୧୧ରୁ ଖସିବ ତାପମାତ୍ରା, କୋପ ଦେଖାଇବ କାଳବୈଶାଖୀ, ୮୦ କିମି ବେଗରେ ବହିବ ପବନ

ଭୁବନେଶ୍ୱର: ୧୧ରୁ କମିବ ତାପମାତ୍ରା। ୧୩ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ଜନିତ ବର୍ଷା ଓ ପବନ ରହିବ। ଏନେଇ ପୂର୍ବାନୁମାନ କରିଛନ୍ତି ପାଣିପାଗ ବିଭାଗ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପଶ୍ଚିମ ଓଡ଼ିଶାରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା … Read More

ହୃଦଘାତରେ ଆଖିବୁଜିଲେ ରଥ ନିର୍ମାଣ କାର୍ଯ୍ୟରେ ନିୟୋଜିତ ଭୋଇ ସେବକ

ପୁରୀ ୯।୬: ରଥ ଖଳାରେ ଶୋକାକୁଳ ପରିବେଶ । ରଥ ନିର୍ମାଣ କାର୍ଯ୍ୟରେ ନିୟୋଜିତ ଥିବା ଜଣେ ଭୋଇ ସେବକ ହୃଦଘାତରେ ମୃତ୍ୟୁ ହୋଇଛି । ମୃତ ଭୋଇ ସେବକ ହେଉଛନ୍ତି ଧୋବା ଭୋଇ। ସେ ତାଳଧ୍ବଜ ରଥ ନିର୍ମାଣ କାର୍ଯ୍ୟରେ … Read More

ଫାର୍ମାସି ରେଜିଷ୍ଟ୍ରେସନ୍ ସାର୍ଟିଫିକେଟ୍ ଦେବାକୁ ନେଉଥିଲେ ଲାଞ୍ଚ : ଦୁଇ ଗିରଫ

ଭୁବନେଶ୍ବର ୯।୬: ଫାର୍ମାସି ରେଜିଷ୍ଟ୍ରେସନ୍ ସାର୍ଟିଫିକେଟ୍ ଦେବାକୁ ନେଉଥିଲେ ଲାଞ୍ଚ । ୯ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଦୁଇ ଗିରଫ । ଓଡ଼ିଶା ଫାର୍ମାସି କାଉନସିଲ୍ର ବରିଷ୍ଠ ସହାୟକ ବିଶ୍ୱମୋହନ ପଟ୍ଟନାୟକ ଓରଫ ରାଜା ଏବଂ ତାଙ୍କ ସହଯୋଗୀ … Read More

ସୁରକ୍ଷା ବାହିନୀକୁ ବଡ଼ ସଫଳତା ; ବିପୁଳ ପରିମାଣର ମାଓ ସାମଗ୍ରୀ ଓ ଅସ୍ତ୍ରଶସ୍ତ୍ର ଜବତ

ମାଲକାନଗିରି : ମାଲକାନଗିରି ଜିଲ୍ଲାରେ ମାଓବାଦୀଙ୍କ ବିରୋଧରେ ସୁରକ୍ଷା ବାହିନୀକୁ ବଡ଼ ସଫଳତା। ମିଳିତ ତଲାସୀ ଅଭିଯାନ ସମୟରେ ବିପୁଳ ପରିମାଣର ମାଓ ସାମଗ୍ରୀ ଓ ଅସ୍ତ୍ରଶସ୍ତ୍ର ଜବତ କରିଛି ପୁଲିସ। ଜବତ ସାମଗ୍ରୀ ମଧ୍ୟରେ ବନ୍ଧୁକ, ବିସ୍ଫୋରକ ସାମଗ୍ରୀ ଏବଂ … Read More

ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀଙ୍କୁ ନିଲମ୍ବିତ କଲେ ରାଜ୍ୟ ସରକାର

ଭୁବନେଶ୍ଵର:ମୁଖ୍ୟମନ୍ତ୍ରୀଙ୍କ ବଡ଼ ଆକ୍ସନ। ଦୁର୍ନୀତି ଅଭିଯୋଗରେ ରାଜ୍ୟ ସରକାର ନେଇଛନ୍ତି ବଡ଼ କାର୍ଯ୍ୟାନୁଷ୍ଠାନ। ଜଳସମ୍ପଦ ବିଭାଗର ୩ ଯନ୍ତ୍ରୀଙ୍କୁ ନିଲମ୍ବିତ କରିଛନ୍ତି ରାଜ୍ୟ ସରକାର । ବରଗଡ଼ ଜଳସେଚନ ଡିଭିଜନର ସୁପରିଣ୍ଟେଣ୍ଡଣ୍ଟ ଇଞ୍ଜିନିୟର ମଦନ ମୋହନ ସେଠୀ, ଭେଡେନ ଜଳସେଚନ ସବ … Read More

