ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, କ୍ୟାବିନେଟ୍ ସଂପ୍ରସାରଣ ନେଇ ଚର୍ଚ୍ଚା
ଭୁବନେଶ୍ୱର: ରାଜ୍ୟରେ ମୋହନ ଚରଣ ମାଝୀଙ୍କ ନେତୃତ୍ୱାଧୀନ ବିଜେପି ସରକାର ଦୁଇ ବର୍ଷ ପୂରଣ କରିବାକୁ ଯାଉଥିବା ବେଳେ ରାଜନୈତିକ ମହଲରେ କ୍ୟାବିନେଟ୍ ସଂପ୍ରସାରଣ ଚର୍ଚ୍ଚା ପୁଣି ଜୋର ଧରିଛି। ମନ୍ତ୍ରିମଣ୍ଡଳରେ ଅଦଳବଦଳ ହେବ କି, କିଛି ନୂଆ ବିଧାୟକଙ୍କୁ ସୁଯୋଗ … Read More
