ବିଦ୍ୟୁତ ସେବାରୁ ବଞ୍ଚିତ ହୋଇ ଥାନା ଅଧିକାରୀ ଓ ସରପଞ୍ଚଙ୍କୁ ତାଲା ପକାଇଲେ ଉତ୍ତ୍ୟକ୍ତ ଗ୍ରାମବାସୀ

ବାଲିଗୁଡା  : ଯନ୍ତ୍ରୀଙ୍କୁ ଛାଡିଦେଲା ପୋଲିସ, ତାତିଲେ ଲୋକ ।  କନ୍ଧମାଳ ଜିଲ୍ଲା ବେଲଘର ଥାନା ଅଧିକାରୀ ଓ ବେଲଘର ସରପଞ୍ଚଙ୍କୁ ପଞ୍ଚାୟତ କାର୍ଯ୍ୟାଳୟ ଭିତରେ ତାଲା ପକାଇ ରଖିଲେ ଗ୍ରାମବାସୀ ।  ମୁଡିବନ୍ଧ ବ୍ଲକ ବେଲଘର, ଝିରିପାଣି, ଗୁମା ଓ ବିଲାମାଳ … Read More

ବାଇକକୁ ଧକ୍କା ଦେଲା ଟ୍ରକ, ଚାଲିଗଲା ବାପ-ଝିଅଙ୍କ ଜୀବନ

ସୋର : ମର୍ମନ୍ତୁଦ ଦୁର୍ଘଟଣା ।  ବାଇକକୁ ଧକ୍କାଦେଲା ଟ୍ରକ , ବାପ ଝିଅ ମୃତ  ।  ବାଲେଶ୍ବର ଜିଲ୍ଲା ସୋର ଏନଏଚ ୧୬ରେ ଉତ୍ତରେଶ୍ୱରରେ ଘଟିଛି ଭୟଙ୍କର ଦୁର୍ଘଟଣା ।  ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ରହଣିଆ ଗାଁର ମନୋଜ ଦାସ … Read More

ବୁର୍ଲା ପାୱାର କେନାଲରେ ବୁଡି ଛାତ୍ର ନିଖୋଜ

ସମ୍ବଲପୁର : ବୁର୍ଲା ପାୱାର କେନାଲରେ ବୁଡି ଜଣେ ଛାତ୍ର ନିଖୋଜ  l  ଭୋଜି କରିବାକୁ ଆସି ଗଭୀର ପାଣିରେ ବୁଡ଼ିଗଲେ ଛାତ୍ର  l  ଛାତ୍ର ଜଣକ ସହପାଠୀଙ୍କ ସହ ଭୋଜି କରିବା ପାଈଁ 18 ହଜ଼ାରକୁ ଆସିଥିଲେ  l  ପାୱାର କେନାଲ … Read More

ରାଷ୍ଟ୍ରପତି ଭବନରେ ଅତିଥି ସାଜିଲେ ମା’ ବିରଜା ମନ୍ଦିର ସେବାୟତ

ଯାଜପୁର ଟାଉନ୍ : କଥା ଦେଇ କଥା ରଖିଲେ ମହାମହିମ ରାଷ୍ଟ୍ରପତି। ରାଷ୍ଟ୍ରପତି ଭବନକୁ ଡାକି ବକେୟା ପାଉଣା ଦେଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ନୂଆଦିଲ୍ଲୀରେ ରାଷ୍ଟ୍ରପତି ଭବନରେ ଅତିଥି ସାଜିଲେ  ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା ବିରଜାଙ୍କ ଅଙ୍ଗଲାଗି ସେବାୟତ ପ୍ରତିନିଧି … Read More

ITDA ଯନ୍ତ୍ରୀଙ୍କ ବ୍ୟାଙ୍କ ଲକରରୁ ବାହାରିଲା ୨ କୋଟିର ନଗଦ କ୍ୟାସ

ଭୁବନେଶ୍ବର: ଯେତେ ଖୋଲିଲେ, ସେତେ ବାହାରୁଛି । କନ୍ଧମାଳ ବାଲିଗୁଡ଼ା ITDAର ସହକାରୀ ନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠନାଥ ବେହେରାଙ୍କ କୁବେର ସାମ୍ରାଜ୍ୟ । ବ୍ୟାଙ୍କ ଲକରରୁ ବାହାରିଲା ୨ କୋଟିର ନଗଦ କ୍ୟାସ । ଠାବ ହୋଇଛି ୫ ମହଲା କୋଠା ଓ … Read More

