ଜିତୁ ମୁଣ୍ଡାଙ୍କୁ ଭେଟିଲେ ଆପ୍ ସାଂସଦ ସଞ୍ଜୟ ସିଂ, ପାନୀୟ ଜଳ ସମସ୍ୟାର ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି
କେନ୍ଦୁଝର : ଜିତୁ ମୁଣ୍ଡାଙ୍କ ଘରେ ପହଞ୍ଚିଲେ ଆପ୍ ସାଂସଦ ସଞ୍ଜୟ ସିଂ, ପାନୀୟ ଜଳ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି । କେନ୍ଦୁଝର ଜିଲ୍ଲାର ଡିଆନାଳି ଗ୍ରାମରେ ଟଙ୍କା ପାଇଁ ପୋତା ଶବର କଙ୍କାଳ ଖୋଳି ବ୍ୟାଙ୍କକୁ ନେଇଥିବା ଘଟଣା … Read More
