ସାଇକେଲରେ ୧୨ କିମି ବୋହି ଥାନାକୁ ମୃତଦେହ ଆଣିଲେ ପରିବାର ଲୋକେ
ସୋର : ନ୍ୟାୟ ଦାବିରେ ସାଇକେଲରେ ୧୨ କିମି ବୁହାହେଲା ମୃତଦେହ । ବାଲେଶ୍ୱର ଜିଲ୍ଲା ଖଇରା ଥାନା ଅନ୍ତର୍ଗତ ହରିପୁର ଗ୍ରାମରେ ଘର ଛାତ ପକେଇବାକୁ ନେଇ ଜମିବାଡ଼ି ବିବାଦକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ଗଣ୍ଡଗୋଳରେ … Read More
