କଙ୍ଗାରୁ କୋର୍ଟ ଉପରେ ପୋଲିସର ଚଢ଼ାଉ: ଜାତିରେ ମିଶିବା ପାଇଁ ଯୁବକ ହୋଇଥାନ୍ତେ ଲଣ୍ଡା
କୋରାପୁଟ: କୋରାପୁଟରେ ‘କଙ୍ଗାରୁ କୋର୍ଟ’ ଉପରେ ପୋଲିସର ଚଢ଼ାଉ । ଜାତିରେ ମିଶିବା ପାଇଁ ଯୁବକ ହୋଇଥାନ୍ତେ ଲଣ୍ଡା, ଠିକ୍ ସମୟରେ ପହଞ୍ଚି ରୋକିଲା ପୋଲିସ । ସାମାଜିକ ବାସନ୍ଦରୁ ମୁକ୍ତି ହେବା ପାଇଁ ଚାଲିଥିଲା କଙ୍ଗାରୁ କୋର୍ଟ । ହଠାତ ପହଁଚିଥିଲା … Read More
