ପାଇଖାନାରୁ ବେକ ମୁହଁ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର
ଭଦ୍ରକ: ମର୍ଣ୍ଣିଙ୍ଗ ୱାକରେ ଯାଇଥିବା ଛାତ୍ରଙ୍କୁ ହତ୍ୟା । ପାଇଖାନା ଭିତରୁ ବେକ ମୁହଁ ବନ୍ଧା ଅବସ୍ଥାରେ ମିଳିଲା ମୃତଦେହ । ହତ୍ୟା ଅଭିଯୋଗ ଆଣିଲେ ପରିବାର । ଭଦ୍ରକ ଜିଲ୍ଲା ଚରମ୍ପା ହାଇସ୍କୁଲ ରୋଡ଼ ଅଞ୍ଚଳରେ ଘଟିଛି ଘଟଣା । ମୃତକ … Read More
