜିଲେ କନେଷ୍ଟବଳ ଆଶୁତୋଷ ମୃଦଙ୍ଗିଆ। ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ସେ ମୃତ୍ୟୁବରଣ କରିଥିବା ଜଣାଯାଇଛି। ସେ ନିଆଁରେ ପୋଡ଼ି ହୋଇ ଗୁରୁତର ହୋଇଥିଲେ। ଦୁଇ ଦିନ ତଳେ ତାଙ୍କର ସ୍ବାସ୍ଥ୍ୟ ବିଗିଡ଼ିଯିବାରୁ ତାଙ୍କୁ ଭେଣ୍ଟିଲେଟର୍ରେ ରଖାଯାଇଥିଲା। ମୃତ୍ୟୁ ପୂର୍ବରୁ ତାଙ୍କୁ … Read More

ମହୁମାଛି, ଆକ୍ରମଣରେ ମହିଳା ମୃତ, ୨୦ରୁ ଊର୍ଦ୍ଧ୍ବ ଆହତ

ଭଦ୍ରକ : ମହୁମାଛି ଆକ୍ରମଣରେ ଜଣେ ବିବାହିତ ମହିଳାଙ୍କ ମୃତ୍ୟୂ ଘଟିଛି। ଏହା ସହ ୨୦ରୁ ଊର୍ଦ୍ଧ୍ବ ଆହତ ହୋଇଛନ୍ତି। ଏପରି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ବ୍ଲକ ସାବରଙ୍ଗ ଥାନା ଏରଡ଼ା ପଞ୍ଚାୟତର ବାସୁଆପଦା ଗାଁରେ। ଗ୍ରାମର ରଜନୀକାନ୍ତ ସାହୁଙ୍କ … Read More

ମହିଳା ସରପଞ୍ଚ ଚାମେଲିଙ୍କୁ ବିଜେଡିର ସମର୍ଥନ, ବିଜେପିକୁ କଟାକ୍ଷ

ଭୁବନେଶ୍ୱର: ମହାକାଳପଡ଼ା ବ୍ଲକ୍‌ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲୀ ଓଝାଙ୍କ ସମର୍ଥନରେ ବିଜୁ ଜନତା ଦଳ (ବିଜେଡି) ଅଣ୍ଟାଭିଡ଼ିଛି। ସରପଞ୍ଚଙ୍କ ପ୍ରତି ହୋଇଥିବା ଦୁର୍ବ୍ୟବହାର, ଶାରୀରିକ ଆକ୍ରମଣ, ଧମକ ଘଟଣା ଓଡ଼ିଶାରେ ମହିଳା ସୁରକ୍ଷା ଉପରେ ଗମ୍ଭୀର ପ୍ରଶ୍ନବାଚୀ ସୃଷ୍ଟି କରିଛି … Read More