ବିଦ୍ୟୁତ ଖୁଣ୍ଟରେ ଚଢ଼ି କାମ କରୁଥିବା ବେଳେ ଚାଲିଗଲା ଆଉଟ୍ ସୋର୍ସିଂ କର୍ମଚାରୀଙ୍କ ଜୀବନ

ଭଞ୍ଜନଗର: ଭଞ୍ଜନଗରରେ ଘଟିଛି ବଡ଼ ଅଘଟଣ । ବିଦ୍ୟୁତ ଖୁଣ୍ଟରେ ଚଢ଼ି କାମ କରୁଥିଲେ ହେଲେ ଜୀବନ ଚାଲିଯିବ ବୋଲି ଜାଣିନଥିଲେ । ଏକଥା ଆପଣ ବି ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ । ବିଦ୍ୟୁତ ଖୁଣ୍ଟରେ କାମ କରୁଥିବା ବେଳେ ଭଞ୍ଜନଗର … Read More

ବଜ୍ରାଘାତରେ ଦମ୍ପତିଙ୍କ ମୃତ୍ୟୁ

ପାଟଣା : କେନ୍ଦୁଝର ଜିଲ୍ଲା ଘଟଗାଁ ବ୍ଲକ ଅନ୍ତର୍ଗତ ରୁଟିଶିଳା ଗ୍ରାମରେ ବଜ୍ରାଘାତରେ ସ୍ୱାମୀ-ସ୍ତ୍ରୀଙ୍କ ମୃତ୍ୟୁ ଘଟିଛି। ମୃତକ ଦମ୍ପତି ହେଲେ ବାଣେଶ୍ୱର ନାଏକ(୫୮) ଓ ତାଙ୍କ ସ୍ତ୍ରୀ ସଞ୍ଜୁଲତା ନାଏକ(୫୦)।         ଉଭୟ ସ୍ୱାମୀ-ସ୍ତ୍ରୀ ନିଜର … Read More

ଇସ୍କନର ବେଆଇନ ରଥଯାତ୍ରା ବିରୋଧରେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଗଜପତି ମହାରାଜ

ପୁରୀ : ଇସ୍କନର ବେଆଇନ ରଥଯାତ୍ରା ବିରୋଧରେ ବଡ଼ ପଦକ୍ଷେପ ।  ପରମ୍ପରା ରକ୍ଷା ପାଇଁ ଗଜପତିଙ୍କ ଅପିଲ୍! ।  ବିଦେଶରେ ଅଦିନିଆ ରଥଯାତ୍ରା ବନ୍ଦ ପାଇଁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଛନ୍ତି ଗଜପତି ମହାରାଜା!। ଶ୍ରୀଜଗନ୍ନାଥ ସଂସ୍କୃତି ଓ ଶାସ୍ତ୍ରୀୟ … Read More

ମୁଖ୍ୟମନ୍ତ୍ରୀଙ୍କ ସହ ବୃକ୍ଷରୋପଣ କଲେ ସାଂସଦ କଙ୍ଗନା ରଣାୱତ

ଭୁବନେଶ୍ବର: ‘ଏକ୍ ପେଡ୍ ମା କେ ନାମ୍’ ଅଭିଯାନରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ବୃକ୍ଷରୋପଣ କଲେ ସାଂସଦ କଙ୍ଗନା ରଣାୱତ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ୱାନରେ ଆରମ୍ଭ ହୋଇଥିବା ଅଭିଯାନ ‘ଏକ୍ ପେଡ୍ ମା କେ ନାମ୍’ … Read More

ଜିଲାପାଳଙ୍କ କାର୍ଯ୍ୟାଳୟରେ ଦଳିତ ଯୁବକଙ୍କ ଆତ୍ମହତ୍ୟା

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲାପାଳଙ୍କ କାର୍ଯ୍ୟାଳୟରେ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି । ଆତ୍ମହତ୍ୟା କରିଥିବା ଯୁବକଙ୍କ ନାମ ଶ୍ରୀଚନ୍ଦନ ଦାସ । ସେ ତାଙ୍କ ବାପା ଭରତ ଦାସଙ୍କ ସହ କେନ୍ଦ୍ରାପଡ଼ା ପୁରୁଣା ବସଷ୍ଟାଣ୍ଡ ନିକଟ ବାସୁଳେଇ ଗ୍ରାମରେ ରହୁଥିଲା ବେଳେ … Read More

