ଶୋଇଥିବା ବେଳେ ବୃଦ୍ଧଙ୍କୁ ଦଳି ଦେଲା ଦନ୍ତା
ଅନୁଗୁଳ: ଅନୁଗୁଳରେ ବଢ଼ିଗଲାଣି ହାତୀ ଉପଦ୍ରବ । ବନ୍ତଳା ରେଞ୍ଜ ଗଡ଼ତଳମୂଳ ଗାଁରେ ମଧ୍ୟରାତ୍ରରେ ହାତୀ ଆକ୍ରମଣରେ ବୃଦ୍ଧ ମୃତ୍ୟୁ ହୋଇଛି । ମୃତକ ହେଲେ ତଳମୁଳ ଗାଁର ଆରତ ଭୋଇ । ଆରତ ଘରେ ଶୋଇଥିବା ସମୟରେ ହାତୀଟି ଘରେ ପଶି … Read More
ଅନୁଗୁଳ: ଅନୁଗୁଳରେ ବଢ଼ିଗଲାଣି ହାତୀ ଉପଦ୍ରବ । ବନ୍ତଳା ରେଞ୍ଜ ଗଡ଼ତଳମୂଳ ଗାଁରେ ମଧ୍ୟରାତ୍ରରେ ହାତୀ ଆକ୍ରମଣରେ ବୃଦ୍ଧ ମୃତ୍ୟୁ ହୋଇଛି । ମୃତକ ହେଲେ ତଳମୁଳ ଗାଁର ଆରତ ଭୋଇ । ଆରତ ଘରେ ଶୋଇଥିବା ସମୟରେ ହାତୀଟି ଘରେ ପଶି … Read More
ଭୁବନେଶ୍ୱର : ରାତି ଅଧରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଚନ୍ଦକା ଥାନା ଭୋଳା ଛକ ନିକଟରେ ହାଇଓ୍ବା ଧକ୍କାରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି । ଦାମୀ କାର ଉପରେ ମାଡ଼ିଗଲା ହାଇଓ୍ବା । ଦୁର୍ଘଟଣାରେ ଦୁଇ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତ୍ୟୁ … Read More
ଭୁବନେଶ୍ବର:ଆସନ୍ତା ମେ ୧୮ ଓ ୨୫ତାରିଖରେ ମୁଖ୍ୟମନ୍ତ୍ରୀଙ୍କ “ଜନ ଅଭିଯୋଗ ଶୁଣାଣି” କାର୍ଯ୍ୟକ୍ରମ ବନ୍ଦ ରହିବ। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏହି ଜନ ଶୁଣାଣି କାର୍ଯ୍ୟକ୍ରମକୁ ସ୍ଥଗିତ ରଖାଯିବା ନେଇ ନିଷ୍ପତ୍ତି ଗ୍ରହଣ କରାଯାଇଛି। ପରବର୍ତ୍ତୀ ଅଭିଯୋଗ ଶୁଣାଣିର … Read More
ଆସିକା: ସୁନା କିଣି ପଇସା ଦେଲେନି SDPO । ଆସିକା ପୋଲିସ ଅଧିକାରୀ ସନ୍ତୋଷ ଜେନା ନିଲମ୍ବିତ। ଖାକିରେ ଦାଗ, ସୁନା କିଣି ଟଙ୍କା ଦେଲେନି, ଶେଷରେ ସସପେଣ୍ଡ ହେଲେ SDPO! । ଜଣେ ପୋଲିସ ଅଧିକାରୀଙ୍କ କାରନାମା ଏବେ ଚର୍ଚ୍ଚାର ବିଷୟ … Read More
