ଚାକିରି ଦେବା ଆଳରେ ନାବାଳିକାକୁ ଦୁଷ୍କର୍ମ
କାମାକ୍ଷାନଗର : ଢେଙ୍କାନାଳ ଜିଲ୍ଳା କାମାକ୍ଷାନଗର ଥାନା ଅଞ୍ଚଳର ଜଣେ ନାବାଳିକାକୁ ଚାକିରୀ ଦେବା ନାମରେ ବାହାର ରାଜ୍ୟକୁ ପଠାଇ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଅଭିଯୋଗ କ୍ରମେ ପୁଲିସ ମୁଖ୍ୟ ଦଲାଲ ସହ ଅଭିଯୁକ୍ତକୁ ଗିରଫ କରି ଅଦାଲତ ଚାଲାଣ … Read More