ନୀଳାଦ୍ରି ବିଜେ ପରେ ପୁର୍ନବାର ରତ୍ନଭଣ୍ଡାର ଗଣତି

ପୁରୀ: ଶୁକ୍ରବାର ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପରିସରରେ ଗଜପତି ମହରାଜଙ୍କ ଅଧ୍ୟକ୍ଷତାରେ ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ପରିଚାଳନା କମିଟି ବୈଠକରେ ଅନେକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ପରିଚାଳନା କମିଟି ଦେବସ୍ନାନ ପୂର୍ଣ୍ଣମୀ,ରଥଯାତ୍ରା ଓ ବାହୁଡା଼ ଯାତ୍ରା … Read More

ବାଲିଗୁଡ଼ାରେ ସାମୂହିକ ଇସ୍ତଫା ଦେଲେ ବିଜେଡ଼ି କର୍ମୀ

ବାଲିଗୁଡ଼ା : କନ୍ଧମାଳ ଜିଲ୍ଲାର ବିଜେଡ଼ି ଦଳର ଉପସଭାପତି ଟୁନା ଦାଶ ଓ ଜିଲ୍ଲା ସାଧାରଣ ସଂପାଦକ ପ୍ରମୋଦ ସାହୁଙ୍କୁ ଦଳରୁ ନିଳମ୍ବିତ ପ୍ରତିବାଦରେ ଏକାଧିକ ନେତା ଇସ୍ତଫା ଦେଇଛନ୍ତି। ବାଲିଗୁଡ଼ା ନିର୍ବାଚନ ମଣ୍ଡଳୀ ୫୪ଟି ପଞ୍ଚାୟତର ସଭାପତି, ଚାରୋଟି ବ୍ଲକର … Read More

ଜୁନ ୨୨ ପରେ ହୋଇପାରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ

ଭୁବନେଶ୍ୱର : ଦିଲ୍ଲୀରେ ଅଦଳବଦଳ ପରେ ଓଡ଼ିଶା ମନ୍ତ୍ରିମଣ୍ଡଳରେ ପରିବର୍ତ୍ତନ ସମ୍ଭାବନା ।  ଚର୍ଚ୍ଚା ହେଉଛି ଜୁନ ୨୨ ତାରିଖ ପରେ କୌଣସି ସମୟରେ ବି ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହୋଇପାରେ ।  ଜୁନ ୧୭-୧୮ରେ କେନ୍ଦ୍ରରେ ମନ୍ତ୍ରିମଣ୍ଡଳର ରୂପରେଖ ବଦଳିପାରେ ।  ଜୁନ … Read More

କାଳବୈଶାଖୀ ପ୍ରଭାବରେ ଦୁଇ ଦିନ ପ୍ରବଳ ବର୍ଷା, ୨୫ ଜିଲ୍ଲାକୁ ୱାର୍ଣ୍ଣିଂ

ଭୁବନେଶ୍ୱର : ଦୁଇ ଦିନ ପ୍ରବଳ ବର୍ଷା । କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ବର୍ଷା ସମ୍ଭାବନା ସୃଷ୍ଟି ହୋଇଛି । ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ନେଇ ଆଜି ୨୫ଟି ଜିଲ୍ଲାକୁ ୱାର୍ଣ୍ଣିଂ ଜାରି ହୋଇଛି । ସେଥିରୁ ପ୍ରବଳ ବର୍ଷା ପାଇଁ … Read More

କାଠଯୋଡିରୁ ଡାକ୍ତରୀ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ଘଟଣା, ଝିଅକୁ ହତ୍ୟା କରାଯାଇଥିବା ଅଭିଯୋଗ ଆଣିଲେ ପରିବାର

ଉଦଳା : କଟକ କାଠଯୋଡିରୁ ଡାକ୍ତରୀ ଛାତ୍ରୀଙ୍କ ମୃତଦେହ ଉଦ୍ଧାର ଘଟଣାରେ ନୂଆ ମୋଡ଼ ।  ଡାକ୍ତରୀ ଛାତ୍ରୀଙ୍କୁ ତାଙ୍କ ପ୍ରେମିକ ହତ୍ୟା କରିଥିବା ଅଭିଯୋଗ ଆଣିଛନ୍ତି ପରିବାର ।  ଅନ୍ୟ ଜଣେ ଯୁବତୀଙ୍କ ସମ୍ପୃକ୍ତି ଥିବା ଅଭିଯୋଗ ଆଣିଛନ୍ତି ।  ବାଲେଶ୍ୱର … Read More