‘ମେହେର ମୁଣ୍ଡା’କୁ କରମୁକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ ନିକୁଞ୍ଜ ହୋତାଙ୍କ ଦ୍ୱାରା ନିର୍ଦ୍ଦେଶିତ ଓଡିଆ ଚଳଚ୍ଚିତ୍ର ‘ମେହେର ମୁଣ୍ଡା’କୁ କରମୁକ୍ତ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ମଙ୍ଗଳବାର ଏହି ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ସୂଚନାଯୋଗ୍ୟ ଯେ ଓଡିଶାର ହସ୍ତତନ୍ତ … Read More

ଦୀଘା ଜଗନ୍ନାଥ ମନ୍ଦିର ନେଇ ଓଡ଼ିଶା ସରକାରଙ୍କ ପ୍ରସ୍ତାବକୁ ସ୍ବାଗତ କଲେ ଶୁଭେନ୍ଦୁ ଅଧିକାରୀ

ଭୁବନେଶ୍ବର: ପଶ୍ଚିମବଙ୍ଗର ଦୀଘାରେ ନିର୍ମିତ ଜଗନ୍ନାଥ ମନ୍ଦିରକୁ ଆଉ ‘ଧାମ’ କୁହାଯିବ ନାହିଁ। ପଶ୍ଚିମବଙ୍ଗର ପୂର୍ବତନ ସରକାର ରଖିଥିବା ଏହି ‘ଧାମ’ ଶବ୍ଦକୁ ହଟାଇବାକୁ ବର୍ତ୍ତମାନର ସରକାର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଆଜି ଏହି ବଡ଼ … Read More

‘ଡବଲ୍ ଇଞ୍ଜିନ’ ସରକାରରେ ଓଡ଼ିଶାର ବିକାଶ ପ୍ରକ୍ରିୟା ଅଗ୍ରସର ହେଉଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦ୍ର ଏବଂ ରାଜ୍ୟର ‘ଡବଲ୍ ଇଞ୍ଜିନ’ ସରକାରର ମିଳିତ ସମନ୍ୱୟ ବଳରେ ଓଡ଼ିଶାର ବିକାଶ ପ୍ରକ୍ରିୟା ଏକ ପ୍ରଭାବଶାଳୀ ଗତି ଦେଇ ଅଗ୍ରସର ହେଉଛି। ଯୋଗାଯୋଗ, ଶିଳ୍ପ, ଭିତ୍ତିଭୂମି, କୃଷି, ନାରୀ ସଶକ୍ତୀକରଣ ଏବଂ … Read More

ବଜ୍ରାଘାତରେ ଚାଲିଗଲା ଦିଅର ଭାଉଜଙ୍କ ଜୀବନ

ଢ଼େଙ୍କାନାଳ : ବଜ୍ରାଘାତରେ ଦିଅର ଭାଉଜ ମୃତ। ହିନ୍ଦୋଳ ବ୍ଳକ୍ ବାଉଁଶ ପୋଖରୀ ପଞ୍ଚାୟତ ବନ୍ଧାଭୂଇଁ ଗ୍ରାମରେ ବଜ୍ରାଘାତ ନେଲା ଦୁଇ ଜୀବନ।ମୃତକ ହେଲେ ସୁବାସିନି ସାହୁ ଏବଂ ତାଙ୍କ ଦିଅର ଗଣେଶ୍ୱର ସାହୁ। ଆଜି ଅପରାହ୍ନ ପ୍ରାୟ ୪ଟା ବେଳେ … Read More

ବ୍ରାହ୍ମଣୀରେ ଭାସିଗଲେ ୩ ସାଙ୍ଗ, ଜଣେ ମୃତ, ୨ ନିଖୋଜ

ତାଳଚେର : ବ୍ରାହ୍ମଣୀ ନଦୀରେ ଭାସିଗଲେ ୩ ସାଙ୍ଗ ।  ଜଣେ ମୃତ, ଦୁଇ ନିଖୋଜ ।  ତାଳଚେର ବ୍ରାହ୍ମଣୀ ନଦୀରେ ଅଘଟଣ ଘଟିଛି ।   ତାଳଚେର  ବ୍ରାହ୍ମଣୀ ନଦୀରେ ଗାଧେଇବା ବେଳେ ବୁଡ଼ି ଗଲେ ତିନି ଜଣ ସାଙ୍ଗ  l ଜଣେ … Read More