ହାତୀ ମୃତ୍ୟୁ ଘଟଣାରେ ଫରେଷ୍ଟର ନିଲମ୍ବିତ
ବଲାଙ୍ଗିର: ବଲାଙ୍ଗିର ଜିଲ୍ଲାରେ ହାତୀ ମୃତ୍ୟୁ ଘଟଣାରେ କାର୍ଯ୍ୟାନୁଷ୍ଠାନ । ଗୁଡିଘାଟ ଫରେଷ୍ଟର ଜୟକୃଷ୍ଣ ଭୋଇ ନିଲମ୍ବିତ । କାର୍ଯ୍ୟରେ ଅବହେଳା ପାଇଁ ଚାକିରିରୁ ନିଲମ୍ବନ କଲେ ବଲାଙ୍ଗିର DFO ଅଜିତ ବିଶି । ଏହାସହ ବିଦ୍ୟୁତ ବିଭାଗର ଯନ୍ତ୍ରୀ ମହମ୍ମଦ ଯୁନେଦ, … Read More