ଭଦ୍ରକ: ପେଟ୍ରୋଲ ପମ୍ପ୍ରେ ଘଣ୍ଟା ଘଣ୍ଟା ଧରି ଲାଇନ୍ରେ ଗ୍ରାହକ। ଗତ ରାତିଠାରୁ ରାଜ୍ୟର ସମସ୍ତ ଅଞ୍ଚଳରେ ଏପରି ସ୍ଥିତି ଦେଖିବାକୁ ମିଳିଛି। ରାଜ୍ୟରେ ପେଟ୍ରୋଲ ଓ ଡିଜେଲ ଅଭାବ ଉତ୍କଟ ରୂପ ନେଇଛି। ଲୋକମାନେ ନାହିଁ ନଥିବା ଅସୁବିଧା ଭୋଗିବା … Read More
କେନ୍ଦ୍ରାପଡ଼ା: କିଛି ଦିନ ତଳେ ବାଲିଅନ୍ତା ଘଟଣା ସାରା ରାଜ୍ୟକୁ ଦୋହଲାଇ ଦେଇଥିଲା। ନେତାଠୁ ଜନତା ସବୁ ମହଲରେ ହୁଲୁସ୍ତୁଲ ହୋଇଥିଲା। ଜିଆରପି କନେଷ୍ଟବଳ ସୌମ୍ୟରଞ୍ଜନ ସ୍ୱାଇଁଙ୍କୁ କିଛି ଲୋକେ ସଂଘବଦ୍ଧ ଆକ୍ରମଣ କରିଥିଲେ। ଫଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଏହି … Read More
ଭୁବନେଶ୍ଵର : ରାଜ୍ୟରେ ଏବେ ଇନ୍ଧନ ସଙ୍କଟ ଚରମ ସୀମାରେ ପହଞ୍ଚିଛି। ପେଟ୍ରୋଲ ଓ ଡିଜେଲ ଅଭାବ ଯୋଗୁଁ ସାଧାରଣ ଜନଜୀବନ ସମ୍ପୂର୍ଣ୍ଣ ଅସ୍ତବ୍ୟସ୍ତ ହୋଇପଡିଛି। ପେଟ୍ରୋଲପମ୍ପରେ ଲାଗିଛି ଲମ୍ବା ଧାଡି।ପେଟ୍ରୋଲପମ୍ପ ଗୁଡିକରେ ଏବେ କୁରୁକ୍ଷେତ୍ର ପାଲଟିଥିବା ବେଳେ ତେଲ ପାଇଁ … Read More
ଭୁବନେଶ୍ବର: ଫାଟିଲା ଏସି କମ୍ପ୍ରେସର, ଦୁଇ ଗୁରୁତର। ଭୁବନେଶ୍ଵର ମୈତ୍ରୀବିହାର ଥାନା ଅଞ୍ଚଳରେ ବଡଧରଣର ଅଘଟଣ ଘଟିଛି। ଲୁମ୍ବିନୀ ବିହାରରେ ଥିବା ଏଲିନା ହବ୍ ଏବଂ ସ୍ଵପ୍ନା ହୋଟେଲର ୫ ମହଲା ଉପରେ ଜଣେ ମେକାନିକ ଏସି କମ୍ପ୍ରେସର ସଜାଡୁଥିବାବେଳେ ହଠାତ୍ … Read More
ଭୁବନେଶ୍ୱର : ଜୁନ୍ ମାସରେ ରାଜ୍ୟରେ ଭାରତୀୟ ଜନତା ପାର୍ଟି (ବିଜେପି) ସରକାର ଗଠନ କରିବାର ଦୁଇ ବର୍ଷ ପୂର୍ତ୍ତି ହେଉଛି। ଏହି ଅବସରରେ ଜୁନ୍ ୧୨ରୁ ୨୧ ତାରିଖ ଯାଏଁ ରାଜ୍ୟରେ ବିଭିନ୍ନ କାର୍ଯ୍ୟକ୍ରମ ପାଳନ କରାଯିବ। ତେବେ ଏହି … Read More
ଭୁବନେଶ୍ୱର: ଯୋଗାଣ ବିଭାଗ ପ୍ରମୁଖ ସଚିବ ତେଲ ସଙ୍କଟ ଉପରେ ବଡ଼ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ , ରାଜ୍ୟରେ ତେଲ ସଙ୍କଟ ଆଦୌ ନାହିଁ । ଭୟଭୀତ ହୋଇ ଆଦୌ ତେଲ କିଣନ୍ତୁ ନାହିଁ । ସେ … Read More