ଆହୁରି ୪ ଦିନ ଯାଏଁ ରାଜ୍ୟରେ ଲାଗି ରହିବ କାଳବୈଶାଖୀ ପ୍ରଭାବ

ଭୁବନେଶ୍ବର: ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ସାମାନ୍ୟ କମିଲା ତାତି । ରାଜଧାନୀ ସମେତ ରାଜ୍ୟର ଏକାଧିକ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଛି । ମଧ୍ୟାହ୍ନରେ ଭୟଙ୍କର ତାତି ଓ ଗୁଳୁଗୁଳି ପରେ ଅପରାହ୍ଣରେ ଭୀଷଣ ବର୍ଷା । ଆସନ୍ତା ୪ ଦିନ ଯାଏଁ … Read More

୩,୭୯୩.୩୩ କୋଟିର ପୁଞ୍ଜି ନିବେଶକୁ ମଞ୍ଜୁରୀ, ୧୪ ଜିଲ୍ଲାରେ ସ୍ଥାପନ ହେବ ୨୪ଟି ଶିଳ୍ପ ପ୍ରକଳ୍ପ

ଭୁବନେଶ୍ବର: ଓଡ଼ିଶାରେ ୩ ହଜାର ୭୯୩ କୋଟି ୩୩ ଲକ୍ଷର ପୁଞ୍ଜିନିବେଶ ପ୍ରସ୍ତାବକୁ ସରକାରୀ ମଞ୍ଜୁରୀ । ୧୪ଟି ଜିଲ୍ଲାରେ ସ୍ଥାପନ ହେବ ୨୪ଟି ଶିଳ୍ପ ପ୍ରକଳ୍ପ । ସୃଷ୍ଟି ହେବ ପ୍ରାୟ ୨୦ ହଜାର ନିଯୁକ୍ତି । ରାଜ୍ୟରେ ଶିଳ୍ପ ବିକାଶ … Read More

ଉଦଘାଟନର ୧୭ଦିନ ପରେ ବି ଖୋଲୁନି ରବି ମଣ୍ଡି ; ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କଲେ ଚାଷୀ

ନୂଆପଡା : ନୂଆପଡ଼ା ଜିଲ୍ଲାରେ ଜିଲାରେ ଗତ ମେ ମାସ ୨୦ତାରିଖରୁ ରବି ମଣ୍ଡି ଉଦ୍ଘାଟନ ହୋଇ ଥିଲେ ମଧ୍ୟ ଆଜକୁ ୧୭ଦିନ ପରେ ମଧ୍ୟ ଜିଲ୍ଲାରେ କୌଣସି ମଣ୍ଡି ଖୋଲି ପାରି ନାହିଁ।ଏହାକୁ ନେଇ ଚାଷୀଙ୍କ ମଧ୍ୟରେ ଚାପା ଉତ୍ତେଜନା … Read More

ଜେଲରୁ ଫେରି ପୁଣି ଚାକିରିରେ ଯୋଗ ଦେଲେ ଆଇଏଏସ ଧିମାନ ଚକମା

ଭୁବନେଶ୍ୱର : ଜେଲରୁ ଫେରିବା ପରେ ପୁଣି ଚାକିରିରେ ଯୋଗ ଦେଲେ ଆଇଏଏସ ଧିମାନ ଚକମା। ରାଜସ୍ୱ ବିଭାଗର ଉପ ସଚିବ ଭାବେ ତାଙ୍କୁ ନିଯୁକ୍ତି ଦିଆଯାଇଛି। ୨୦୨୧ ବ୍ୟାଚର ଏହି ଆଇଏଏସ ଲାଞ୍ଚ ନେବା ଅଭିଯୋଗରେ ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ। କଳାହାଣ୍ଡି … Read More

ସୂର୍ଯ୍ୟ ମନ୍ଦିର ଗର୍ଭଗୃହରୁ ବାଲି କଢା ଅନୁଧ୍ୟାନ କଲା ଏଏସଆଇ

ଗୋପ : ବିଶ୍ବପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ କୋଣାର୍କ ସ୍ଥିତ ଐତିହ୍ୟ ଓ କୀର୍ତ୍ତିରାଜି ସଂପନ୍ନ ସୂର୍ଯ୍ୟମନ୍ଦିର ଜଗମୋହନ ଗର୍ଭଗୃହରୁ ବାଲି କଢ଼ା ନିମନ୍ତେ ଏଏସଆଇ ଡିଜି ୟଦୁବୀର ସିଂ ରାଓ୍ବତ ଶନିବାର ସୂର୍ଯ୍ୟ ମନ୍ଦିର ପରିଦର୍ଶନରେ ଯାଇ ସ୍ଥିତି ଅନୁଧ୍ୟାନ କରିଛନ୍ତି। … Read More